Odisha Link
Bridging the Missing Links in Odisha
Browsing Tag

Annual Function

ନିଜ ଭୁଲ୍‌ରୁ ଶିକ୍ଷା ଗ୍ରହଣ କରି ଆଗକୁ…

ଭୁବନେଶ୍ୱର: ନିଜ ଭୁଲ୍‌ରୁ ଶିକ୍ଷା ଗ୍ରହଣ କରି ଆଗକୁ ବଢ଼ିବା ଉଚିତ୍‌। ଆଗକୁ ବଢ଼ିବା ପାଇଁ ନିଜ ଭିତରେ ଗୋଟିଏ ଜିଦ୍‌ ରହିବା ଆବଶ୍ୟକ ଏବଂ ଜୀବନରେ ନୈତିକ ମୂଲ୍ୟବୋଧକୁ ସର୍ବାଗ୍ରେ ରଖିବା ଆବଶ୍ୟକ ବୋଲି ଭୁବନେଶ୍ୱର ସ୍ଥିତ ଟ୍ରାଇଡେଂଟ ହୋଟେଲ ମ୍ୟାନେଜର ରୋହିତ ତିୱାରୀ କହିଛନ୍ତି। ଶିକ୍ଷା ଓ ଅନୁସନ୍ଧାନ…

ଘଡ଼ାଇ ଆବସିକ ମହାବିଦ୍ୟାଳୟରେ ବାର୍ଷିକ…

ମାଲକାନଗିରି : ମାଲକାନଗିରି ଜିଲ୍ଲା ସଦର ମହକୁମା ସ୍ଥିତ ଘଡ଼ାଇ ଆବସିକ ମହାବିଦ୍ୟାଳୟରେ ଷଷ୍ଠ ବାର୍ଷିକ ଉତ୍ସବ ଅନୁଷ୍ଠିତ ହୋଇଯାଇଛି। ଏହି ଅବସରରେ ମୁଖ୍ୟ ଅତିଥି ଭାବେ ମାଲକାନଗିରି ବିଧାୟକ ଆଦିତ୍ୟ ପାଢ଼ି, ସମ୍ମାନିତ ଅତିଥି ରୂପେ ସୂଚନା ଓ ଲୋକସମ୍ପର୍କ ଅଧିକାରୀ ଗୁଣନିଧି ନାୟକଙ୍କ, ଆରକ୍ଷୀ ନିରୀକ୍ଷକ…

ଅଇଏମ୍‌ଏସ୍ ଅନୁଷ୍ଠାନର ବାର୍ଷିକ…

ଭୁବନେଶ୍ୱର: ସ୍ଥାନୀୟ ଇନିଷ୍ଟିଚ୍ୟୁଟ୍ ଅଫ୍ ମିଡିଆ ଷ୍ଟଡିଜ୍ ପରିସରରେ ଅନୁଷ୍ଠାନର ବାର୍ଷିକ ପୁରସ୍କାର ବିତରଣ ଉତ୍ସବ ଅନୁଷ୍ଠିତ ହୋଇଯାଇଛି। ଏହାକୁ ଉଦ୍ଘାଟନ କରି ବିଶିଷ୍ଟ ସ୍ୱାଧୀନତା ସଂଗ୍ରାମୀ ତଥା ପୂର୍ବତନ ସାଂସଦ ପଦ୍ମଶ୍ରୀ ଭବାନୀ ଚରଣ ପଟ୍ଟନାୟକ କୃତୀ ଛାତ୍ରଛାତ୍ରୀ ମାନଙ୍କୁ ଭବିଷ୍ୟତରେ ଭଲ…