Odisha Link
Bridging the Missing Links in Odisha
Browsing Tag

Amit Shah

ଦିଗପହଣ୍ଡିରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା:…

ଓଏଲ୍‌ ବ୍ୟୁରୋ: ଗଞ୍ଜାମ ଜିଲ୍ଲା ଦିଗପହଣ୍ଡିର ଖେମୁଣ୍ଡି କଲେଜ ନିକଟରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା। ଦୁଇଟି ବସ୍‌ ମଧ୍ୟରେ ମୁହାଁମୁହିଁ ଧକ୍କା ହେବାରୁ ୧୨ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ୮ ଜଣ ଆହତ ହୋଇଛନ୍ତି। ସମସ୍ତ ଆହତଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ମୃତକ ମଧ୍ୟରେ ୬ ଜଣ ପୁରୁଷ,୪ ଜଣ…

ବିରୋଧୀଙ୍କ ବୈଠକ ପୂର୍ବରୁ ଆକ୍ସନମୁଡରେ…

ଓଏଲ୍‌ ବ୍ୟୁରୋ: ୨୦୨୪ରେ ଦେଶରେ ଅନୁଷ୍ଠିତ ହେବ ଲୋକସଭା ନିର୍ବାଚନ। ଏହାକୁ ନଜରରେ ରଖି ସମସ୍ତ ରାଜନୈତିକ ଦଳ ଆରମ୍ଭ କରିଛନ୍ତି ରଣନୀତି। ୨୦୨୪ ସାଧାରଣ ନିର୍ବାଚନ ପୂର୍ବରୁ ଚଳିତ ବର୍ଷ ଶେଷ ମଧ୍ୟରେ ୫ଟି ରାଜ୍ୟରେ ହେବ ବିଧାନସଭା ନିର୍ବାଚନ। ଯେଉଁଥିପାଇଁ ଏବେଠୁ ସାରେ ଦେଶରେ ଦେଖିବାକୁ ମିଳିଲାଣି…

‘ଆଗାମୀ ୧୭ରେ ଓଡ଼ିଶା ଆସିବେ ଶାହ,…

ଓଏଲ୍‌ ବ୍ୟୁରୋ: ଗଡ଼ୁଛି ଦିନ ଆଉ ବଢୁଛି ରାଜନୈତିକ ଅଙ୍କକଷା। ପାଖେଇ ଆସୁଛି ୨୦୨୪ ସାଧାରଣ ନିର୍ବାଚନ। ଏସବୁ ମଧ୍ୟରେ କଂଗ୍ରେସର ଭାରତ ଯୋଡ଼ୋ ଯାତ୍ରା ପରେ ସାରା ଦେଶରେ ଭାରତୀୟ ଜନତା ପାର୍ଟି ଆରମ୍ଭ କରିଛି ମହା ଜନସମ୍ପର୍କ ଅଭିଯାନ। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସରକାର ଗଠନର ୯ବର୍ଷ ପୂର୍ତ୍ତି…

ଓଡ଼ିଶା ଆସିବେ ଅମିତ ଶାହ-ଜେପି ନଡ୍ଡା

ଓଏଲ୍‌ ବ୍ୟୁରୋ: ଗଡ଼ୁଛି ଦିନ ଆଉ ବଢୁଛି ରାଜନୈତିକ ଅଙ୍କକଷା। ପାଖେଇ ଆସୁଛି ୨୦୨୪ ସାଧାରଣ ନିର୍ବାଚନ। ଏହାକୁ ନଜରରେ ରଖି ବିଭିନ୍ନ ରାଜନୈତିକ ଦଳ ନିଜର ଅଙ୍କକଷା ଆରମ୍ଭ କଲେଣି। ଏସବୁ ମଧ୍ୟରେ କଂଗ୍ରେସର ଭାରତ ଯୋଡ଼ୋ ଯାତ୍ରା ପରେ ସାରା ଦେଶରେ ଭାରତୀୟ ଜନତା ପାର୍ଟି ଆରମ୍ଭ କରିଛି ମହା ଜନସମ୍ପର୍କ…

ମଣିପୁର ହିଂସା: ମୃତକଙ୍କ ପରିବାରକୁ…

ଓଏଲ୍‌ ବ୍ୟୁରୋ: ମଣିପୁରରେ ଜାତିଗତ ହିଂସାକୁ ନେଇ ଉଭୟ କେନ୍ଦ୍ର ଓ ରାଜ୍ୟ ସରକାର ଚିନ୍ତିତ। ଏହି କ୍ରମରେ କେନ୍ଦ୍ର ଗୃହମନ୍ତ୍ରୀ ମଣିପୁର ଗସ୍ତ କରିଥିଲେ। ସେ ମଙ୍ଗଳବାର ଦିନ ମଣିପୁର ମୁଖ୍ୟମନ୍ତ୍ରୀ ଏନ୍ ବିରେନ୍ ସିଂଙ୍କ ସହ ବୈଠକ କରିଥିଲେ। ବର୍ତ୍ତମାନ ମଣିପୁର ହିଂସାର ତଦନ୍ତ ପାଇଁ କମିଟି ଗଠନ…

ଜୁନରେ ଓଡ଼ିଶା ଆସିବେ ପିଏମ୍‌ ମୋଦି-ଶାହ

ଓଏଲ୍‌ ବ୍ୟୁରୋ: ଦିନ ଗଡ଼ୁଛି ଆଉ ୨୦୨୪ ସାଧାରଣ ନିର୍ବାଚନ ପାଖେଇ ଆସୁଛି। ଏହାକୁ ନଜରରେ ରଖି ବିଭିନ୍ନ ରାଜନୈତିକ ଦଳ ଆରମ୍ଭ କଲେଣି ଅଙ୍କକଷା। ଏସବୁ ମଧ୍ୟରେ କଂଗ୍ରେସର ଭାରତ ଯୋଡ଼ୋ ଯାତ୍ରା ପରେ ଆଜିଠାରୁ ସାରା ଦେଶରେ ଭାରତୀୟ ଜନତା ପାର୍ଟି ଆରମ୍ଭ କରିଛଇ ମହା ଜନସମ୍ପର୍କ ଅଭିଯାନ। ପ୍ରଧାନମନ୍ତ୍ରୀ…

‘୨୦୨୪ରେ ବିଜେପିକୁ କେହି ଟକ୍କର…

ଓଏଲ୍‌ ବ୍ୟୁରୋ : ୨୦୨୪ ସାଧାରଣ ନିର୍ବାଚନକୁ ନେଇ ସ୍ୱରାଷ୍ଟ୍ର ମନ୍ତ୍ରୀ ଅମିତ ଶାହ ଏକ ସ୍ୱତନ୍ତ୍ର ସାକ୍ଷାତକାର ମାଧ୍ୟମରେ ନିଜର ମତ ପ୍ରକାଶ କରିଛନ୍ତି। ସେ କହିଛନ୍ତି, ୨୦୨୪ ନିର୍ବାଚନରେ ବିଜେପିକୁ କେହି ହଟାଇ ପାରିବେନି। ୨୦୨୪ରେ ଭୋଟର କେବଳ ପ୍ରମୁଖ ବିରୋଧୀଦଳ ବାଛିବେ। କର୍ଣ୍ଣାଟକ, ମଧ୍ୟ ପ୍ରଦେଶ,…

୨୦୨୪ ଜାନୁଆରୀ ପହିଲାରେ ଖୋଲିବ ଅଯୋଧ୍ୟାର…

ଓଏଲ୍‌ ବ୍ୟୁରୋ: ୨୦୨୪ରେ ଦେଶରେ ଅନୁଷ୍ଠିତ ହେବ ସାଧାରଣ ନିର୍ବାଚନ। ଯେଉଁଥିପାଇଁ ସମସ୍ତ ରାଜନୈତିକ ଦଳ ଆରମ୍ଭ କରି ସାରିଛନ୍ତି ଅଙ୍କକଷା। ଏସବୁ ମଧ୍ୟରେ ବଡ଼ ଘୋଷଣା କରିଛନ୍ତି କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ। ସେ କହିଛନ୍ତି, ୨୦୨୪ର ଜାନୁଆରୀ ୧ରେ ଅଯୋଧ୍ୟରେ ନିର୍ମାଣ ଚାଲିଥିବା ପ୍ରଭୁ ଶ୍ରୀରାମଙ୍କ…

ସିଆରପିଏଫ ମୁଖ୍ୟାଳୟକୁ ଧମକପୂର୍ଣ୍ଣ…

ନୂଆଦିଲ୍ଲୀ: ମୁମ୍ବାଇର ସିଆରପିଏଫ(ସେଣ୍ଟ୍ରାଲ ରିଜର୍ଭ ପୁଲିସ ଫୋର୍ସ) ମୁଖ୍ୟାଳୟକୁ ଏକ ଧମକପୂର୍ଣ୍ଣ ଇ-ମେଲ୍ ଆସିଛି। ଏହି ଇ-ମେଲରେ ଲେଖାଯାଇଛି ଯେ, ଗୃହମନ୍ତ୍ରୀ ଅମିତ ଶାହା ଏବଂ ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥଙ୍କ ଜୀବନ ବିପଦରେ ରହିଛି। ଏହା ସହିତ ସର୍ବସାଧାରଣ ସ୍ଥାନ, ମନ୍ଦିର ଏବଂ…

ବିଜାପୁର ଏନ୍‌କାଉଣ୍ଟର୍: ଯବାନଙ୍କୁ…

ନୂଆଦିଲ୍ଲୀ: ଛତିଶଗଡ଼ ବିଜାପୁର-ସୁକମା ସୀମାନ୍ତରେ ନକ୍ସଲ ଆକ୍ରମଣରେ ସହିଦ ହୋଇଥିବା ଯବାନମାନଙ୍କୁ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି। ଏଥିପାଇଁ ଆଜି କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ ଏନ୍‌କାଉଣ୍ଟର୍‌ ସ୍ଥଳକୁ ଯାଇଛନ୍ତି। ଗୃହମନ୍ତ୍ରୀଙ୍କ ସହ ଛତିଶଗଡ ମୁଖ୍ୟମନ୍ତ୍ରୀ ମଧ୍ୟ…