Odisha Link
Bridging the Missing Links in Odisha
Browsing Tag

Arrest

ଦୁର୍ଘଟଣାରେ ଟ୍ରାଫିକ ପୁଲିସଙ୍କ ମୃତ୍ୟୁ…

ଓଏଲ୍‌ ବ୍ୟୁରୋ: ଜୁନ୍‌ ୨୯ ତାରିଖ ରାତିରେ ହୋଇଥିବା ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ଚାଲି ଯାଇଥିଲା ଟ୍ରାଫିକ କନେଷ୍ଟବଳଙ୍କ ଜୀବନ। ଟ୍ରାଫିକ ପୁଲିସଙ୍କ ଉପରେ ଟ୍ରକ୍ ଚଢ଼ାଇ ଫେରାର ହୋଇଯାଇଥିବା ଡ୍ରାଇଭର। ବାଙ୍କୀ ଗୋପାଳପୁର ଅଞ୍ଚଳରୁ ତାଙ୍କୁ ନୟାପଲ୍ଲୀ ଥାନା ପୁଲିସ୍ ଧରିଥିବା ବେଳେ ଟ୍ରକ୍‌କୁ ଜବତ…

୩ ବର୍ଷର ଶିଶୁ କନ୍ୟାକୁ ଦୁଷ୍କର୍ମ ଘଟଣା,…

ଓଏଲ୍‌ ବ୍ୟୁରୋ: ବନ୍ଧା ହେଲା ରାଜଧାନୀ ଭୁବନେଶ୍ବରରେ ୩ ବର୍ଷର ଝିଅକୁ ଦୁଷ୍କର୍ମ କରିଥିବା ଅଭିଯୁକ୍ତ। ଆଜି କମିଶନରେଟ୍‌ ପୁଲିସ ଅଭିଯୁକ୍ତ ସନ୍ତୋଷ ଖୁଣ୍ଟିଆକୁ ଗିରଫ କରିବା ସହିତ କୋର୍ଟଚାଲାଣ କରାଯାଇଛି। ଅନ୍ୟପଟେ ପୀଡିତାର ଅବସ୍ଥା ସଙ୍କଟାପନ୍ନ ଥିବାରୁ ଏବେ କ୍ୟାପିଟାଲ ମେଡିକାଲରେ ତାଙ୍କର ଚିକିତ୍ସା…

ମହାଠକ ମୋହନଙ୍କୁ ବାନ୍ଧିଲା ଇଓଡବ୍ଲୁ,…

ଓଏଲ୍‌ ବ୍ୟୁରୋ: ମହାଠକକୁ ଧରିଲା ଇଓଡବ୍ଲୁ। ୫୦ କୋଟି ଠକେଇ ଅଭିଯୋଗରେ ଭୁବନେଶ୍ବରର ମୋହନ ପରିଡ଼ାଙ୍କୁ ବାନ୍ଧିଛି ଇଓଡବ୍ଲୁ। ୱେ ଟୁ ଆଡ୍ ଇଣ୍ଡିଆ ପ୍ରାଇଭେଟ ଲିମିଟେଡର ମାଲିକ ମୋହନ ପରିଡ଼ା ୩ ମାସରେ ଦୁଇଗୁଣା ଟଙ୍କା ଦେବାକୁ କହି ଠକେଇ କରିଛନ୍ତି। ୨୦୨୦ରୁ ୨୦୨୩ମଧ୍ୟରେ ୨ଟି ସ୍କିମ ମାଧ୍ୟମରେ ମାସକୁ…

ଜେଲ୍‌ରେ ପ୍ରଶାନ୍ତ ଜଗଦ୍ଦେବ, ସିସିଟିଭି…

ଓଏଲ୍‌ ବ୍ୟୁରୋ: ପୁଣିଥରେ ବନ୍ଧା ହେଲେ ବାହୁବଳୀ ବିଧାୟକ ପ୍ରଶାନ୍ତ ଜଗଦ୍ଦେବ। ଶନିବାର ରାତିରେ ପ୍ରଶାନ୍ତ ଜଗଦ୍ଦେବଙ୍କୁ ଗିରଫ କରିଥିଲା ପୁଲିସ। ଗିରଫ ପରେ ସ୍ୱାସ୍ଥ୍ୟ ପରୀକ୍ଷା କରାଯାଇ ତାଙ୍କୁ ଖୋର୍ଦ୍ଧା ଜେଲକୁ ପଠାଯାଇଥିବା ସୂଚନା ମିଳିଛି। ଖୋର୍ଦ୍ଧା ଜିଲ୍ଲା ବୋଲଗଡ଼ ବ୍ଲକ୍ କାଉଁରିପାଟଣା ବୁଥରେ…

ଭିଡିଓ ଭାଇରାଲ ପରେ ମତଦାତାଙ୍କୁ…

ଓଏଲ୍‌ ବ୍ୟୁରୋ: ସାରା ଦେଶରେ ଗଣତନ୍ତ୍ରର ମହାପର୍ବ ଚାଲିଛି। ମନ ପସନ୍ଦର ନେତା ବାଛୁଛନ୍ତି ଜନତା। ଏସବୁ ମଧ୍ୟରେ ଜଣେ ମତଦାତାଙ୍କୁ ବାନ୍ଧିଛି ପୁଲିସ। ଉତ୍ତରପ୍ରଦେଶର ଏଟାରେ ଜଣେ ବ୍ୟକ୍ତି ବାରମ୍ବାର ଭୋଟ୍‌ ଦେଇଥିବା ନେଇ ଏକ ଭିଡିଓ ଭାଇରାଲ ହେବା ପରେ ପୁଲିସ ଉକ୍ତ ବ୍ୟକ୍ତିଙ୍କୁ ଗିରଫ କରିଛି। ସେପଟେ…

ପ୍ରଦୀପ ପାଣିଗ୍ରାହୀଙ୍କୁ ଆକ୍ରମଣ ମାମଲା:…

ଓଏଲ୍‌ ବ୍ୟୁରୋ: ରାଜ୍ୟରେ ସରିଛି ପ୍ରଥମ ପର୍ଯ୍ୟାୟ ନିର୍ବାଚନ। ହେଲେ ଛାଡ଼ି ଯାଇଛି ହିଂସାକାଣ୍ଡର ଛାପ। ଗତକାଲି ରାତିରେ ବ୍ରହ୍ମପୁରର ବିଜେପି ଲୋକସଭା ପ୍ରାର୍ଥୀ ପ୍ରଦୀପ ପାଣିଗ୍ରାହୀଙ୍କୁ ଆକ୍ରମଣ ଅଭିଯୋଗ। ବିରୋଧୀଙ୍କ ଆକ୍ରମଣରେ ଆହତ ହୋଇଥିବା ବ୍ରହ୍ମପୁର ବିଜେପି ଲୋକସଭା ପ୍ରାର୍ଥୀ ପ୍ରଦୀପ…

ଆୟ ଠାରୁ ୧୫୩% ଅଧିକ ସମ୍ପତ୍ତି ଠୁଳ…

ଓଏଲ୍‌ ବ୍ୟୁରୋ: ଗିରଫ ହେଲେ ଇଡକୋ ସିଜିଏମ୍‌ ସରୋଜକାନ୍ତ ମିଶ୍ର। ଆୟ ବହିର୍ଭୁତ ସମ୍ପତ୍ତି ଠୁଳ ଅଭିଯୋଗରେ ତାଙ୍କୁ ଗିରଫ କରିଛି ଭିଜିଲାନ୍ସ। ମଙ୍ଗଳବାର ଇଡକୋ ସିଜିଏମ ସରୋଜଙ୍କ ଶୈଳଶ୍ରୀବିହାର ଘର ସହ ମୋଟ ୭ଟି ଠିକଣାରେ ରେ ରେଡ୍ ହୋଇଥିଲା। ଗତକାଲିଠୁ ସରୋଜକାନ୍ତଙ୍କ ବିଭିନ୍ନ ଠିକଣାରେ ପ୍ରଥମେ…

ଭିଜିଲାନ୍ସ ଜାଲରେ ପଡ଼ିବା ପରେ ଗିରଫ ହେଲେ…

ଓଏଲ୍‌ ବ୍ୟୁରୋ: ଗିରଫ ହେଲେ କୋରାପୁଟ ବୈପାରୀଗୁଡ଼ା ଥାନା ଆଇଆଇସି ସୁଶାନ୍ତ ଶତପଥୀ। ଆୟବର୍ହିଭୂତ ସମ୍ପତ୍ତି ଠୁଳ କରିବା ଅଭିଯୋଗରେ ଆଜି ଭିଜିଲାନ୍ସ ଗିରଫ କରିଛି। ଗତକାଲି ଇନ୍ସପେକ୍ଟର ଶ୍ରୀ ଶତପଥୀ ବୈପାରୀଗୁଡ଼ାରୁ କଟକ ଆସୁଥିବାବେଳେ ଭିଜିଲାନ୍ସ ତାଙ୍କୁ ପିଛା କରିଥିଲା। ବସ୍ ଭିତରେ ତାଙ୍କଠୁ ନଗଦ…

ବନ୍ଧା ହେଲେ ପୂର୍ବତନ ଆନ୍ଧ୍ରପ୍ରଦେଶ…

ଓଏଲ୍‌ ବ୍ୟୁରୋ: ୨୦୨୪ ସାଧାରଣ ନିର୍ବାଚନ ପୂର୍ବରୁ ଗିରଫ ହେଲେ ଆନ୍ଧ୍ରପ୍ରଦେଶର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ତେଲୁଗୁ ଦେଶମ୍‌ ପାର୍ଟି ମୁଖ୍ୟ ଚନ୍ଦ୍ରବାବୁ ନାଇଡୁ।୨୫୦ କୋଟି ଦୁର୍ନୀତି ମାମଲାରେ ଗିରଫ କଲା ସିଆଇଡି। ଆନ୍ଧ୍ରପ୍ରଦେଶ ଦକ୍ଷତା ବିକାଶ ନିଗମରେ ଦୁର୍ନୀତି ଅଭିଯୋଗରେ ଆଜି ଭୋରରୁ ତାଙ୍କୁ…

ଓଏସ୍‌ଏସ୍‌ସି ପ୍ରଶ୍ନପତ୍ର ଲିକ ମାମଲା:…

ଓଏଲ୍‌ ବ୍ୟୁରୋ: ସାରା ରାଜ୍ୟରେ ଚହଳ ପକାଇଥିବା ଓଏସ୍‌ଏସ୍‌ସି ପ୍ରଶ୍ନପତ୍ର ଲିକ୍‌ ମାମଲାରେ ପୁଲିସକୁ ବଡ଼ ସଫଳତା। ପ୍ରଶ୍ନପତ୍ର ଲିକ୍‌ ମାମଲାର ମାଷ୍ଟର ମାଇଣ୍ଡ ଗିରଫ। ବିହରରୁ ମାଷ୍ଟର ମାଇଣ୍ଡକୁ ଗିରଫ କରିଛି ବାଲେଶ୍ୱର ପୁଲିସ। ମାଷ୍ଟର ମାଇଣ୍ଡ ସମେତ ୭ ଅଭିଯୁକ୍ତଙ୍କୁ ଗିରଫ କରିଛି ପୁଲିସ। ସେମଧ୍ୟରେ…