ମର୍ମନ୍ତୁଦ ସଡ଼କ ଦୁର୍ଘଟଣା, ୮ ମୃତ
ଆଗ୍ରା: ମହାଶିବରାତ୍ରୀରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା। ଆଜି ସକାଳୁ ସକାଳୁ ଜାତୀୟ ରାଜପଥରେ ଟ୍ରକ୍ ଓ ସ୍କୋପ୍ରିଓ ମୁହାଁମୁହିଁ ଧକ୍କା ହୋଇଛି। ଉତ୍ତର ପ୍ରଦେଶର ଆଗ୍ରା ଅନ୍ତର୍ଗତ ଇଟମାଦପୁର ଅଞ୍ଚଳରେ ଘଟିଛି ଏହି ଦୁର୍ଘଟଣା। ଏଥିରେ ୮ ଜଣ ଲୋକଙ୍କ ମୃତ୍ୟୁ ଘଟିଥିବା ବେଳେ ୪ ଜଣ ଗୁରୁତର ଆହତ ହୋଇଛନ୍ତି।…