Odisha Link
Bridging the Missing Links in Odisha
Browsing Tag

Ajit Mangaraj

ଦିବଙ୍ଗତ ଅଜିତ ମଙ୍ଗରାଜଙ୍କ…

ଭୁବନେଶ୍ୱର: ପୁଅ ପରେ ପରେ ଚାଲିଗଲା ମା'ଙ୍କ ଜୀବନ। ଦିବଙ୍ଗତ କଂଗ୍ରେସ ନେତା ଅଜିତ ମଙ୍ଗରାଜଙ୍କ ମୃତ୍ୟୁ ପରେ ପରେ ଆଜି ତାଙ୍କ ମା'ଙ୍କର ପରଲୋକ ହୋଇଯାଇଛି। ଭୁବନେଶ୍ୱର ସ୍ଥିତ ଏକ ଘରୋଇ ମେଡିକାଲରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ପରଲୋକ ହୋଇଯାଇଛି। ପିପିଲିର ଦିବଙ୍ଗତ କଂଗ୍ରେସ ପ୍ରାର୍ଥୀ ଅଜିତ…

ପିପିଲି ଉପନିର୍ବାଚନ: କଂଗ୍ରେସ ପ୍ରାର୍ଥୀ…

ଭୁବନେଶ୍ବର: ପିପିଲି ଉପନିର୍ବାଚନ ପାଇଁ କଂଗ୍ରେସରୁ ପ୍ରାର୍ଥୀ ହୋଇଥିବା ଅଜିତ ମଙ୍ଗରାଜଙ୍କ ସ୍ବାସ୍ଥ୍ୟାବସ୍ଥା ସଙ୍କଟାପନ୍ନ ହୋଇ ପଡ଼ିଛି। ଗତ ୭ ତାରିଖରେ ପିପିଲି ଉପନିର୍ବାଚନ ପାଇଁ ପ୍ରଚାରକୁ ବାହାରୁଥିବା ବେଳେ କଂଗ୍ରେସ ପ୍ରାର୍ଥୀ ଅଜିତ ମଙ୍ଗରାଜ ଅସୁସ୍ଥ ହୋଇପଡିଥିଲେ। ତୁରନ୍ତ ତାଙ୍କୁ ନିକଟସ୍ଥ…

ପିପିଲି କଂଗ୍ରେସ ପ୍ରାର୍ଥୀ ଅଜିତ…

ପିପିଲି: ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ହୁହୁ ବଢିବାରେ ଲାଗିଥିବା ବେଳେ ପିପିଲିରେ ଉପନିର୍ବାଚନରେ ଶୋଭାଯାତ୍ରା ସମାବେଶରେ ପିପିଲିରେ କରୋନା କାୟା ବିସ୍ତାର କରିବାର ଆଶଙ୍କା ସୃଷ୍ଟି କରିଛି। ଏହାରି ଭିତରେ ପିପିଲି ଉପନିର୍ବାଚନ ପାଇଁ କଂଗ୍ରେସ ବିଧାୟକ ପ୍ରାର୍ଥୀ ଅଜିତ ମଙ୍ଗରାଜ କରୋନାରେ…