Odisha Link
Bridging the Missing Links in Odisha
Browsing Tag

+3 admission

୫ ମାସ ହେଲା ସରୁନି ୟୁଜି ନାମଲେଖା

ଓଏଲ୍‌ ବ୍ୟୁରୋ: ବିଶ୍ବବିଦ୍ୟାଳୟ ଓ ମହାବିଦ୍ୟାଳୟଗୁଡ଼ିକରେ ଏକକ ଶିକ୍ଷା କ୍ୟାଲେଣ୍ଡର ଲାଗୁ କରିବାକୁ ଉଚ୍ଚଶିକ୍ଷା ବିଭାଗ ନିର୍ଦ୍ଦେଶ ଦେଇଥିଲା। ହେଲେ ଖୋଦ୍‌ ଉଚ୍ଚଶିକ୍ଷା ବିଭାଗ ନିଜେ କରିଥିବା ନିୟମକୁ ଉଲ୍ଲଂଘନ କରିଚାଲିଛି।ଯେଉଁ ସମୟରେ ପ୍ରଥମ ସେମିଷ୍ଟର ଛାତ୍ରଛାତ୍ରୀଙ୍କ ପରୀକ୍ଷା ହେବା କଥା…

କାଲିଠୁ +୩ ନାମଲେଖା ପାଇଁ ଆବେଦନ ଆରମ୍ଭ

ଭୁବନେଶ୍ୱର: ରାଜ୍ୟର ସମସ୍ତ କଲେଜରେ ପ୍ରଥମ ପର୍ଯ୍ୟାୟ ନାମଲେଖା ଶେଷ ହେବା ପରେ ଅନେକ ସିଟ ଖାଲି ପଡ଼ିଛି। ସିଟ ପୂରଣ ପାଇଁ ଦ୍ୱିତୀୟ ପର୍ଯ୍ୟାୟ ନାମଲେଖା ଆରମ୍ଭ ହୋଇଛି। ଉଚ୍ଚଶିକ୍ଷା ବିଭାଗ ତରଫରୁ ସମସ୍ତ ଡିଗ୍ରୀ ଓ ସ୍ୱୟଂଶାସିତ କଲେଜକୁ ଏନେଇ ନିର୍ଦ୍ଦେଶ ଦିଆଯାଇଛି। ପ୍ରଥମ ପର୍ଯ୍ୟାୟ ନାମଲେଖାରେ…

୧୭ ଯାଏଁ ବଢିଲା +୩ ନାମଲେଖା ପ୍ରକ୍ରିୟା

ଭୁବନେଶ୍ବର: ୧୭ ଯାଏଁ ବଢିଲା +୩ ନାମଲେଖା ପ୍ରକ୍ରିୟା। ଉଚ୍ଚଶିକ୍ଷା ବିଭାଗ ଅଧୀନରେ ଥିବା ସମସ୍ତ ଯୁକ୍ତ ତିନି କଲେଜ (ଡିଗ୍ରୀ କଲେଜ, ସେଲ୍ଫ ଫାଇନାସିଂ କଲେଜ, ସଂସ୍କୃତ କଲେଜ)ରେ +୩ ନାମଲେଖା ଅବଧିକୁ ପୁନର୍ବାର ବୃଦ୍ଧି କରାଯାଇଛି। ପ୍ରଥମ ପର୍ୟ୍ୟାୟରେ ଯୋଗ୍ୟ ବିବେଚିତ ଛାତ୍ରଛାତ୍ରୀ +୩ ପ୍ରଥମ ବର୍ଷ…

ବଢ଼ିଲା ଯୁକ୍ତ ତିନି ନାମଲେଖା ଅବଧି

ଭୁବନେଶ୍ବର: ବଢ଼ିଲା ଯୁକ୍ତ ତିନି ନାମଲେଖା ଅବଧି। ଏନେଇ ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ରାଜ୍ୟର ସମସ୍ତ ଡିଗ୍ରି କଲେଜର ଅଧ୍ୟକ୍ଷମାନଙ୍କୁ ସୂଚନା ଦିଆଯାଇଛି। ଯୁକ୍ତ ତିନି ପ୍ରଥମ ବର୍ଷ ଶ୍ରେଣୀରେ ନାମଲେଖା ପାଇଁ ପ୍ରଥମ ଚୟନ ମେରିଟ୍ ତାଲିକାରେ ମନୋନୀତ ଛାତ୍ରମାନଙ୍କ ତଥ୍ୟର ଅନଲାଇନ୍ ଅପଡେଟର ତାରିଖ…

ଆଜିଠାରୁ ଆରମ୍ଭ ହେଲା ଯୁକ୍ତ ୩ ନାମଲେଖା…

ଭୁବନେଶ୍ବର: ଗତକାଲି ମେରିଟ୍‌ ଲିଷ୍ଟ ତଥା କଟ୍‌ ଅଫ୍‌ ମାର୍କ ପ୍ରକାଶ ପାଇବାରେ ଆଜିଠାରୁ ଯୁକ୍ତ ୩ କଲେଜରେ ନାମଲେଖା ପ୍ରକ୍ରିୟା ଆରମ୍ଭ ହୋଇଛି । ୨୦୨୦-୨୧ ଶିକ୍ଷାବର୍ଷରେ ୧୦୨୯ କଲେଜର ୨,୪୯, ୭୯୦ ସିଟ୍‌ ପାଇଁ ୨,୧୩,୯୫୯ ଛାତ୍ରଛାତ୍ରୀ ଆବେଦନ କରିଥିଲେ। ସେମାନଙ୍କ ମଧ୍ୟରୁ ପ୍ରଥମ ପର୍ଯ୍ୟାୟରେ ୧,…

ଅରିଜିନାଲ୍ ସାର୍ଟିଫିକେଟ ବିନା ହେବ…

ଭୁବନେଶ୍ୱର: ଅରିଜିନାଲ ସାର୍ଟିଫିକେଟ ବିନା ହେବ ନାମଲେଖା। +୩ ନାମଲେଖା ନେଇ ରାଜ୍ୟ ସରକାର ଗାଇଡଲାଇନ ଜାରି କରିଛନ୍ତି। ଗାଇଡଲାଇନ ମୁତାବକ, ଅରିଜିନାଲ ସାର୍ଟିଫିକେଟ ବିନା +୩ ନାମଲେଖା ନେଇ ନିର୍ଦ୍ଦେଶ ଦିଆଯାଇଛି। ଏନେଇ ସବୁ କଲେଜ ଅଧ୍ୟକ୍ଷଙ୍କୁ ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ଚିଠି କରାଯାଇଛି। କରୋନା…

ପ୍ରକାଶ ପାଇଲା +୩ ପ୍ରଥମ ପର୍ଯ୍ୟାୟ କଟ୍…

ଭୁବନେଶ୍ବର: ଓଡ଼ିଶା ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ପ୍ରକାଶ ପାଇଲା ଯୁକ୍ତ ୩ ପ୍ରଥମ କଟ୍ ଅଫ୍‌ ମାର୍କ ତାଲିକା। ଉଚ୍ଚଶିକ୍ଷା ବିଭାଗ ଅଧୀନରେ ଥିବା ସମସ୍ତ ଯୁକ୍ତ ୩ କଲେଜ (ଡିଗ୍ରୀ କଲେଜ, ସେଲ୍ପ ଫାଇନାନ୍ସିଂ କଲେଜ, ସଂସ୍କୃତ କଲେଜ)ରେ ସ୍ନାତକ ନାମ ଲେଖା ପାଇଁ ସୋମବାର ପ୍ରଥମ ପର୍ଯ୍ୟାୟ କଟ ଅଫ ତାଲିକା…