ମେଣ୍ଟ ସମ୍ପର୍କରେ ଅମିତ ଶାହଙ୍କ ବଡ଼ ବୟାନ
ଓଏଲ୍ ବ୍ୟୁରୋ: ଆଉ ମାତ୍ର କିଛି ଘଣ୍ଟାର ଅପେକ୍ଷା। ନିର୍ବାଚନ କମିଶନର ଘୋଷଣା କରିବା ନିର୍ବାଚନ ତାରିଖ। ହେଲେ ଏବେ ସୁଦ୍ଧା ଓଡ଼ିଶାରେ ବିଜେଡି-ବିଜେପି ମଧ୍ୟରେ ନିର୍ବାଚନୀ ମେଣ୍ଟକୁ ନେଇ ଚର୍ଚ୍ଚା ଥମୁନାହିଁ। ଏହାରିମଧ୍ୟରେ ବିଜେପିର ଚାଣକ୍ୟ ଭାବେ ପରିଚିତ ତଥା ଗୃହମନ୍ତ୍ରୀ ଅମିତ ଶାହ ମେଣ୍ଟ…