Odisha Link
Bridging the Missing Links in Odisha
Browsing Tag

All Party Meeting

ଆଫଗାନିସ୍ତାନ ସ୍ଥିତି ନେଇ ଆଜି ସର୍ବଦଳୀୟ…

ନୂଆଦିଲ୍ଲୀ: ଆଫଗାନିସ୍ତାନ ସ୍ଥିତି ନେଇ ଆଜି ବସିବ ସର୍ବଦଳୀୟ ବୈଠକ। ସର୍ବଦଳୀୟ ବୈଠକରେ ଆଫଗାନିସ୍ତାନରେ ସ୍ଥିତି ଓ ଭାରତର ପଦକ୍ଷେପ ସମ୍ପର୍କରେ ବିରୋଧୀଙ୍କୁ ଅବଗତ କରାଇବେ ବୈଦେଶିକ ମନ୍ତ୍ରୀ। ଆଫଗାନିସ୍ତାନର ଘଟଣାକ୍ରମକୁ ଦୃଷ୍ଟିରେ ରଖି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରାଜନୈତିକ ଦଳଗୁଡିକର…

ସର୍ବଦଳୀୟ ବୈଠକର ବହୁ ଗୁରୁତ୍ବପୂର୍ଣ୍ଣ…

ଭୁବନେଶ୍ବର: ସମଗ୍ର ଦେଶ ଗତ ଏକ ବର୍ଷରୁ ଅଧିକ ସମୟ ଧରି କରୋନା ସହ ଲଢୁଛି। କରୋନାର ଏହି ଦ୍ବିତୀୟ ଲହରୀ ସାରା ଦେଶରେ ଗୁରୁତର ଜନସ୍ବାସ୍ଥ୍ୟ ସମସ୍ୟା ସୃଷ୍ଟି କରିବା ସହ ବିପୁଳ କ୍ଷତି କରିଚାଲିଛି। ଏହି ପରିପ୍ରେକ୍ଷୀରେ ସମସ୍ତଙ୍କ ସହଯୋଗରେ କରୋନା ବିରୋଧରେ ଆମର ଲଢେଇକୁ ଆହୁରି ମଜବୁତ କରିବା ପାଇଁ…

କୋଭିଡ ମୁକାବିଲା ପାଇଁ ସର୍ବଦଳୀୟ ବୈଠକ…

ଭୁବନେଶ୍ୱର: କରୋନା ମୁକାବିଲା ପାଇଁ ସର୍ବଦଳୀୟ ବୈଠକ ଡାକିଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଆସନ୍ତା ୧୭ ତାରିଖରେ ବିଧାନସଭାର ସମ୍ମିଳନୀ କକ୍ଷରେ ବସିବ ସର୍ବଦଳୀୟ ବୈଠକ। ଆଲୋଚନାରେ ସମସ୍ତ ବିଧାୟକ ଅଂଶଗ୍ରହଣ କରିବେ। ଭିଡିଓ କନଫରେନ୍ସିଂ ଜରିଆରେ ସମସ୍ତ ବିଧାୟକ ଯୋଡିହେବେ। କୋଭିଡ ମୁକାବିଲା ନେଇ…

ଫେବୃଆରୀ ୧୭ରେ ସର୍ବଦଳୀୟ ବୈଠକ

ଭୁବନେଶ୍ୱର: ବିଧାନସଭାର ବଜେଟ୍ ଅଧିବେଶନ ଆସନ୍ତା ଫେବୃଆରୀ ୧୮ ତାରିଖରୁ ଆରମ୍ଭ ହେବାକୁ ଯାଉଛି। ଏନେଇ ଫେବୃଆରୀ ୧୭ରେ ସର୍ବଦଳୀୟ ବୈଠକ ଡାକିଛନ୍ତି ବାଚସ୍ପତି ସୂର୍ଯ୍ୟ ନାରାୟଣ ପାତ୍ର। ସର୍ବଦଳୀୟ ବୈଠକରେ ଚଳିତ ବଜେଟ୍ ଅଧିବେଶନ ନେଇ ଆଲୋଚନା କରାଯିବ।

ଭାରତ-ଚୀନ ସ୍ଥିତିକୁ ନେଇ ଅପରାହ୍ନରେ…

ନୂଆଦିଲ୍ଲୀ: ଭାରତ- ଚୀନ ସାମ୍ପ୍ରତିକ ସ୍ଥିତିକୁ ନେଇ ଆଜି ଅପରାହ୍ନ ୫ଟାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସର୍ବଦଳୀୟ ବୈଠକ ଡାକିଛନ୍ତି। ଏହି ବୈଠକରେ ୨୦ରୁ ଅଧିକ ଦଳର ପ୍ରମୁଖ ଯୋଗ ଦେବାର କାର୍ଯ୍ୟକ୍ରମ ରହିଛି। ଭର୍ଚୁଆଲ ମିଟିଂରେ ବିଭିନ୍ନ ରାଜନୈତିକ ଦଳର ସଭାପତି ଯୋଗଦେବାର କାର୍ଯ୍ୟକ୍ରମ ରହିଛି।…

ପ୍ରଧାନମନ୍ତ୍ରୀଙ୍କ ସର୍ବଦଳୀୟ ବୈଠକରେ…

ନୂଆଦିଲ୍ଲୀ: ବିଜେପି ଓ ପଶ୍ଚିମବଙ୍ଗର କ୍ଷମତାସୀନ ମମତା ସରକାରଙ୍କ ମଧ୍ୟରେ ବିବାଦ ଥମିବାର ନାଁ ଧରୁନି। ଦନିକୁ ଦିନ ବଢି ଚାଲିଛି  ଦୁହିଁଙ୍କ ମଧ୍ୟରେ ବିବାଦ। ଆସନ୍ତାକାଲି ନୂଆଦିଲ୍ଲୀରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ ଏକ ସର୍ବଦଳୀୟ ବୈଠକ ବସିବ। ଏଥିରେ ସବୁ ବିରୋଧୀ ଦଳର…