Odisha Link
Bridging the Missing Links in Odisha
Browsing Tag

Ayodha Ram Temple

ପ୍ରାଣ ପ୍ରତିଷ୍ଠା ପରେ ରାମଲାଲାଙ୍କ…

ଓଏଲ୍‌ ବ୍ୟୁରୋ: ଅଯୋଧ୍ୟାରେ ନିର୍ମିତ ଭବ୍ୟ ମନ୍ଦିରରେ ରାମଲାଲାଙ୍କ ପ୍ରାଣ ପ୍ରତିଷ୍ଠା ପରେ ଆଜିଠୁ ସାଧାରଣ ଦର୍ଶନ ଆରମ୍ଭ ହୋଇଛି। ପ୍ରତିଷ୍ଠା ପରେ ପ୍ରଥମ ସକାଳେ ଭକ୍ତମାନେ ପୂଜାପାଠ କରିବା ପାଇଁ ଶ୍ରୀରାମ ମନ୍ଦିରର ମୁଖ୍ୟ ଫାଟକରେ ବହୁ ସଂଖ୍ୟାରେ ଏକାଠି ହୋଇଛନ୍ତି। ଯାହାର ଫଟୋ ଏବେ ସୋସିଆଲ ମିଡିଆରେ…

ରାମରୁ ଆରମ୍ଭ ଜୟ ଶ୍ରୀରାମରେ ଶେଷ, ୩୫…

ଓଏଲ୍‌ ବ୍ୟୁରୋ: ଅଯୋଧ୍ୟାର ଭବ୍ୟ ମନ୍ଦିରରେ ବିରାଜମାନ ହେଲେ ରାମଲାଲା। ୫୦୦ ବର୍ଷର ଅପେକ୍ଷା ମାତ୍ର ୮୪ ସେକେଣ୍ଡରେ ଆଜି ଶେଷ ହୋଇଛି। ଭାବ, ଶ୍ରଦ୍ଧା ଓ ଆସ୍ଥାର ମହାପର୍ବରେ ଝୁମୁଛି ଭାରତ ସମେତ ସାରା ବିଶ୍ବ। ଏଥିସହିତ ୧୫୨୮ ମସିହାରୁ ଲାଗି ରହିଥିବା ରାମଜନ୍ମଭୂମି ସଂଘର୍ଷର ସୁଖଦ ଅନ୍ତ ଘଟିଛି। ଦିନେ…

ଭବ୍ୟ ରାମ ମନ୍ଦିର: ୮୪ ସେକେଣ୍ଡରେ ପୂରଣ…

ଓଏଲ୍‌ ବ୍ୟୁରୋ: ଅଯୋଧ୍ୟାର ଭବ୍ୟ ମନ୍ଦିରରେ ବିରାଜମାନ ହେଲେ ରାମଲାଲା। ୫୦୦ ବର୍ଷର ଅପେକ୍ଷା ମାତ୍ର ୮୪ ସେକେଣ୍ଡରେ ଆଜି ଶେଷ ହୋଇଛି। ଭାବ, ଶ୍ରଦ୍ଧା ଓ ଆସ୍ଥାର ମହାପର୍ବରେ ଝୁମୁଛି ଭାରତ ସମେତ ସାରା ବିଶ୍ବ। ଏଥିସହିତ ୧୫୨୮ ମସିହାରୁ ଲାଗି ରହିଥିବା ରାମଜନ୍ମଭୂମି ସଂଘର୍ଷର ସୁଖଦ ଅନ୍ତ ଘଟିଛି। ଦିନେ…

ରାମ ମନ୍ଦିର ପ୍ରତିଷ୍ଠା: କେନ୍ଦ୍ର ପରେ…

ଓଏଲ୍‌ ବ୍ୟୁରୋ: ହୋମ ଯଜ୍ଞରେ କମ୍ପୁଛି ଅଯୋଧ୍ୟା ନଗରୀ। ରାମଙ୍କ ପ୍ରାଣପ୍ରତିଷ୍ଠା ପାଇଁ ଉତ୍ସବ ମୁଖର ସାରାଦେଶ। ଅଗଣିତ ରାମଭକ୍ତଙ୍କ ଅପେକ୍ଷାର ହେବ ଅନ୍ତ, ଅଯୋଧ୍ୟା ରାମ ମନ୍ଦିରରେ ବିରାଜମାନ ହେବେ ରାମଲାଲା। ଆଉ ମାତ୍ର ଅଳ୍ପ ଦିନର ଅପେକ୍ଷା, ଅଯୋଧ୍ୟାରେ ପ୍ରାଣ ପ୍ରତିଷ୍ଠା ପାଇଁ ଚାଲିଛି ସଜବାଜ।…

ଅଯୋଧ୍ୟା ରାମ ମନ୍ଦିର ଉଦଘାଟନକୁ ଯିିବେନି…

ଓଏଲ୍‌ ବ୍ୟୁରୋ: ୫୦୦ ବର୍ଷର ପ୍ରତୀକ୍ଷାରେ ଅନ୍ତ ଘଟିବ। ଅଯୋଧ୍ୟାରେ ନିର୍ମିତ ଭବ୍ୟ ମନ୍ଦିରର ହେବ ଶୁଭ ଉଦଘାଟନ। ରାମଲାଲାଙ୍କ ପ୍ରାଣ ପ୍ରତିଷ୍ଠା ଦେଖିବ ସାରା ଜଗତ। ହି ସମାରୋହରେ ଖୋଦ୍‌ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥଙ୍କ ସମେତ ପ୍ରାୟ ୬ ହଜାର ଲୋକେ ଉପସ୍ଥିତ…

ଆଉ ୭ ଦିନ ପରେ ପ୍ରତିଷ୍ଠା ହେବ ରାମ…

ଓଏଲ୍‌ ବ୍ୟୁରୋ: ଆଉ ମାତ୍ର ଅଳ୍ପ ଦିନର ଅପେକ୍ଷା, ଅଗଣିତ ରାମଭକ୍ତଙ୍କ ଅପେକ୍ଷାର ହେବ ଅନ୍ତ, ଅଯୋଧ୍ୟା ରାମ ମନ୍ଦିରରେ ବିରାଜମାନ ହେବେ ରାମଲାଲା। ଅଯୋଧ୍ୟାରେ ପ୍ରାଣ ପ୍ରତିଷ୍ଠା ପାଇଁ ଚାଲିଛି ସଜବାଜ। ଏବେଠୁ ଅଯୋଧ୍ୟାକୁ ରାମଭକ୍ତଙ୍କ ସୁଅ ଛୁଟିଲାଣି। ରାମଲାଲାଙ୍କ ପ୍ରାଣ ପ୍ରତିଷ୍ଠା ନେଇ କମିଟି…

ରାମ ମନ୍ଦିର ପ୍ରତିଷ୍ଠା ଉତ୍ସବକୁ…

ଓଏଲ୍‌ ବ୍ୟୁରୋ: ଅଗଣିତ ରାମଭକ୍ତଙ୍କ ଅପେକ୍ଷାର ହେବ ଅନ୍ତ, ଅଯୋଧ୍ୟାରେ ନିର୍ମିତ ଭବ୍ୟ ରାମ ମନ୍ଦିରରେ ବିରାଜମାନ ହେବେ ରାମଲାଲ। ଅଯୋଧ୍ୟାରେ ପ୍ରାଣ ପ୍ରତିଷ୍ଠା ପାଇଁ ଚାଲିଛି ସଜବାଜ। ଏସବୁ ମଧ୍ୟରେ ସାମ୍ନାକୁ ଆସିଛି ବଡ଼ ଖବର। ସମସ୍ତ ୪ ଶଙ୍କରାଚାର୍ଯ୍ୟ ଅଯୋଧ୍ୟାରେ ଜାନୁଆରୀ ୨୨ ତାରିଖରେ ହେବାକୁ ଥିବା…

ଜାନୁଆରୀ ୨୨ରେ ଭବ୍ୟ ରାମ ମନ୍ଦିରର ପ୍ରାଣ…

ଓଏଲ୍‌ ବ୍ୟୁରୋ: ଭବ୍ୟ ଶ୍ରୀରାମ ମନ୍ଦିରର ପ୍ରତିଷ୍ଠା ଉତ୍ସବ ତାରିଖ ଘୋଷଣା। ୨୦୨୪ ଜାନୁଆରୀ ୨୨ ତାରିଖରେ ପ୍ରତିଷ୍ଠା ହେବ ଉତ୍ତରପ୍ରଦେଶରେ ନିର୍ମିତ ହେଉଥିବା ଭବ୍ୟ ଶ୍ରୀରାମ ମନ୍ଦିର। ଶ୍ରୀରାମ ଜନ୍ମଭୂମି ତୀର୍ଥ କ୍ଷେତ୍ର ଟ୍ରଷ୍ଟ୍‌ କାର୍ଯ୍ୟକର୍ତ୍ତା ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଭେଟି…