Odisha Link
Bridging the Missing Links in Odisha
Browsing Tag

8 Injured

ପେଟ୍ରୋଲ୍ ପମ୍ପ ଅଗ୍ନିକାଣ୍ଡ: ୮ ଜଣ…

ଭୁବନେଶ୍ୱର: ରାଜଧାନୀର ରାଜଭବନ ନିକଟସ୍ଥ ପେଟ୍ରୋଲ ପମ୍ପରେ ବିସ୍ଫୋରଣ ପରେ ଅଗ୍ନିକାଣ୍ଡ ଘଟଣାରେ ୮ ଜଣଙ୍କୁ କ୍ୟାପିଟାଲ୍‌ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ଆହାତଙ୍କ ସଂଖ୍ୟା ନେଇ କ୍ୟାପିଟାଲ୍‌ ହସ୍ପିଟାଲ ନିର୍ଦ୍ଦେଶକ ସୂଚନା ଦେଇଛନ୍ତି। ସୂଚନା ମୁତାବକ, ୮ ଜଣଙ୍କ ମଧ୍ୟରୁ ୨ ଜଣ ଗୁରୁତର ଅଛନ୍ତି,…

ତାସ ଖେଳରୁ ମହାଭାରତ, ୮ ଆହତ

ବ୍ରହ୍ମପୁର: ଗଞ୍ଜାମ ଜିଲ୍ଲା ପୋଲସରା ବ୍ଳକ ରୁମାଗଡ ଗାଁର ଘଟଣ ଘଟିଛି। ତାସ ଖେଳ ମହାଭାରତ ସୃଷ୍ଟି ହୋଇଛି। ୮ ଜଣ ଆହତ ହୋଇଥିବା ବେଳେ ସେମାନଙ୍କ ମଧ୍ୟରୁ ୩ ଜଣଙ୍କର ଅବସ୍ଥା ଗୁରୁତ୍ବପୂର୍ଣ୍ଣ ରହିଛି। ତେବେ ସେଠାରେ ଥିବା ଲୋକେ ବୁଝାସୁଝା କରି ସମସ୍ୟାର ସମାଧାନ କରିଥିଲେ। ତେବେ ରାତିରେ ପୁଣି ନିବାସ…