ଆରପାରିରେ ପ୍ରଖ୍ୟାତ ସଙ୍ଗୀତ ନିର୍ଦ୍ଦେଶକ…
ବାରିପଦା: ଓଡ଼ିଆ ସିନେ ଜଗତର ପ୍ରସିଦ୍ଧ ସଙ୍ଗୀତ ନିର୍ଦ୍ଦେଶକ ବାଚୁ ମୁଖାର୍ଜୀଙ୍କ ରବିବାର ୬୪ ବର୍ଷ ବୟସରେ ବାରିପଦା ପିଆରଏମ ମେଡିକାଲ କଲେଜ ହସ୍ପିଟାଲରେ ପରଲୋକ ହୋଇଛି। ଛାତିରେ ହଠାତ ଯନ୍ତ୍ରଣା ହେବାରୁ ତାଙ୍କୁ ପରିବାର ଲୋକ ଡାକ୍ତରଖାନାକୁ ନେଇ ଯାଇଥିଲେ। ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା…