ଆଜିଠୁ ଦୁଇଦିନ ବ୍ୟାଙ୍କ୍ ଧର୍ମଘଟ
ଭୁବନେଶ୍ବର: ଆଜି ଠାରୁ ଦୁଇଦିନିଆ ବ୍ୟାଙ୍କ ଧର୍ମଘଟ। ବ୍ୟାଙ୍କ ଘରୋଇକରଣକୁ ବିରୋଧ କରି ୟୁନାଇଟେଡ୍ ଫୋରମ୍ ଅଫ୍ ବ୍ୟାଙ୍କ ୟୁନିୟନ୍ (ୟୁବିଏଫ୍ୟୁ) ଏହି ଧର୍ମଘଟ ଡାକରା ଦେଇଛି। ନଅଟି ବ୍ୟାଙ୍କ କର୍ମଚାରୀ ଓ ଅଧିକାରୀ ସଂଘ ଏହି ଧର୍ମଘଟକୁ ସମର୍ଥନ କରୁଛନ୍ତି।
ବ୍ୟାଙ୍କଗୁଡ଼ିକ ଗତ ଶନିବାର ଠାରୁ ଛୁଟି…