ରାଜଧାନୀରୁ ୨୫ ଲକ୍ଷ ଟଙ୍କାର…
ଭୁବନେଶ୍ୱର: ରାଜଧାନୀରୁ ୨୫ ଲକ୍ଷ ଟଙ୍କାର ବ୍ରାଉନ୍ସୁଗାର ଜବତ। ଭୁବନେଶ୍ୱରର ଖଣ୍ଡଗିରି ସ୍ଥିତ କଳିଙ୍ଗନଗର ଅଞ୍ଚଳରୁ ପୁଲିସ୍ ୨୨୫ ଗ୍ରାମ ବ୍ରାଉନ୍ସୁଗାର ଜବତ କରିଛି। ଜବତ ବ୍ରାଉନ୍ସୁଗାରର ମୂଲ୍ୟ ପ୍ରାୟ ୨୫ ଲକ୍ଷ ଟଙ୍କା ହେବ ବେଲି ଆକଳନ କରାଯାଇଛି।
ଏହି ମାମଲାରେ ପୋଲିସ ଜଣଙ୍କୁ ଗିରଫ କରିଛି।…