Odisha Link
Bridging the Missing Links in Odisha
Browsing Tag

Arun Sahoo

କେନ୍ଦ୍ରକୁ କୃଷିମନ୍ତ୍ରୀ ଅରୁଣଙ୍କ ଚିଠି,…

ଭୁବନେଶ୍ବର: ଧାନର ସର୍ବନିମ୍ନ ସହାୟକ ମୂଲ୍ୟ ବୃଦ୍ଧି କରିବା ପାଇଁ ଦାବି କଲେ ଓଡ଼ିଶା ସରକାର। ଏନେଇ ଆଜି କୃଷି ମନ୍ତ୍ରୀ ଅରୁଣ ସାହୁ ଆୟୋଜିତ ସାମ୍ବାଦିକ ସମ୍ମିଳନୀରେ ଧାନର ସର୍ବନିମ୍ନ ସହାୟକ ମୂଲ୍ୟ ୨୯୩୦ ଟଙ୍କାକୁ ବୃଦ୍ଧି କରିବା ପାଇଁ ଦାବି କରିଛନ୍ତି। ସାମ୍ବାଦିକ ସମ୍ମିଳନୀରେ ସେ କହିଛନ୍ତି ଯେ,…

ରାଷ୍ଟ୍ରପତିଙ୍କୁ ସ୍ବାଗତ କଲେ କୃଷି…

ପୁରୀ: ତିନି ଦିନିଆ ଓଡ଼ିଶା ଗସ୍ତରେ ଆସିଥିବା ରାଷ୍ଟ୍ରପତି ରାମନାଥ କୋବିନ୍ଦ ଆଜି ପୁରୀ ଗସ୍ତ କରିଛନ୍ତି। ରାଷ୍ଟ୍ରପତି ପୁରୀରେ ପହଁଞ୍ଚିବା ପରେ ପୁରୀ ହେଲିପ୍ୟାଡରେ ରାଜ୍ୟ ସରକାରଙ୍କ ତରଫରୁ ସ୍ୱାଗତ କରିଥିଲେ କୃଷି ମନ୍ତ୍ରୀ ଡ. ଅରୁଣ କୁମାର ସାହୁ।…

ପରୀ ନ୍ୟାୟ ପାଉ, ସତ୍ୟ ଉନ୍ମୋଚନ ହେଉ:…

ଭୁବନେଶ୍ବର: ଆଜି ପରୀ ହତ୍ୟା ଘଟଣାରେ ମନ୍ତ୍ରୀ ଅରୁଣ ସାହୁ ନିଜ ମୁହଁ ଖୋଲିଛନ୍ତି। ସେ କହିଛନ୍ତି, ପରୀ ହତ୍ୟା ଘଟଣା ମୋତେ ବ୍ୟଥିତ କରିଛି। ମୁଁ ଗଭୀର ମର୍ମାହତ। ହିଂସାକୁ ମୁଁ ବିରୋଧ କରେ। କ୍ରାଇମବ୍ରାଞ୍ଚ ତଦନ୍ତକୁ ସ୍ୱାଗତ କରୁଛି। ଯିଏ ବି ଏହି ଘଟଣା ପଛରେ ଜଡ଼ିତ ଥାଆନ୍ତୁ, କାର୍ଯ୍ୟାନୁଷ୍ଠାନ ହେଉ।

ଗାଇଡଲାଇନ୍ ଅନୁଯାୟୀ କ୍ୟାମ୍ପସ ଖୋଲାଯିବ:…

ଭୁବନେଶ୍ବର: ଦୀର୍ଘ ଆଠ ମାସ ପରେ ରାଜ୍ୟରେ ହ୍ରାସ ପାଉଛି କରୋନା ସଂକ୍ରମଣ। କରୋନାକୁ ଦୃଷ୍ଟିରେ ରଖି ରାଜ୍ୟ ସରକାରଙ୍କ ତରଫରୁ ବିଳମ୍ବରେ ହେଲେ ବି ବିଶ୍ୱବିଦ୍ୟାଳୟ ପରୀକ୍ଷା ହେବ। ଏନେଇ ଆଜି ସୂଚନା ଦେଇଛନ୍ତି ଉଚ୍ଚଶିକ୍ଷା ମନ୍ତ୍ରୀ ଅରୁଣ ସାହୁ। ସଂକ୍ରମଣ କମୁଥିବାରୁ ରାଜ୍ୟ ସରକାରଙ୍କ ଗାଇଡ ଲାଇନ…

ଓଡ଼ିଶା ବିଶ୍ୱବିଦ୍ୟାଳୟ ସଂଶୋଧିତ…

ଭୁବନେଶ୍ୱର: ଉଚ୍ଚଶିକ୍ଷା ବିଭାଗରେ ଅନେକ ପୂର୍ବପ୍ରଚଳିତ ଆଇନ ସାଂପ୍ରତିକ ସ୍ଥିତିରେ ତାହାର ପ୍ରାସଙ୍ଗିକତା ହରାଇଥିବାରୁ ସେଥିରେ ସଂଶୋଧନର ଆବଶ୍ୟକତା ଅନୁଭବ କରାଯାଇଥିଲା। ଏପରି ସ୍ଥିତିରେ ଓଡିଶାର ଉଚ୍ଚଶିକ୍ଷା କ୍ଷେତ୍ରରେ ସୁଧାର ଆଣିବା ନିମନ୍ତେ ଓଡ଼ିଶା ବିଶ୍ୱବିଦ୍ୟାଳୟ ଅଧିନିୟମ ୧୯୮୯ର ଆବଶ୍ୟକୀୟ…

ଯୁକ୍ତ ୨ ବାଣିଜ୍ୟ ଫଳାଫଳ: ଶ୍ରେଷ୍ଠ ୨ରେ…

ନୟାଗଡ଼: ପ୍ରକାଶ ପାଇଛି ଯୁକ୍ତ ୨ ବାଣିଜ୍ୟ ପରୀକ୍ଷା ଫଳ। ବିଜ୍ଞାନ ଭଳି ବାଣିଜ୍ୟରେ ବାଜିମାତ କରିଛି ନୟାଗଡ଼ ଜିଲ୍ଲା। ରାଜ୍ୟରେ ମୋଟ ପାସ ହାର ୭୪.୯୫ ପ୍ରତିଶତ ଥିବାବେଳେ ନୟାଗଡ଼ ଜିଲ୍ଲା ସର୍ବାଧିକ ପାସ୍‌ ହାର ୮୮.୭୦ ପ୍ରତିଶତ ରହିଛି। ଯାହା ରାଜ୍ୟରେ ସର୍ବାଧିକ ।ଜିଲ୍ଲାର ଏହି ସଫଳତା ପାଇଁ ରାଜ୍ୟ…

ମାଛ ଚାଷୀ ଏବଂ ବିକ୍ରେତାଙ୍କୁ ଗାଡ଼ି…

ନୟାଗଡ଼: କରୋନା କାଳରେ ନୟାଗଡ଼ର ମାଛ ଚାଷୀଙ୍କୁ ଉପହାର ଦେଲେ କୃଷିମନ୍ତ୍ରୀ ଅରୁଣ ସାହୁ। ନୟାଗଡ଼ ମତ୍ସ୍ୟ ବିଭାଗ ଆନୁକୁଲ୍ୟରେ ଆଜି ଜିଲ୍ଲାପାଳଙ୍କ କାର୍ଯ୍ୟାଳୟରେ ୫ ଜଣ ମାଛ ଚାଷୀ ଏବଂ ୫ ଜଣ ମାଛ ବିକ୍ରେତାଙ୍କୁ ଗାଡ଼ି ବଣ୍ଟନ କରିଛନ୍ତି କୃଷି ମନ୍ତ୍ରୀ ଅରୁଣ ସାହୁ। ଏହି ଗାଡ଼ି ବଣ୍ଟନ କାର୍ଯ୍ୟକ୍ରମରେ…

ନୟାଗଡ଼: ଯୁକ୍ତ ୨ ଟପ୍ପର ହେଲେ ଉମେଶ,…

ନୟାଗଡ଼: ଆଜି ପ୍ରକାଶ ପାଇଛି ଚଳିତବର୍ଷ ଯୁକ୍ତ ୨ ବିଜ୍ଞାନ ଫଳାଫଳ। ଚଳିତବର୍ଷ ନୟାଗଡ଼ ଜିଲ୍ଲା ପାସ୍‌ ହାରରେ ସାରା ରାଜ୍ୟରେ ଆଗୁଆ। ନୟାଗଡ଼ ଜିଲ୍ଲାର ପାସ୍‌ ହାର ଚଳିତବର୍ଷ ୮୬.୫୧ ପ୍ରତିଶତ ରହିଛି। ନୟାଗଡ଼ ଜିଲ୍ଲାର ଉମେଶ ଦାସ ୫୪୬ ନମ୍ବର ରଖି ଜିଲ୍ଲା ଟପର ହୋଇଛନ୍ତି। ତାଙ୍କ ପଛକୁ ୫୪୧ ମାର୍କ ରଖି…

ପ୍ଲାଜମା ଦାତାଙ୍କୁ ସମ୍ବର୍ଦ୍ଧିତ କଲେ…

ଭୁବନେଶ୍ୱର: କରୋନା ଭାଇରସ୍‌ ରାଜ୍ୟରେ ଦିନକୁ ଦିନ ସଂକ୍ରମିତ ହେବାରେ ଲାଗିଛି। କରୋନା ଭାଇରସ୍‌ ପାଇଁ କୌଣସି ଟୀକା ଏପର୍ଯ୍ୟନ୍ତ ବାହାରି ପାରି ନାହିଁ। ହେଲେ ପ୍ଲାଜମା ଚିକିତ୍ସା ବରଦାନ ସଦୃଶ୍ୟ ସାବ୍ୟସ୍ତ ହୋଇଛି। ଏଥିପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରାଜ୍ୟରେ ୫ଟି ପ୍ଲାଜମା ବ୍ୟାଙ୍କର ଉଦଘାଟନ…

ଓଡ଼ିଶାରେ କୃଷି ଓ ଆନୁସଙ୍ଗିକ ଉଦ୍ୟୋଗ…

ଭୁବନେଶ୍ବର: ଓଡ଼ିଶାରେ କୃଷି ଓ ଆନୁଷଙ୍ଗିକ କ୍ଷେତ୍ରରେ ଉଦ୍ୟୋଗ ପ୍ରତିଷ୍ଠା କ୍ଷେତ୍ରରେ ଭରପୂର ସୁଯୋଗ ରହିଛି । ଯୁବ ଉଦ୍ୟୋଗୀମାନେ ସଂପ୍ରତି କୃଷି କ୍ଷେତ୍ରରେ ପ୍ରକଳ୍ପ ପ୍ରତିଷ୍ଠା କରିବା ଦିଗରେ ଆଗ୍ରହ ପ୍ରକାଶ କରୁଥିବାରୁ ଆପିକଲ୍‌ ମାଧ୍ୟମରେ ପ୍ରତି ବ୍ଲକ୍‌ରେ କୃଷି ଉଦ୍ୟୋଗୀ ସୃଷ୍ଟି କରିବା ପାଇଁ…