Odisha Link
Bridging the Missing Links in Odisha
Browsing Tag

2024 election

ଓଡ଼ିଶା: ଆଉ ୯ ଲୋକସଭା ଆସନ ପାଇଁ…

ଓଏଲ୍‌ ବ୍ୟୁରୋ: ନିର୍ବାଚନ ତାରିଖ ପାଖେଇ ଆସୁଥିବା ବେଳେ ଆଜି କଂଗ୍ରେସ ଓଡ଼ିଶାର ୯ଟି ଲୋକସଭା ଆସନ ପାଇଁ ଘୋଷଣା କରିଛି ପ୍ରାର୍ଥୀଙ୍କ ନାମ। ସବୁଠୁ ବଡ଼ କଥା ହେଲା ଯେ ଛାତ୍ର କଂଗ୍ରେସ ସଭାପତି ୟାସିର୍‌ ନଓ୍ବାଜଙ୍କୁ ଭୁବନେଶର ଲୋକସଭା ଆସନରୁ ପ୍ରାର୍ଥୀ କରିଛି ଦଳ। ସେହିପରି ବାଲେଶ୍ବର ଆସନରୁ ଶ୍ରୀକାନ୍ତ…

ପ୍ରଥମ ପର୍ଯ୍ୟାୟ ଲୋକସଭା ନିର୍ବାଚନ: ଆଜି…

ଓଏଲ୍‌ ବ୍ୟୁରୋ: ବାଜିଲା ନିର୍ବାଚନୀ ବିଗୁଲ୍। ୨୦୨୪ ନିର୍ବାଚନୀ ବିଗୁଲ ବାଜିବା ପରେ ସମସ୍ତ ରାଜନୈତିକ ଦଳ ଆରମ୍ଭ କରିଛନ୍ତି ସ୍ବତନ୍ତ୍ର ରଣନୀତି। ଦେଶରେ ପ୍ରଥମ ପର୍ଯ୍ୟାୟ ଲୋକସଭା ନିର୍ବାଚନ ପାଇଁ ଆଜି ନାମାଙ୍କନର ଶେଷ ଦିନ। ୨୧ଟି ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳର ୧୦୨ଟି ସଂସଦୀୟ କ୍ଷେତ୍ରରେ ଗତ ୨୦…

ବିଜେପିର ତୃତୀୟ ପର୍ଯ୍ୟାୟ ପ୍ରାର୍ଥୀ…

ଓଏଲ୍‌ ବ୍ୟୁରୋ: ଆଗାମୀ ଲୋକସଭା ନିର୍ବାଚନ ପାଇଁ ବିଭିନ୍ନ ରାଜନୈତିକ ଦଳର ଚାଲିଛି ଜୋରଦାର ପ୍ରସ୍ତୁତି।ଆଜି କେନ୍ଦ୍ରରେ କ୍ଷମତାସୀନ ବିଜେପି ତୃତୀୟ ପର୍ଯ୍ୟାୟ ପ୍ରାର୍ଥୀ ତାଲିକା ଜାରି କରିଛି। ତାମଲନାଡୁର ୯ଟି ଆସନ ପାଇଁ ଦଳ ପ୍ରାର୍ଥୀଙ୍କ ନାଁ ଘୋଷଣା କରିଛି। ହେଲେ ଏଥର ବି ବିଜେପି ଓଡ଼ିଶାର କୌଣସି ଆସନ…

ଏଥର ଭୋଟ୍ ଦେବେ ୯୬ କୋଟିରୁ ଅଧିକ ଭୋଟର:…

ଓଏଲ୍‌ ବ୍ୟୁରୋ: ବାଜିଲାଣି ସାଧାରଣ ନିର୍ବାଚନ ବିଗୁଲ। ୨୦୨୪ ସାଧାରଣ ନିର୍ବାଚନକୁ ଆଖି ଆଗରେ ରଖି ସମସ୍ତ ରାଜନୈତିକ ଦଳ ଆରମ୍ଭ କରିଛନ୍ତି ଅଙ୍କକଷା। ଏସବୁ ମଧ୍ୟରେ ଓଡ଼ିଶା ରାଜନୀତି ମଧ୍ୟ ଉଷ୍ମ ହେବାରେ ଲାଗିଛି। କେବଳ ଓଡ଼ିଶା ନୁହେଁ ସାରା ଦେଶରେ ଏହି ରେସ ଆରମ୍ଭ ହୋଇଛି। ତେବେ ଏଥର ନିର୍ବାଚନରେ ୯୬…

ଫେବ୍ରୁଆରୀ ୮ରେ ହିଁ ହେବ ମତଦାନ:…

ଓଏଲ୍‌ ବ୍ୟୁରୋ: ଭାରତର ପଡ଼ୋଶୀ ରାଷ୍ଟ୍ର ପାକିସ୍ତାନରେ ହେବାକୁ ଥିବା ନିର୍ବାଚନକୁ ନେଇ ବଡ଼ ନିଷ୍ପତ୍ତି ନେଇଛନ୍ତି ନିର୍ବାଚନ ଆୟୋଗ। ପୂର୍ବ ନିର୍ଦ୍ଧାରିତ ଫେବ୍ରୁଆରୀ ୮ ତାରିଖରେ ହିଁ ହେବ ସାଧାରଣ ନିର୍ବାଚନ ବୋଲି ଆଜି କହିଛନ୍ତି ପାକିସ୍ତାନ ନିର୍ବାଚନ ଆୟୋଗ। ୮ ରେ ସାଧାରଣ ନିର୍ବାଚନକୁ ସ୍ଥଗିତ…

ଦିଲ୍ଲୀରେ ଓଡ଼ିଶା ବିଜେପି ନେତାଙ୍କ ଡେରା;…

ଓଏଲ୍‌ ବ୍ୟୁରୋ: ୨୦୨୪ ସାଧାରଣ ନିର୍ବାଚନ ପାଇଁ ପ୍ରସ୍ତୁତି ଆରମ୍ଭ କରିଛି ଓଡ଼ିଶା ବିଜେପି। ଏଥିପାଇଁ ପାର୍ଟି ହାଇକମାଣ୍ଡଙ୍କ ଡାକରା ପାଇ ଦିଲ୍ଲୀରେ ଡେରା ପକାଇଛନ୍ତି ଓଡ଼ିଶା ବିଜେପି ନେତା। ୨୦୨୪ ବିଜୁ ଜନତା ଦଳକୁ କିଭଳି ମାତ ଦେବ ସେ ନେଇ ଦିଲ୍ଲୀରେ ରଣନୀତି ପ୍ରସ୍ତୁତି କରୁଛି ବିଜେପି। ବିଜେଡିକୁ…

ନିର୍ବାଚନ ୨୦୨୪: ଏଥର ନେତା ବାଛିବେ ୩…

ଓଏଲ୍‌ ବ୍ୟୁରୋ: ପାଖେଇ ଆସୁଛି ସାଧାରଣ ନିର୍ବାଚନ। ନିର୍ବାଚନକୁ ନଜରରେ ରଖି ବିଭିନ୍ନ ପ୍ରକାର ପୂର୍ବ ପ୍ରସ୍ତୁତି ଆରମ୍ଭ ହୋଇଥିବାବେଳେ ଭୋଟର ତାଲିକା ସଂଶୋଧନ ପ୍ରକ୍ରିୟା ମଧ୍ୟ ଆରମ୍ଭ ହେବ। ଅକ୍ଟୋବର ୨୭ରୁ ଡିସେମ୍ବର ୯ ଯାଏଁ ସ୍ୱତନ୍ତ୍ର ଭୋଟର ତାଲିକା ସଂଶୋଧନ କରାଯିବ। ତେବେ ଏନେଇ ପୁରୀ ବେଳାଭୂମିରେ…

ଜଟଣୀରୁ ଲଢ଼ିବେ ମନ୍ମଥ

ଓଏଲ୍‌ ବ୍ୟୁରୋ: ପାଖେଇ ଆସୁଛି ସାଧାରଣ ନିର୍ବାଚନ। ଆଗାମୀ ନିର୍ବାଚନକୁ ନଜରରେ ରଖି ବିଭିନ୍ନ ରାଜନୈତିକ ଦଳ ନିଜର ଗୋଟି ଚାଳନା ଆରମ୍ଭ କଲେଣି। ତେବେ ଏହାରି ମଧ୍ୟରେ ଏକ ବଡ ଖବର ସାମ୍ନାକୁ ଆସିଛି। ସୁର ରାଉତରାୟଙ୍କ ସାନ ପୁଅ ମନ୍ମଥ ରାଉତରାୟ ଏକ ବିସ୍ଫୋରକ ବୟାନ ଦେଇଛନ୍ତି। ଯାହା ରାଜ୍ୟ ରାଜନୀତିରେ…

ବଦଳିଲା ରାଜସ୍ଥାନ ନିର୍ବାଚନ ତାରିଖ;…

ଓଏଲ୍‌ ବ୍ୟୁରୋ: ଗଡ଼ୁଛି ଦିନ ଆଉ ବଢୁଛି ରାଜନୈତିକ ରଣନୀତି। ଆଉ ୨୦୨୪ ସାଧାରଣ ନିର୍ବାଚନ ପାଖେଇ ଆସୁଛି। ବିଭିନ୍ନ ରାଜନୈତିକ ଦଳ ମଧ୍ୟ ନିର୍ବାଚନକୁ ଆଖି ଆଗରେ ରଖି ଅଙ୍କକଷା ଆରମ୍ଭ କରି ସାରିଲେଣି। ତେବେ ଏହାରି ମଧ୍ୟରେ ୫ ରାଜ୍ୟରେ ହେବାକୁ ଥିବା ବିଧାନସଭା ନିର୍ବାଚନ ପାଇଁ ତାରିଖ ଘୋଷଣା ହୋଇଥିଲା।…

ବିଧାନସଭା ନିର୍ବାଚନ: ଆଜି ୫ ରାଜ୍ୟ ପାଇଁ…

ଓଏଲ୍ ବ୍ୟୁରୋ: ଦିନ ପରେ ଦିନ ଗଡ଼ୁଛି। ଆଉ ୨୦୨୪ ସାଧାରଣ ନିର୍ବାଚନ ପାଖେଇ ଆସୁଛି। ବିଭିନ୍ନ ରାଜନୈତିକ ଦଳ ମଧ୍ୟ ନିର୍ବାଚନକୁ ଆଖି ଆଗରେ ରଖି ଅଙ୍କକଷା ଆରମ୍ଭ କରି ସାରିଲେଣି। ତେବେ ଏହାରି ମଧ୍ୟରେ ଏକ ବଡ ଖବର ସାମ୍ନାକୁ ଆସିଛି। ଆଜି ୫ ରାଜ୍ୟରେ ହେବାକୁ ଥିବା ବିଧାନସଭା ନିର୍ବାଚନ ପାଇଁ ତାରିଖ…