Odisha Link
Bridging the Missing Links in Odisha
Browsing Tag

Asit Tripathy

ପ୍ରବାସୀଙ୍କୁ ଜୀବିକା ଯୋଗାଇବେ ସରକାର,…

ଭୁବନେଶ୍ବର: ଆଜି ନବୀନ ସରକାରଙ୍କ ୫ମ ପାଳିର ପ୍ରଥମ ବର୍ଷ ପୂରଣ ହୋଇଛି। ଏହି ଅବସରରେ ଆଜି ରାଜ୍ୟ କ୍ୟାବିନେଟର ଗୁରୁତ୍ବପୂର୍ଣ୍ଣ ବୈଠକ ଅନୁଷ୍ଠିତ ହୋଇଥିଲା। ବୈଠକରେ ମୋଟ ୨୨ଟି ପ୍ରସ୍ତାବରେ କ୍ୟାବିନେଟ ମୋହର ଲାଗିଛି। ଏନେଇ ମୁଖ୍ୟ ଶାସନ ସଚିବ ଅସିତ କୁମାର ତ୍ରିପାଠୀ ଗଣମାଧ୍ୟମକୁ ସୂଚନା ଦେଇଛନ୍ତି।…

୨୨ଟି ପ୍ରସ୍ତାବକୁ କ୍ୟାବିନେଟ ମୋହର,…

ଭୁବନେଶ୍ବର: ଶୁକ୍ରବାର ରାଜ୍ୟ କ୍ୟାବିନେଟର ଗୁରୁତ୍ୱପୂର୍ଣ୍ଣ ବୈଠକ ଅନୁଷ୍ଠିତ ହୋଇଯାଇଛି। ଏହି ବୈଠକରେ ୨୨ଟି ପ୍ରସ୍ତାବ ଉପରେ କ୍ୟାବିନେଟ ମୋହର ବାଜିଛି। ବୈଠକ ପରେ ମୁଖ୍ୟ ଶାସନ ସଚିବ ଅସିତ ତ୍ରିପାଠୀ ଏକ ସାମ୍ବାଦିକ ସମ୍ମିଳନୀରେ ଏ ସମ୍ପର୍କରେ ବିସ୍ତୃତ ସୂଚନା ଦେଇଛନ୍ତି। କ୍ୟାବିନେଟରେ କ’ଣ କ’ଣ…

“ଅମ୍ପାନ୍” ସ୍ଥିିତି…

ଭୁବନେଶ୍ବର: ସ୍ଥଳ ଭାଗ ଆଡ଼କୁ ମାଡ଼ି ଆସୁଛି "ଅମ୍ପାନ୍"। ମୁଖ୍ୟ ଶାସନ ସଚିବ ଅସିତ ତ୍ରିପାଠୀ ଏବଂ ୫-ଟି ସଚିବ ଭି.କେ. ପାଣ୍ଡିଆନ ସ୍ବତନ୍ତ୍ର ରିଲିଫ କମିସନରଙ୍କ ଅଫିସ୍‌ରେ ବାତ୍ୟା ସ୍ଥିତି ଅନୁଧ୍ୟାନ କରିଛନ୍ତି। ସ୍ଥିତି ଅନୁଧ୍ୟାନ ପରେ ମୁଖ୍ୟ ଶାସନ ସଚିବଙ୍କ ସୂଚନା ଦେଇ କହିଛନ୍ତି ଯେ ଆଗାମୀ ୬ ଘଣ୍ଟା…

ଭୁବନେଶ୍ବରରେ ସାମ୍ପଲ ଟେଷ୍ଟ ବୃଦ୍ଧି…

ଭୁବନେଶ୍ବର: ମହାମାରୀ କରୋନାର ମୁକାବିଲା କରିବା ପାଇଁ ରାଜ୍ୟ ସରକାର ବିଭିନ୍ନ ପଦକ୍ଷେଦ ନେଉଛନ୍ତି। ଅପରପକ୍ଷେ ଆଜି ରାଜ୍ୟରେ କରୋନା ସ୍ଥିତି ନେଇ ମୁଖ୍ୟ ଶାସନ ସଚିବ ଅସିତ ତ୍ରିପାଠୀ ଏକ ସାମ୍ବାଦିକ ସମ୍ମିଳନୀ କରିଛନ୍ତି। ବତ୍ତର୍ମାନ ସୁଦ୍ଧା ୭୫୭୭ଜଣଙ୍କ ନମୁନା ପରୀକ୍ଷା କରାଯାଇ ସାରିଛି। ସେଥିମଧ୍ୟରୁ…

ଉତ୍ତର ଓଡ଼ିଶା: କୋଭିଡ଼ ହସ୍ପିଟାଲ…

ଭୁବନେଶ୍ବର: ମହାମାରୀ କରୋନା ଭାଇରସର ମୁକାବିଲା କରିବା ପାଇଁ ରାଜ୍ୟ ସରକାର ରାଜ୍ୟ ବିଭିନ୍ନ ଅଞ୍ଚଳରେ କୋଭିଡ ହସ୍ପିଟାଲ ନିର୍ମାଣ କରୁଛନ୍ତି। ରାଜ୍ୟର ବିଭିନ୍ନ ସ୍ଥାନରେ ଗୋଟିଏ ପରେ ଗୋଟିଏ କୋଭିଡ୍‌-୧୯ ହସ୍ପିଟାଲ କାର୍ଯ୍ୟକ୍ଷମ ହେବାରେ ଲାଗିଛି। ରାଜଧାନୀ ଭୁବନେଶ୍ୱର ସମେତ କଟକ ଓ ବିଭିନ୍ନ ଜିଲ୍ଲା…

ମାସ୍କ ନପିନ୍ଧିଲେ ଜରିମାନା

ଭୁବନେଶ୍ବର: ରାଜ୍ୟ କ୍ୟାବିନେଟରେ ଗୁରୁତ୍ବପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି। ମାସ୍କ ନପିନ୍ଧିଲେ ଦେବାକୁ ପଡ଼ିବ ତଣ୍ଡ। ଏନେଇ ଆଜି କହିଛନ୍ତି ମୁଖ୍ୟ ଶାସନ ସଚିବ ଅସିତ୍‌ ତ୍ରିପାଠୀ। ସେ ଆହୁରି କହିଛନ୍ତି ଯେ, ଆଜିଠାରୁ ସର୍ବସାଧାରଣରେ ମାସ୍କ ପିନ୍ଧିବା ବାଧ୍ୟତାମୂଳକ। ଯଦି ଏହାକୁ କେହି ଅବମାନନା କରନ୍ତି…

୩ ଜିଲ୍ଲାର ସ୍ୱତନ୍ତ୍ର କୋଭିଡ୍ ହସ୍ପିଟାଲ…

ଭୁବନେଶ୍ୱର: ଆଜି କେନ୍ଦ୍ରାପଡା, ଯାଜପୁର ଓ ଭଦ୍ରକର ସ୍ୱତନ୍ତ୍ର କୋଭିଡ୍ ହସ୍ପିଟାଲ ପରିଦର୍ଶନ କରିଛନ୍ତି ମୁଖ୍ୟ ଶାସନ ସଚିବ ଅସିତ ତ୍ରିପାଠୀ ଓ ଫାଇଭ୍ ଟି ସଚିବ ଭି କାର୍ତ୍ତିକେୟନ ପାଣ୍ଡିଆନ୍। ପ୍ରଥମେ ମୁଖ୍ୟ ଶାସନ ସଚିବ ଓ ଫାଇଭ୍ ଟି ସଚିବ ଯାଜପୁର ଜିଲ୍ଲା କଳିଙ୍ଗନଗର ସ୍ଥିତ ଟାଟା ଷ୍ଟିଲ୍ ମେଡିକା…

ଆଜି ରାତି ୮ଟାରେ ସଟ୍‌ଡାଉନ୍‌ ଉଠିବ,…

ଭୁବନେଶ୍ବର: ଆଜି ରାତି ୮ଟାରେ ଭୁବନେଶ୍ବର, କଟକ ଓ ଭଦ୍ରକ ସହରରୁ ସଟ୍‌ଡାଉନ୍‌ ଉଠିଯିବ। ଏହାପରେ ଭିଡ଼ ନକରିବା ପାଇଁ ମୁଖ୍ୟ ଶାସନ ସଚିବ ଅସିତ ତ୍ରିପାଠୀ ଜନସାଧାରଣଙ୍କୁ ନିବେଦନ କରିଛନ୍ତି। ଆହୁରି ସେ କହିଛନ୍ତି ଯେ, ରାତି ୮ଟାରେ ସଟ୍‌ଡାଉନ୍‌ ଉଠିଲା ପରେ କେହି ମାର୍କେଟ ଯାଆନ୍ତୁ ନାହିଁ। ଯଦି ଆପଣମାନେ…

ଉଡ଼ିବ ନୂଆ ବିମାନ

ଭୁବନେଶ୍ବର: ଆଜି ଭୁବନେଶ୍ୱରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ବିଭିନ୍ନ ଏୟାରଲାଇନ୍ସ ସିଇଓଙ୍କ ସହ ଏକ ବୈଠକ ହୋଇଥିଲା। ଓଡ଼ିଶାରୁ ଅଧିକରୁ ଅଧିକ ଅନ୍ତର୍ଜାତୀୟ ବିମାନ ଚଳାଚଳ ନେଇ ଏହି ବୈଠକ ଅନୁଷ୍ଠିତ ହୋଇଥିଲା। ଏଥିରେ ବିମାନ ଚଳାଚଳ ସଚିବ ପ୍ରଦୀପ ସିଂ, ଯୁଗ୍ମ ସଚିବ ଉଷା ପାଢୀ,…

ବଲାଙ୍ଗିର ମେଡିକାଲରେ 5-T ସଚିବ,…

ବଲାଙ୍ଗିର: ବଲାଙ୍ଗିର ଗସ୍ତରେ 5-T ସଚିବ ଭିକେ ପାଣ୍ଡିଆନ୍। ଗତକାଲି କଟକ ଏସ୍‌ସିବି ମେଡିକାଲ ପରେ ଆଜି ବଲାଙ୍ଗିର ଭୀମଭୋଇ ମେଡିକାଲ ପରିଦର୍ଶନ କରିଛନ୍ତି ସଚିବ ପାଣ୍ଡିଆନ୍। ସ୍ୱତନ୍ତ୍ର ହେଲିକପ୍‌ଟରରେ ଯାଇ ବଲାଙ୍ଗିର ତୁଷୁରା ଏୟାର ଷ୍ଟ୍ରିପ୍‌ରେ ଅବତରଣ କରିଥିଲେ 5-T ସଚିବ ଭି.କେ. ପାଣ୍ଡିଆନ।…