ଗିରଫ ହେଲେ ପାଠକ ବାପ-ପୁଅ
ଭୁବନେଶ୍ୱର: ଗିରଫ ହେଲେ ବାପା ପୁଅ। ଆଇଏଫଏସ ଅଭୟକାନ୍ତ ପାଠକ ଓ ତାଙ୍କ ପୁଅ ଆକାଶ ପାଠକଙ୍କୁ ଗିରଫ କରିଛି ଭିଜିଲାନ୍ସ। ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ମାମଲାରେ ଉଭୟ ଗିରଫ ହୋଇଛନ୍ତି। ଉଭୟଙ୍କୁ ଗିରଫ ପରେ କୋର୍ଟଚାଲାଣ କରିଛି ଭିଜିଲାନ୍ସ।
ସ୍ୱତନ୍ତ୍ର ଭିଜିଲାନ୍ସ କୋର୍ଟରେ ଉଭୟ ବାପା, ପୁଅ ହାଜର…