Odisha Link
Bridging the Missing Links in Odisha
Browsing Tag

Amit Shah

ଦୁଇଦିନିଆ ପଶ୍ଚିମବଙ୍ଗ ଗସ୍ତରେ…

କୋଲକାତା: ଆଉ ଦିନ କେଇଟା ପରେ ପଶ୍ଚମବଙ୍ଗ ନିର୍ବାଚନ। ଏହାକୁ ଦୃଷ୍ଟିରେ ରଖି ପଶ୍ଚିମବଙ୍ଗରେ ବିଜେପି ତାର ପ୍ରଭାବ ବିସ୍ତାର କରିଚାଲିଛି। ଏହି କ୍ରମରେ ପ୍ରତି ମାସ ବିଜେପିର କେହି ନା କେହି ବରିଷ୍ଠ ନେତା ପଶ୍ଚିମବଙ୍ଗ ଗସ୍ତ କରି ଦଳକୁ ତୃଣମୂଳ ସ୍ଥରରୁ ମଜଭୂତ କରିବାକୁ ଚେଷ୍ଟା ଚଳାଇଛନ୍ତି। ଆଜି ୨…

ପ୍ରତିମାସରେ ପଶ୍ଚିମବଙ୍ଗ ଗସ୍ତରେ ଯିବେ…

ପଶ୍ଚିମବଙ୍ଗ: ଆଗକୁ ଆସୁଛି ପଶ୍ଚିମବଙ୍ଗ ନର୍ବାଚନ। ଏଥିପାଇଁ ବିଭିନ୍ନ ରାଜନୈତିକ ଦଳ ମାନେ ନିଜ ନିଜ କସରତ ଆରମ୍ଭ କରିଦେଇଛନ୍ତି। ନିର୍ବାଚନ ପୂର୍ବରୁ ବିଜେପି ଓ କ୍ଷମତାରେ ଥିବା ଟିଏମସି ମଧ୍ୟରେ ଦେଖିବାକୁ ମିଳିଛି ଛକାପଞ୍ଝା ରାଜନୀତି। ଏହାକୁ ନଜରରେ ରଖି ପ୍ରତିମାସରେ ବିଜେପିର ବରିଷ୍ଠ ନେତା ତଥା…

୭ଟାରେ ଶାହା ଓ ଚାଷୀ ଭେଟ

ନୁଆଦିଲ୍ଲୀ: ଚାଷୀ ଆନ୍ଦୋଳନ ପ୍ରସଙ୍ଗରେ ଗୁରୁତ୍ବପୁର୍ଣ୍ଣ ପଦକ୍ଷେପ ନେଇଛନ୍ତି କେନ୍ଦ୍ର ସରକାର। ଆଜି ହଠାତ୍‌ ଆଲୋଚନା ପାଇଁ ଡାକିଛନ୍ତି କେନ୍ଦ୍ର ସ୍ୱରାଷ୍ଟ୍ର ମନ୍ତ୍ରୀ ଅମିତ ଶାହ। ସଂଧ୍ୟା ୭ଟାରେ ଗୃହମନ୍ତ୍ରୀ ଅମିତ ଶାହାଙ୍କୁ ଭେଟିବାର କାର୍ଯ୍ୟକ୍ରମ ରହିଛି। ସାରା ଦେଶରେ ଆଜି ଚାଷୀମାନେ ଭାରତ ବନ୍ଦ…

୨ ଦିନିଆ ପଶ୍ଚିମବଙ୍ଗ ଗସ୍ତରେ…

ପଶ୍ଚିମବଙ୍ଗ: ଭାରତୀୟ ଜନତା ପାର୍ଟିର ନେତା ତଥା ଗୃହମନ୍ତ୍ରୀ ଅମିତ ଶାହା ୨ ଦିନିଆ ଗସ୍ତରେ ଆସି ପଶ୍ଚିମବଙ୍ଗରେ ପହଞ୍ଚିଛନ୍ତି। ଆସନ୍ତାବର୍ଷ ପଶ୍ଚିମବଙ୍ଗରେ ହେବାକୁ ଥିବା ବିଧାନସଭା ନିର୍ବାଚନ ପୂର୍ବରୁ ଦଳର ପ୍ରସ୍ତୁତି ବୈଠକରେ ଯୋଗ ଦେବେ ଅମିତ୍ ଶାହା। ଅମିତ ଶାହା ପଶ୍ଚିମବଙ୍ଗରେ ପହଞ୍ଚିବା ପରେ ଦଳ…

ଅମିତ ଶାହାଙ୍କୁ ଜନ୍ମଦିନର ଶୁଭେଚ୍ଛା…

ନୂଆଦିଲ୍ଲୀ: ଆଜି କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହାଙ୍କ ଜନ୍ମଦିନ। ୫୬ ବର୍ଷ ବୟସରେ ପଦାର୍ପଣ କରିଛନ୍ତି ଅମିତ ଶାହା। ଅମିତ ଶାହା ୧୯୬୪ ଅକ୍ଟୋବର ୨୨ ତାରିଖରେ ମୁମ୍ବଇର ଏକ ଗୁଜୁରାଟି ପରିବାରରେ ଶାହା ଜନ୍ମଗ୍ରହଣ କରିଥିଲେ। ତାଙ୍କ ଜନ୍ମଦିନ ଅବସରରେ ତାଙ୍କ ପାଖକୁ ବିଭିନ୍ନ ମହଲରୁ ଶୁଭେଚ୍ଛାର ସୁଅ…

ବର୍ଷକରେ ୩୬ ଲକ୍ଷ ବଢ଼ିଛି ପିଏମ୍‌…

ନୂଆଦିଲ୍ଲୀ: ଗତବର୍ଷ ତୁଳନାରେ ଚଳିତ ବର୍ଷ ବଢ଼ିଛି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ସମ୍ପତ୍ତି। ,ନେଇ ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ (ପିଏମଓ) ରେ ଦାଖଲ ହୋଇଥିବା ସମ୍ପତ୍ତି ଘୋଷଣାନାମାରୁ ଜଣାପଡ଼ିଛି। ଗତବର୍ଷ ତୁଳନାରେ ପ୍ରଧାନମନ୍ତ୍ରୀ ମୋଦୀଙ୍କର ସମ୍ପତ୍ତିର ମୂଲ୍ୟ ୩୬ ଲକ୍ଷ ବୃଦ୍ଧି ପାଇଛି…

ଏମ୍‌ସରୁ ଡିସ୍‌ ଚାର୍ଜ ହେଲେ ଅମିତ ଶାହା

ନୂଆଦିଲ୍ଲୀ: ଦିଲ୍ଲୀ ଏମ୍‌ସରୁ ଡିସ୍‌ ଚାର୍ଜ ହେଲେ ଗୃହ ମନ୍ତ୍ରୀ ଅମିତ ଶାହା। ଆଡମିଶନ୍ ହେବାର ଚାରି ଦିନ ପରେ ଆଜି ହସ୍ପିଟାଲ୍‌ରୁ‌ ଡିସ୍‌ ଚାର୍ଜ ହେଇଛନ୍ତି ଶାହା। କରୋନା ସଂକ୍ରମିତ ହୋଇ ସୁସ୍ଥ ହେବା ପରେ ପୁଣି ଅସୁସ୍ଥ ହେବାରୁ ଦିଲ୍ଲୀ ଏମ୍‌ସରେ ଆଡମିଶନ ହୋଇ ଥିଲେ ଶାହା। ଅମିତ ଶାହା ସୋମବାର ଠାରୁ…

ପୁଣି ଅସୁସ୍ଥ ହେଲେ ଅମିତ ଶାହ, ଏମ୍‌ସରେ…

ନୂଆଦିଲ୍ଲୀ: ପୁଣି ଅସୁସ୍ଥ ହେଲେ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ। ପୁଣିଥରେ ଶ୍ୱାସକ୍ରିୟାରେ କଷ୍ଟ ଅନୁଭବ କରିବାରୁ ତାଙ୍କୁ ଦିଲ୍ଲୀ ଏମ୍ସରେ ଭର୍ତ୍ତି କରାଯାଇଛି। ସ୍ବାସ୍ଥ୍ୟଗତ ସମସ୍ୟା ହେତୁ ତାଙ୍କୁ ରାତିପ୍ରାୟ ୧୧ଟା ସମୟରେ ଏମ୍‌ସରେ ଭର୍ତ୍ତି କରାଯାଇଛି ସୂଚନା ରହିଛି। ସୂଚନାଥାଉକି, ଅଗଷ୍ଟ ୨ରେ…

କଙ୍ଗନାଙ୍କୁ ମିଳିଲା ସୁରକ୍ଷା, ଅମିତ୍‌…

ମୁମ୍ବାଇ: ଶିବସେନାର ବରିଷ୍ଠ ନେତା ସଞ୍ଜୟ ରାଉତ ବଲିଉଡ ଅଭିନେତ୍ରୀ କଙ୍ଗନା ରଣାୱତଙ୍କ ମୁମ୍ବାଇ ଆସିବାକୁ ନେଇ ଧମକ ଦିଆଯାଇଥିଲା। ଏହି ମାମଲାରେ କଙ୍ଗନା ତାଙ୍କୁ ମୁମ୍ବାଇରେ ସୁରକ୍ଷା ଦିଆଯାଉ ବୋଲି କେନ୍ଦ୍ର ସରକାରଙ୍କୁ ଅନୁରୋଧ କରିଥିଲେ। କଙ୍ଗନାଙ୍କୁ ଅନୁରୋଧ ରକ୍ଷା କରି କେନ୍ଦ୍ର ଗୃହ ମନ୍ତ୍ରଣାଳୟ…

ସୁସ୍ଥ ହେଲେ ଅମିତ ଶାହା

ନୂଆଦିଲ୍ଲୀ: ସୁସ୍ଥ ହେଲେ ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା। ଅମିତ ଶାହା ସୁସ୍ଥ ହେବା ନେଇ ଦିଲ୍ଲୀ ଏମ୍ସ୍‌ ପକ୍ଷରୁ ସୂଚନା ଦିଆଯାଇଛି। ଶାହା କରୋନା ଆକ୍ରାନ୍ତ ହୋଇ ଦିଲ୍ଲୀ ଏମ୍ସ୍‌ରେ ଚିକିତ୍ସାଧୀନ ଥିଲେ। ଖୁବ୍‌ ଶୀଘ୍ର ହସ୍ପିଟାଲରୁ ଡିସ୍‌ଚାର୍ଜ ହେବା ନେଇ ହସ୍ପିଟାଲରୁ ପକ୍ଷରୁ ସୂଚନା ଦିଆଯାଇଛି। …