କରୋନାରେ ଆକ୍ରାନ୍ତ ହେଲେ ୩ ବିଧାୟକ
ଭୁବନେଶ୍ବର: ରାଜ୍ୟରେ ଦିନକୁ ଦିନ ହୁ ହୁ ହୋଇ ବଢ଼ିବାରେ ଲାଗିଛି କରୋନା। ପୁଣି ୩ ଜଣ ବିଧାୟକ କରୋନାରେ ଆକ୍ରାନ୍ତ ହୋଇଥିବା ଜଣା ପଡ଼ିଛି। ସେମାନେ ହେଲେ, ଭୁବନେଶ୍ବର ଉତ୍ତର ବିଧାୟକ ସୁଶାନ୍ତ ରାଉତ, ବରୀ ବିଧାୟିକା ସୁନନ୍ଦା ଦାସ ଓ ବ୍ରହ୍ମପୁର ବିଧାୟକ ବିକ୍ରମ ପଣ୍ଡା। କୌଣସି ଲକ୍ଷଣ ନଥାଇ ସମସ୍ତଙ୍କ…