ବିପଦ ସଂକେତ ଉପରେ ବୈତରଣୀ
ଆନନ୍ଦପୁର : ରାଜ୍ୟରେ ଲଘୁଚାପଜନିତ ବର୍ଷା ଲାଗିରହିଛି। ବର୍ଷା ଯୋଗୁଁ ଆନନ୍ଦପୁରଠାରେ ବୈତରଣୀ ନଦୀର ଜଳପତ୍ତନ ବିପଦ ସଙ୍କେତ ଟପିଛି। ଏଠାରେ ବିପଦ ସଙ୍କେତ ୩୮.୩୬୦ ମିଟର ରହିଛି। ବର୍ତ୍ତମାନ ଏଠାରେ ନଦୀର ଜଳସ୍ତର ୩୮.୪୦୦ ମିଟର ରହିଛି।
ରାଜ୍ୟରେ ଦୁଇଦିନ ଧରି ଲଗାଣ ବର୍ଷା ଜାରି ରହିଛି। ନଦୀ ଜଳପତ୍ତନ…