Odisha Link
Bridging the Missing Links in Odisha
Browsing Tag

Arun Sahoo

୨ୟ ଥର ପାଇଁ ପିଜି ଓ ୟୁଜି ପରୀକ୍ଷା…

ଭୁବନେଶ୍ବର: ରାଜ୍ୟରେ କରୋନା ସ୍ଥିିତି ଅଣାୟତ୍ତ। ଏପରି ସମୟରେ ପିଜି ଓ ୟୁଜିର ଶେଷ ବର୍ଷ ପରୀକ୍ଷା ହେବ ନା ନାହିଁ ସେ ନେଇ ଦ୍ବନ୍ଦରେ ରାଜ୍ୟର ପ୍ରାୟ ୨ ଲକ୍ଷ ଛାତ୍ରଛାତ୍ରୀ। କରୋନା ସଂକ୍ରମଣକୁ ନଜରରେ ରଖି ପୂର୍ବରୁ ରାଜ୍ୟ ସରକାର ବିକଳ୍ପ ବ୍ୟବସ୍ଥା କରିବାକୁ କେନ୍ଦ୍ର ମାନବ ସମ୍ବଳ ମନ୍ତ୍ରୀଙ୍କୁ ଅବଗତ…

ବନ୍ଦ ହେଲା ମନ୍ତ୍ରୀ ଅରୁଣଙ୍କ ଅଭିଯୋଗ…

ଭୂବନେଶ୍ୱର: ରାଜ୍ୟରେ ଦିନକୁ ଦିନ କରୋନା ମହାମାରୀ ସଂକ୍ରମଣ ବ୍ୟାପିବାରେ ଲାଗିଛି। ଏହାକୁ ନଜରରେ ରଖି ରାଜ୍ୟ ସରକାରଙ୍କ କୃଷି ଓ କୃଷକ ସଶକ୍ତି କରଣ, ମତ୍ସ୍ୟ ଓ ପଶୁ ପାଳନ ଏବଂ ଉଚ୍ଚଶିକ୍ଷା ମନ୍ତ୍ରୀ ଡ. ଅରୁଣ କୁମାର ସାହୁ ତାଙ୍କ ସରକାରୀ ବାସଭବନରେ ରହିଥିବା ବ୍ୟକ୍ତଗିତ ଅଭିଯୋଗ ପ୍ରକୋଷ୍ଠକୁ ବନ୍ଦ…

ଜୀବନ ଜୀବିକା ସୁରକ୍ଷା ଦିଗରେ କୃଷିର…

ଭୁବନେଶ୍ବର: କୋଭିତ – ୧୯ ଯୋଗୁ ସାରା ବିଶ୍ୱ ଏକ ଅସ୍ବାଭାବିକ ପରିସ୍ଥିତି ଦେଇଗତି କରୁଥିବା ବେଳେ ଲୋକମାନଙ୍କର ଜୀବନ ଜୀବିକାର ସୁରକ୍ଷା ନିମନ୍ତେ କୃଷି ଏକ ଗୁରୁତ୍ବପୂର୍ଣ୍ଣ ଭୂମିକା ଗ୍ରହଣ କରିଛି। ଏଥି ସହିତ ରାଜ୍ୟ ଏବଂ ଦେଶର ଅର୍ଥନୀତିକୁ ସୁଧାରିବା ସହିତ ଲୋକମାନଙ୍କ ଆୟବୃଦ୍ଧି ଦିଗରେ କୃଷି…

ଲୋକସେବା ଭବନରେ ଖରିଫ ଚାଷ ନିମନ୍ତେ…

ଭୁବନେଶ୍ୱର: ଚଳିତ ୨୦୨୦ ବର୍ଷର ରାଜ୍ୟରେ ଖରିଫ କାର୍ଯ୍ୟକ୍ରମ ର ଖସଡ଼ା ପ୍ରସ୍ତୁତ ପାଇଁ ଆଜି ରାଜ୍ୟସ୍ତରୀୟ ବୈଠକ ଲୋକସେବା ଭବନ ଠାରେ କୃଷି ଓ କୃଷକ ସଶକ୍ତିକରଣ ମନ୍ତ୍ରୀ ଡ଼ ଅରୁଣ କୁମାର ସାହୁ ଙ୍କ ଅଧକ୍ଷତାରେ ଅନୁଷ୍ଠିତ ହୋଇଯାଇଛି । ଭିଡିଓ କଂଫେରେନ୍ସି ମାଧ୍ୟମରେ କୃଷି ବିଭାଗର ଜିଲ୍ଲା ସ୍ତରୀୟ ଓ…

ଏଣିକି ଓ୍ବେବସାଇଟରେ ବିକ୍ରି ହେବ ପରିବା

ଭୁବନେଶ୍ବର: କରୋନା ଭୂତାଣୁ (କୋଭିଡ୍‌-୧୯) କୁ ପ୍ରତିହତ କରିବା ନିମନ୍ତେ ସମଗ୍ର ଦେଶ ସମେତ ରାଜ୍ୟରେ ଲକଡାଉନ ଜାରି କରାଯାଇଥିବାବେଳେ ଚାଷୀମାନେ ଯେପରି ଉଦ୍ୟାନ ଭିତ୍ତିକ ଫସଲ ଯଥା ଫଳ, ପନିପରିବା, ଫୁଲ, ମସଲା ଆଦି ସୁବିଧାରେ ବିକି୍ର କରିପାରିବେ ସେଥିପାଇଁ କୃଷି ଓ କୃଷକ ସଶକ୍ତିକରଣ ବିଭାଗ ପକ୍ଷରୁ ଏକ…

ଛୁଟି ସମୟରେ ପାଠପଢ଼ା ଉପରେ ଧ୍ୟାନ…

ଭୁବନେଶ୍ବର: ମହାମାରୀ କରୋନା ଭାଇରସର ମୁକାବିଲା କରିବା ପାଇଁ ୩ ମେ' ପର୍ଯ୍ୟନ୍ତ ସାରା ଦେଶ ଲକ୍‌ ଡାଉନ୍। ଅପରପକ୍ଷେ ଓଡ଼ିଶା ସରକାର ଜୁନ୍‌ ୧୭ ପର୍ଯ୍ୟନ୍ତ ବନ୍ଦ କରିଛନ୍ତି ରାଜ୍ୟର ସମସ୍ତ ଶିକ୍ଷାନୁଷ୍ଠାନ। ତେବେ କରୋନା ପାଇଁ ଚିନ୍ତାରେ ଛାତ୍ରଛାତ୍ରୀ ଅଛନ୍ତି। କେବେ ହେବ ପ୍ରବେଶିକା ପରୀକ୍ଷା ? କେବେ…

ମତ୍ସ୍ୟ ଓ ପ୍ରାଣୀସମ୍ପଦ ଅଫିସର…

ଭୁବନେଶ୍ବର: କରୋନା ଭୂତାଣୁ (କୋଭିଡ୍‌-୧୯) ସଂକ୍ରମଣ ମୁକାବିଲା କରିବା ନିମନ୍ତେ ଭାରତ ସମେତ ସାରା ରାଜ୍ୟରେ ଲକ୍‌ ଡାଉନ୍‌ (ତାଲାବନ୍ଦ) ଜାରି କରାଯାଇଥିବାବେଳେ ଭାରତ ସରକାରଙ୍କ ଦ୍ୱାରା ଜାରି କରାଯାଇଥିବା ମାର୍ଗଦର୍ଶିକା ଏବଂ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶ କ୍ରମେ ଅପ୍ରେଲ ୧୩…

୩୦ ଜିଲ୍ଲା ପାଇଁ ୩୦ ନୋଡାଲ ଅଫିସର,…

ଭୁବନେଶ୍ବର: ଆଜିଠୁ ସାରା ଦେଶରେ ଲାଗୁୁ ହୋଇଛି ୨ୟ ପର୍ଯ୍ୟାୟ ଲକ୍‌ଡାଉନ୍। ୨ୟ ପର୍ଯ୍ୟାୟ ଲକ୍‌ଡାଉନ୍‌ର କଟକଣାରୁ ବାଦ ପଡ଼ିଛି ଚାଷ କାର୍ଯ୍ୟ। ଏନେଇ ପୂର୍ବରୁ କେନ୍ଦ୍ର ସରକାର ଓ ରାଜ୍ୟ ସରକାର ମଧ୍ୟ କହିଥିଲେ। ଏହି ମହାମାରୀ ସଙ୍କଟ ମଧ୍ୟରେ ରାଜ୍ୟରେ ଚାଷ କାର୍ଯ୍ୟକୁ ତ୍ବରାନ୍ବିତ କରିବା ପାଇଁ ରାଜ୍ୟ…

କୃଷିକୁ ନେଇ ଚିନ୍ତାବ୍ୟକ୍ତ କଲେ…

ଭୁବନେଶ୍ୱର: ମହାମାରୀ କରୋନା ଭାଇରସ୍‌ର ମୁକାବିଲା କରିବା ପାଇଁ ସାରା ଦେଶ ଲକ୍‌ଡାଉନ୍। କରୋନା ପାଇଁ ଦିନକୁ ଦିନ କୃଷିକାର୍ଯ୍ୟ ବ୍ୟାଘତ ହେବାରେ ଲାଗିଛି। ଏହାରି ମଧ୍ୟରେ କୃଷିକୁ ନେଇ ଚିନ୍ତାବ୍ୟକ୍ତ କରିଛନ୍ତି କୃଷିମନ୍ତ୍ରୀ ଅରୁଣ ସାହୁ। ଲକ୍‌ଡାଉନ୍‌ ସମୟରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ…

ଭିଡ଼ିଓ କନ୍‌ଫରେନ୍ସିଂ ମାଧ୍ୟମରେ ଜିଲ୍ଲାର…

ଭୁବନେଶ୍ବର: କରୋନା ଭୂତାଣୁ ସଂକ୍ରମଣ (କୋଭିଡ୍‌-୧୯)ର ମୁକାବିଲା କରିବା ଲାଗି ଓଡ଼ିଶା ସମେତ ସାରା ଦେଶରେ ଲକ୍‌ଡାଉନ୍‌ (ତାଲାବନ୍ଦ) ଜାରି କରାଯାଇଛି। ଏହି କାରଣରୁ ରାଜ୍ୟରେ ସ୍ୱାଭାବିକ କୃଷି କାର୍ଯ୍ୟ ଯେପରି ବାଧାପ୍ରାପ୍ତ ନହୁଏ ସେଥିପାଇଁ ପଦକ୍ଷେପ ନେବା ପାଇଁ ଜିଲ୍ଲାସ୍ତରୀୟ କୃଷି ଅଧିକାରୀମାନଙ୍କୁ…