ଦୁର୍ଘଟଣାଗ୍ରସ୍ତ ହେଲା ଯାତ୍ରୀବାହୀ ବସ୍…
ଓଏଲ୍ ବ୍ୟୁରୋ : କନ୍ଧମାଳ ଜିଲ୍ଲା କୋଟଗଡ଼ ଥାନା ଅନ୍ତର୍ଗତ ପଣ୍ଡାଇର୍ପି ମୁଣ୍ଡାସାହିରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଚକା ଫାଟିବାରୁ ଯାତ୍ରୀବାହୀ ବସ୍ ଦୁର୍ଘଟଣାଗ୍ରସ୍ତ ହୋଇଛି। ୪୦ରୁ ଅଧିକ ଯାତ୍ରୀ ନେଇକି ଯାଉଥିବା ଯାତ୍ରୀବାହୀ ବସ୍ ଦୁର୍ଘଟଣାଗ୍ରସ୍ତ ହେବା ଫଳରେ ପ୍ରାୟ ୩୦ ଜଣ ଯାତ୍ରୀ…