Odisha Link
Bridging the Missing Links in Odisha
Browsing Tag

Ashribad Behera

ରାତିସାରା ଉଜାଗର ରହିଲେ ଶ୍ରୀଜୀଉ

ପୁରୀ: ଆଜି ଅନୁଷ୍ଠିତ ହେଉଛି ସୂର୍ଯ୍ୟପରାଗ। ଏଥିପାଇଁ ଶ୍ରୀମନ୍ଦିରରେ ସ୍ୱତନ୍ତ୍ର ନୀତି କରାଯାଉଛି। ଫଳରେ ରାତିସାରା ଉଜାଗର ରହିଛନ୍ତି ମହାପ୍ରଭୁ ଜଗନ୍ନାଥ। ଅନ୍ୟପଟେ ଧାଡ଼ିବାନ୍ଧି ହଜାର ହଜାର ଭକ୍ତ ଶ୍ରୀଜୀଉଙ୍କୁ ଦର୍ଶନ କରିଛନ୍ତି। ରାତିସାରା ମହାପ୍ରଭୁ ଭକ୍ତଙ୍କୁ ଦର୍ଶନ ଦେବା ଏକ ବିରଳ ଘଟଣା, ଯାହା…

ଆଶୀର୍ବାଦ ଅସୁସ୍ଥ

ଭୁବନେଶ୍ୱର: ଅସୁସ୍ଥ ହେଲେ ଓସିଏର ପୂର୍ବତନ ସଂପାଦକ ଆଶୀର୍ବାଦ ବେହେରା। ଆଶୀର୍ବାଦ ଆଜି ସକାଳୁ ହଠାତ୍ ଅସୁସସ୍ଥ ହୋଇପଡ଼ିଥିଲେ। ତେଣୁ ତାଙ୍କୁ କ୍ୟାପିଟାଳ ହସ୍ପିଟାଲରେ ଭର୍ତ୍ତି କରାଯାଇ ତାଙ୍କର ଚିକିତ୍ସା କରାଯାଉଛି। ଦୁଇ ଦିନ ତଳେ ଆଶୀର୍ବାଦ ଜେଲ ଭିତରେ ଅସୁସ୍ଥ ହୋଇ ପଡ଼ିଥିଲେ। ତାଙ୍କ ଛାତିରେ…

କୋର୍ଟରେ ହାଜର ହେଲେ ଆଶୀର୍ବାଦ

କଟକ: କୋର୍ଟରେ ହାଜର ହେଲେ ଓସିଏର ପୂର୍ବତନ ସଂପାଦକ ଆଶୀର୍ବାଦ ବେହେରା। ଅର୍ଥତତ୍ତ୍ୱ ଚିଟଫଣ୍ଡ ମାମଲାରେ ସିବିଆଇ ଆଜି ସକାଳେ ଓସିଏର ପୂର୍ବତନ ସଂପାଦକ ଆଶୀର୍ବାଦ ବେହେରାଙ୍କୁ ଗିରଫ କରିଛି । ତାଙ୍କୁ ପ୍ରଥମେ ସିବିଆଇ ମୁଖ୍ୟାଳୟକୁ ନିଆଯାଇଥିବା ବେଳେ ସେଠାରୁ କୋର୍ଟରେ ହାଜର କରାଯାଇଛି। ଏହାପୂର୍ବରୁ…

ଓସିଏର ପୂର୍ବତନ ସମ୍ପାଦକ ଆଶୀର୍ବାଦ…

କଟକ: ଓଡ଼ିଶା କ୍ରିକେଟ୍‌ ଆସୋସିଏସନ୍‌ (ଓସିଏ)ର ପୂର୍ବତନ ସମ୍ପାଦକ ଆଶୀର୍ବାଦ ବେହେରା ଗିରଫ। ତାଙ୍କୁ ସିବିଆଇ ଗିରଫ କରିଛି। ଆଜି ସକାଳ ପ୍ରାୟ ୭ଟା ସମୟରେ ସିବିଆଇ ଆଶୀର୍ବାଦଙ୍କ ଘରେ ଚଢ଼ାଉ କରିଥିଲା। ଏବଂ ଆଶୀର୍ବାଦ ଘରେ ଥିଲେ। ଏହାପରେ ତାଙ୍କୁ ଗିରଫ କରିଥିବା ସୂଚନାରହିଛି। ଅର୍ଥତତ୍ତ୍ୱ ଚିଟଫଣ୍ଡ…