Odisha Link
Bridging the Missing Links in Odisha
Browsing Tag

assembly

ବିଜେଡି ଓ ବିଜେପି ଡ୍ରାମା କରୁଛନ୍ତି:…

ଭୁବନେଶ୍ୱର: ବିଧାନସଭା ନଚାଲୁ ବୋଲି ଉଭୟ ବିଜେପି ଓ ବିଜେଡି ମିଳିତ ପ୍ରୟାସ କରୁଛନ୍ତି। ଆଜି ବିଧାନସଭା ମୁଲତବୀ ପ୍ରସଙ୍ଗରେ ତାରାପ୍ରସାଦ ବାହିନୀପତି ଏପରି କହିଛନ୍ତି। ତାରାପ୍ରସାଦ କହିଛନ୍ତି, ଚାଷୀଙ୍କ ଧାନ ନଉଠୁ ବୋଲି ଚାହୁଁଛନ୍ତି ଉଭୟ ବିଜେପି ଓ ବିଜେଡି। କେବଳ ଡ୍ରାମା କରୁଛନ୍ତି। ଚାଷୀ…

ବିଧାନସଭାରେ ଆତ୍ମହତ୍ୟା ଉଦ୍ୟମ ଏକ…

ଭୁବନେଶ୍ୱର: ଆଜି ବିଧାନସଭା ଗୃହରେ ଉଭୟ ଶାସକ ଓ ବିରୋଧୀ ସଦସ୍ୟ ହୋହାଲ୍ଲା, ହଟ୍ଟଗୋଳ କରିଛନ୍ତି। ଗତକାଲି ଗୃହରେ ବିଜେପି ବିଧାୟକ ସୁବାସ ପାଣିଗ୍ରାହୀ ସାନିଟାଇଜର ପିଇ ଆତ୍ମହତ୍ୟା ଉଦ୍ୟମ କରିଥିବାବେଳେ ଏହାକୁ ବିଜେଡି ସଦସ୍ୟ ପ୍ରତିବାଦ କରିଛନ୍ତି। ଏନେଇ ବିଜେଡି ସଦସ୍ୟ ତାଙ୍କୁ କ୍ଷମା ମାଗିବାକୁ ନେଇ…

ବିଧାନସଭା: ୧୧.୩୦ ଯାଏଁ ଗୃହ ମୁଲତବୀ

ଭୁବନେଶ୍ୱର: ଆଜିଠୁ ଆରମ୍ଭ ହୋଇଛି ବିଧାନସଭାର ଦ୍ୱିତୀୟ ପର୍ଯ୍ୟାୟ ବଜେଟ ଅଧିବେଶନ। ଅଧିବେଶନ ଆରମ୍ଭରୁ ଗୃହରେ ହଟ୍ଟଗୋଳ ହୋଇଛି। ଫଳରେ ଗୃହକୁ ମୁଲତବୀ କରାଯାଇଛି। ମଣ୍ଡିରୁ ଧାନ ଉଠିବା ପ୍ରସଙ୍ଗକୁ ନେଇ ବିଜେପି ଓ କଂଗ୍ରେସ ସଦସ୍ୟମାନେ ହଟ୍ଟଗୋଳ କରିଥିଲେ। ବିରୋଧୀ ଦଳର ସଦସ୍ୟମାନେ ବାଚସ୍ପତିଙ୍କ…

କରୋନା ଟିକା ନେଲେ ବାଚସ୍ପତି

ଭୁବନେଶ୍ବର: ଆଜି କରୋନା ଟିକା ନେଲେ ବିଧାନସଭା ବାଚସ୍ପତି ଓ ଉପ-ବାଚସ୍ପତି। ବିଧାନସଭା ପରିସରରେ ଥିବା ହସ୍ପିଟାଲରେ ବାଚସ୍ପତି ସୂର୍ଯ୍ୟ ନାରାୟଣ ପାତ୍ର ଓ ଉପବାଚସ୍ପତି ରଜନୀକାନ୍ତ ସିଂହ ଟିକା ନେଇଛନ୍ତି । ଏହାସହ ୨୦ ଜଣ ମନ୍ତ୍ରୀ ଓ ବିଧାୟକ ମଧ୍ୟ କରୋନା ଟିକା ନେଇଛନ୍ତି । ପୂର୍ବରୁ କରୋନା ଟିକା…

ବିଧାନସଭାରେ ଶ୍ରୀମନ୍ଦିର ପରିକ୍ରମା…

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ବିଧାନସଭାରେ ଶ୍ରୀମନ୍ଦିର ପରିକ୍ରମା ଯୋଜନା ଉପରେ ସଂକଳ୍ପ ପ୍ରସ୍ତାବ ଆଣିବା ପରେ ତାହା ସର୍ବସମ୍ମତିକ୍ରମେ ପାରିତ ହୋଇଛି। ଏହି ସଂକଳ୍ପ ପ୍ରସ୍ତାବ ଉପସ୍ଥାପନ କରି ମୁଖ୍ୟମନ୍ତ୍ରୀ କହିଥିଲେ, ଶ୍ରୀମନ୍ଦିରର ନିରାପତ୍ତା, ଭକ୍ତଙ୍କ ନିରାପତ୍ତା, ଭକ୍ତଙ୍କ…

ରାଜ୍ୟ ସରକାରଙ୍କ ଲକ୍ଷ୍ୟ ‘ସୁସ୍ଥ…

ଭୁବନେଶ୍ୱର: ଆଜି ଷୋଡ଼ଶ ବିଧାନସଭାର ଷଷ୍ଠ ଅଧିବେଶନ ଆରମ୍ଭ ହୋଇଛି। ଏହି ଅବସରରେ ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ ନିଜର ଅଭିଭାଷଣ ରଖିଛନ୍ତି। ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ କହିଛନ୍ତି ‘ସୁସ୍ଥ ଓଡ଼ିଶା, ସୁଖୀ ଓଡ଼ିଶା’ ରାଜ୍ୟ ସରକାରଙ୍କ ଲକ୍ଷ୍ୟ। ଏହାଛଡ଼ା ସେ କହିଛନ୍ତି ଯେ, ସ୍ୱାସ୍ଥ୍ୟ ଭିତ୍ତିଭୂମିର…

ପୁଣି ବିଧାନସଭା ନିକଟରେ ଆତ୍ମାହୁତି…

ଭୁବନେଶ୍ୱର: ଆଜି ପୁଣି ବିଧାନସଭା ନିକଟରେ ଆତ୍ମାହୁତି ଉଦ୍ୟମ। ବଜେଟ ଅଧିବେଶନ ପାଇଁ ପୁଲିସ ପକ୍ଷରୁ କଡ଼ା ସୁରକ୍ଷା ବ୍ୟବସ୍ଥା କରାଯାଇଥିଲା ବେଳେ ଆତ୍ମାହୁତି ଉଦ୍ୟମକୁ ରୋକାଯିବା ପାଇଁ ପୁଲିସ ପକ୍ଷରୁ ବିଧାନସଭା ଚାରିପଟ ରାସ୍ତାକୁ ସିଲ କରାଯାଇଥିଲା। ମାତ୍ର ଜଣେ ମହିଳା ଆତ୍ମାହୁତି ଉଦ୍ୟମ କରିଛନ୍ତି।…

ପେପରଲେସ୍ ହେବ ବିଧାନସଭା

ଭୁବନେଶ୍ୱର: ପେପର ଲେସ୍ ହେବ ବିଧାନସଭା। ଆଗାମୀ ବିଧାନସଭା ଅଧିବେଶନ ସମ୍ପୂର୍ଣ୍ଣ କାଗଜ ବିହୀନ ହେବ। ବିନା କାଗଜରେ ସିଏଜି ରିପୋର୍ଟ, ଅର୍ଥନୈତିକ ସର୍ଭେ ରିପୋର୍ଟ ଓ ବଜେଟ ରିପୋର୍ଟ ପ୍ରସ୍ତୁତ ହେବ। ଏଥିସହ ତାରକା ଓ ଅଣତାରକା ପ୍ରଶ୍ନ ବି ନେଭା ଆପ୍ ଜରିଆରେ ମିଳିବ। ଏନେଇ ବିଧାନସଭାର ର୍କମଚାରୀଙ୍କୁ ୨…

ବଜେଟ ଅଧିବେଶନ ପାଇଁ ଗାଇଡଲାଇନ ଜାରି

ଭୁବନେଶ୍ବର: ବିଧାନସଭା ବଜେଟ ଅଧିବେଶନ ପାଇଁ ଗାଇଡଲାଇନ ଜାରି କରାଯାଇଛି। ଗାଇଡଲାଇନ ମୁତାବକ, ଅଧିବେଶନ ପୂର୍ବରୁ ସବୁ ବିଧାୟକଙ୍କର ହେବ RT-PCR ଟେଷ୍ଟ। ବିଧାୟକ, ସେମାନଙ୍କର ସୁରକ୍ଷା କର୍ମୀ ଓ ଡ୍ରାଇଭରଙ୍କର ମଧ୍ୟ କରୋନା ଟେଷ୍ଟ ହେବ। ବିଧାନସଭା ସଚିବାଳୟ କର୍ମଚାରୀ, ସିଏମ୍‌ଓ ଷ୍ଟାଫ୍‌ଙ୍କର ମଧ୍ୟ…

ବିଧାନସଭାରେ ଅନଲାଇନରେ ହେବ ପ୍ରଶ୍ନୋତ୍ତର

ଭୁବନେଶ୍ବର: ବିଧାନସଭାରେ ଅନଲାଇନରେ ହେବ ପ୍ରଶ୍ନୋତ୍ତର।ପ୍ରଥମଥର ପାଇଁ ବିଧାନସଭାରେ ଅନଲାଇନରେ ଚାଲିବ ପ୍ରଶ୍ନକାଳ। ବିଧାନସଭା ବଜେଟ ଅଧିବେଶନରେ ପ୍ରଶ୍ନୋତ୍ତର କାଳକୁ ପେପରଲେସ କରିବା ପାଇଁ ଏପରି ନିଷ୍ପତ୍ତି ନିଆଯାଇଛି। ବିଧାନସଭାରେ ଅନଲାଇନରେ ପ୍ରଶ୍ନୋତ୍ତର ନେଇ ବାଚସ୍ପତି ଡକ୍ଟର ସୂର୍ଯ୍ୟ ନାରାୟଣ…