Odisha Link
Bridging the Missing Links in Odisha
Browsing Tag

Balasore Train Accident

ରେଳ ଦୁର୍ଘଟଣାର ଚୂଡ଼ାନ୍ତ ମୃତ୍ୟୁ…

ଓଏଲ୍‌ ବ୍ୟୁରୋ: ଗତ ଶୁକ୍ରବାର ବାହାନଗାରେ ଘଟିଥିବା ଛାତିଥରା ରେଳ ଦୁର୍ଘଟଣା ଖବର ସାରା ବିଶ୍ୱବାସୀଙ୍କୁ ମର୍ମାହତ କରିଥିଲା। ରେଳ ଦୁର୍ଘଟଣା ପରେ ଅନେକ ଯାତ୍ରୀ ନିଜର ଜୀବନ ହରାଇଥିବାବେଳେ ଅନେକ ଗୁରୁତର ଭାବେ ଆହତ ହୋଇ ମେଡିକାଲ ବେଡ଼ରେ ନିଜ ଜୀବନ ସହ ସଂଘର୍ଷ କରୁଛନ୍ତି। ଯେଉଁଥିରେ ୨୭୫ ଜଣ ପ୍ରାଣ…

ଖୋର୍ଧା DRMଙ୍କ ସନ୍ଦେହ, ଜାଣିଶୁଣି କେହି…

ଭୁବନେଶ୍ବର: ଜୁନ୍‌ ୨ ଶୁକ୍ରବାର ଠିକ୍‌ ସନ୍ଧ୍ୟା ସମୟରେ ବାଲେଶ୍ବର ଜିଲ୍ଲା ବାହାନଗା ବଜାର ଷ୍ଟେସନ ନିକଟରେ ଘଟିଥିଲା ଭୟଙ୍କର ଦୁର୍ଘଟଣା। ଯେଉଁଥିରେ ୨୭୫ ଜଣ ପ୍ରାଣ ହରାଇଥିବା ବେଳେ ହଜାରେରୁ ଅଧିକ ଲୋକ ଆହତ ହୋଇଥିଲେ। ଏହି ଭୟଙ୍କର ଦୁର୍ଘଟଣାର କାରଣ ଖୋଜା ଚାଲିଥିବା ବେଳେ ଖୋର୍ଧା ଡିଆରଏମ ରିଙ୍କେଶ…

ବାହାନଗାରେ ସିବିଆଇର ସ୍ବତନ୍ତ୍ର ଟିମ୍‌ 

ଓଏଲ୍‌ ବ୍ୟୁରୋ: ଭାରତୀୟ ରେଳବାଇ ଓଡ଼ିଶାର ବାଲେଶ୍ୱର ଜିଲ୍ଲାରେ ଶୁକ୍ରବାର ଘଟିଥିବା ଭୟଙ୍କର ଟ୍ରେନ ଦୁର୍ଘଟଣାର ତଦନ୍ତ ସିବିଆଇ କରିବ ବୋଲି ସୁପାରିସ କରିଛି। ଯାହାରିଫଳରେ କେନ୍ଦ୍ରୀୟ ତଦନ୍ତ ବ୍ୟୁରୋ (ସିବିଆଇ)ର ଏକ ଟିମ୍‌ ବାଲେଶ୍ବରରେ ପହଞ୍ଚିସାରିଛନ୍ତି। ମିଳିଥିବା ରିପୋର୍ଟ ମୁତାବକ, ସିବିଆଇର…

ପୁଣିଥରେ ଓଡ଼ିଶା ଆସୁଛନ୍ତି ମମତା,…

ଓଏଲ ବ୍ୟୁରୋ: ବାହାନଗା ରେଳ ଟ୍ରାଜେଡି ପରେ ଦ୍ବିତୀୟ ଥର ପାଇଁ ଆଜି ଓଡ଼ିଶା ଆସୁଛନ୍ତି ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ। ପଶ୍ଚିମବଙ୍ଗର ଆହତ ଯାତ୍ରୀଙ୍କ ସମ୍ପର୍କରେ ବିସ୍ତୃତ ସୂଚନା ନେବାକୁ ସେ ଓଡ଼ିଶା ଆସୁଥିବା ଜଣାପଡ଼ିଛି। ପଶ୍ଚିମବଙ୍ଗର ଯେଉଁ ଆହତ ଯାତ୍ରୀମାନେ କଟକ ବଡ଼ ମେଡିକାଲରେ…

‘ବାହାନଗା ଟ୍ରେନ ଟ୍ରାଜେଡି ତଦନ୍ତ…

ଓଏଲ୍‌ ବ୍ୟୁରୋ: ବାହାନଗା ରେଳ ଦୁର୍ଘଟଣାକୁ ନେଇ ବଡ଼ ସୂଚନା ଦେଲେ ରେଳ ମନ୍ତ୍ରୀ ଅଶ୍ବିନୀ ବୈଷ୍ଣବ। ଟ୍ରେନ ଟ୍ରାଜେଡିର ସିବିଆଇ ତଦନ୍ତ ସୁପାରିସ କରିଛି ରେଲଓ୍ବେ ବୋର୍ଡ। କେଉଁ ପରିସ୍ଥିତିରେ ଘଟଣା ଘଟିଲା, କେଉଁମାନେ ଦାୟୀ ତାହାର ତଦନ୍ତ ହେବ। ଆଜି ସିବିଆଇ ତଦନ୍ତ ସୁପାରିସ ନେଇ ରେଳ ମନ୍ତ୍ରୀ ଅଶ୍ୱିନୀ…

ଜଣାପଡ଼ିଲା ବାହାନଗା ରେଳ ଦୁର୍ଘଟଣାର ମୂଳ…

ଓଏଲ୍‌ ବ୍ୟୁରୋ: ବାହାନଗାରେ ହୋଇଥିବା ଭୟଙ୍କର ଟ୍ରେନ୍‌ ଦୁର୍ଘଟଣା ମୂଳ କାରଣ ଜଣାପଡ଼ିଲା। ଦୁର୍ଘଟଣା କେମିତି ହେଲା? କାହାର ଭୁଲ ରହିଛି ? ଏଭଳି ଅନେକ ପ୍ରଶ୍ନ ଉଠୁଥିବା ବେଳେ ରେଳ ଦୁର୍ଘଟଣା ନେଇ ଜଣାପଡିଛି ମୂଳ କାରଣ। ରେଳ ମନ୍ତ୍ରୀ ଅଶ୍ବିନୀ ବୈଷ୍ଣବ କହିଛନ୍ତି, ଲେକ୍ଟ୍ରୋନିକ୍ ଇଣ୍ଟରଲକିଂ ସିଷ୍ଟମରେ…

ଭୁବନେଶ୍ବରରେ କେନ୍ଦ୍ର…

ଓଏଲ୍‌ ବ୍ୟୁରୋ: ବାହାନଗା ରେଳ ଦୁର୍ଘଟଣାରେ ଆହତ ହୋଇଥିବା ଲୋକଙ୍କୁ ଭେଟିବେ କେନ୍ଦ୍ର ସ୍ବାସ୍ଥ୍ୟମନ୍ତ୍ରୀ ମନସୁଖ ମାଣ୍ଡଭୀୟ। ଏଥିପାଇଁ ସେ ଆଜି ସକାଳୁ ଭୁବନେଶ୍ବରରେ ପହଁଞ୍ଚିଛନ୍ତି। ପ୍ରଥମେ ସେ ଏମସ୍‌ ଯାଇଛନ୍ତି। ଏମସକୁ ଯାଇ ଟ୍ରେନ ଦୁର୍ଘଟଣାରେ ଆହତ ହୋଇଥିବା ବ୍ୟକ୍ତିଙ୍କୁ ଭେଟିବେ। ସେମାନଙ୍କ…

ବାଲେଶ୍ବର ଟ୍ରେନ ଦୁର୍ଘଟଣା: ବାତିଲ ହେଲା…

ଓଏଲ୍‌ ବ୍ୟୁରୋ: ବାଲେଶ୍ବର ଜିଲ୍ଲା ବାହାନଗା ଷ୍ଟେସନ ନିକଟରେ ଘଟିଥିବା ଭୟଙ୍କର ଟ୍ରେନ ଦୁର୍ଘଟଣାରେ ଶେଷ ହେଲା ଉଦ୍ଧାର କାର୍ଯ୍ୟ। ଏଥିସହ ୯୦୦ରୁ ଅଧିକ ଲୋକ ଆହତ ହୋଇଛନ୍ତି। ଏନେଇ ରେଳ ବିଭାଗର ଅମିତାଭ ଶର୍ମା ସୂଚନା ଦେଇଛନ୍ତି। ବାଲେଶ୍ୱର ଜିଲ୍ଲା ବାହାନଗାଠାରେ ଘଟିଥିବା ଭୟଙ୍କର ଟ୍ରେନ ଦୁର୍ଘଟଣା ପରେ…

ବାଲେଶ୍ବର ଟ୍ରେନ୍‌ ଦୁର୍ଘଟଣା: ବଢ଼ୁଛି…

ଓଏଲ୍‌ ବ୍ୟୁରୋ: ବାଲେଶ୍ବର ଜିଲ୍ଲା ବାହାନଗା ଷ୍ଟେସନ ନିକଟରେ ଘଟିଥିବା ଭୟଙ୍କର ଟ୍ରେନ ଦୁର୍ଘଟଣାରେ ମୃତ୍ୟୁ ସଂଖ୍ୟା ୨୩୩କୁ ବୃଦ୍ଧି ପାଇଛି। ଥିସହ ୯୦୦ରୁ ଅଧିକ ଲୋକ ଆହତ ହୋଇଛନ୍ତି। ଏନେଇ ମୁଖ୍ୟ ଶାସନ ସଚିବ ପ୍ରଦୀପ ଜେନା ସୂଚନା ଦେଇଛନ୍ତି। ଆହତଙ୍କୁ ବାଲେଶ୍ୱର ,ଭଦ୍ରକର ଓ କଟକ ବ ବଡ଼ ଡାକ୍ତରଖାନାରେ…