ଭାରସାମ୍ୟ ହରାଇ ପୋଲ ତଳକୁ ଖସିଲା ବସ୍,…
ଓଏଲ୍ ବ୍ୟୁରୋ : ଆଜି ଭୋର ସମୟରେ ଏକ ମର୍ମନ୍ତୁଦ ସଡକ ଦୁର୍ଘଟଣା ଘଟିଥିବା ଖବର ସାମ୍ନାକୁ ଆସିଛି। ଏକ ଯାତ୍ରୀବାହୀ ବସ୍ ଭାରସାମ୍ୟ ହରାଇ ପୋଲ ତଳକୁ ଖସିଯିବାରୁ ବସ୍ଟି ଦୁର୍ଘଟଣାଗ୍ରସ୍ତ ହୋଇଛି। ବସ୍ରେ ଥିବା ଯାତ୍ରୀ ମାନଙ୍କ ମଧ୍ୟରୁ ଦୁର୍ଘଟଣାରେ ଦୁଇଜଣଙ୍କ ମୃତ୍ୟୁ ହୋଇଥିବାବେଳେ ଅନେକ ଗୁରୁତର ଆହତ…