Odisha Link
Bridging the Missing Links in Odisha
Browsing Tag

announce

ଘୋଷଣା ହେଲା ପିପିଲି ଉପନିର୍ବାଚନ ତାରିଖ

ପିପିଲି: ଘୋଷଣା ହେଲା ପିପିଲି ଉପନିର୍ବାଚନ ତାରିଖ। ଆସନ୍ତା ଏପ୍ରିଲ ୧୭ ତାରିଖରେ ହେବ ପିପିଲିରେ ଉପ ନିର୍ବାଚନ। ଏନେଇ ଆଜି ତାରିଖ ଘୋଷଣା ହୋଇଛି। ଆସନ୍ତା ମାର୍ଚ୍ଚ ୨୩ ତାରିଖରେ ବିଜ୍ଞପ୍ତି ପ୍ରକାଶ ପାଇବ। ଏଥିସହ ନାମାଙ୍କନ ଦାଖଲର ଶେଷ ତାରିଖ ମାର୍ଚ୍ଚ ୩୦ ରହିଛି। ସେହିପରି ନାମାଙ୍କନ ପ୍ରତ୍ୟାହାରର…

୨ ଦିନ ଭିତରେ ବିଜେପିର ପ୍ରାର୍ଥୀ ଘୋଷଣା

ଭୁବନେଶ୍ୱର: ବାଲେଶ୍ୱର ଓ ତିର୍ତ୍ତୋଲ ବିଧାନସଭା ଉପନିର୍ବାଚନ ପାଇଁ ଆଜି ବିଜ୍ଞପ୍ତି ପ୍ରକାଶ ପାଇଛି। କିନ୍ତୁ ବର୍ତ୍ତମାନ ସୁଦ୍ଧା କୌଣସି ଦଳ ନିର୍ବାଚନ ପାଇଁ ନିଜର ପ୍ରାର୍ଥୀ ଘୋଷଣା କରିନାହାନ୍ତି। ପ୍ରାର୍ଥିତ୍ଵକୁ ନେଇ ଚାଲିଛି ଛକାପଞ୍ଝା। କେଉଁ ଦଳରୁ କିଏ ପ୍ରାର୍ଥୀ ହେବେ ତାହା ସ୍ପଷ୍ଟ ହୋଇନାହିଁ।…

୧୦ ସୁଦ୍ଧା ପ୍ରାର୍ଥୀ ଘୋଷଣା କରିବ…

ଭୁବନେଶ୍ବର: ଉପନିର୍ବାଚନ ତାରିଖ ଘୋଷଣା ପରେ କଂଗ୍ରେସ ପ୍ରାର୍ଥୀ ଘୋଷଣା ନେଇ ସୁର ରାଉତରାୟ ପ୍ରତିକ୍ରିୟା ରଖିଛନ୍ତି। ସୁର ପ୍ରତିକ୍ରିୟା ଦେଇ କହିଛନ୍ତି, ଆସନ୍ତା ୧୦ ତାରିଖ ସୁଦ୍ଧା କଂଗ୍ରେସ ପ୍ରାର୍ଥୀଙ୍କ ନାମ ଘୋଷଣା କରିବ। ଉପନିର୍ବାଚନ ପାଇଁ ୧୨ ତାରିଖ ସୁଦ୍ଧା କଂଗ୍ରେସ ପ୍ରାର୍ଥୀପତ୍ର ଦାଖଲ…