Odisha Link
Bridging the Missing Links in Odisha
Browsing Tag

Bank Strike

ଶନିବାର ବ୍ୟାଙ୍କ ଧର୍ମଘଟ

ଓଏଲ୍‌ ବ୍ୟୁରୋ: ଆସନ୍ତାକାଲି ଶନିବାର। ଆପଣ ଯଦି କାଲି ପାଇଁ କିଛି ବ୍ୟାଙ୍କ ସମ୍ବନ୍ଧୀୟ ଜରୁରୀ କାର୍ଯ୍ୟ କରିବାକୁ ମନସ୍ଥ କରିଛନ୍ତି ତେବେ ଆଜି ହିଁ କରି ନିଅନ୍ତୁ। କାରଣ ଶନିବାର ଦିନ ବ୍ୟାଙ୍କ ଧର୍ମଘଟ ଡାକରା ଦେଇଛି ସର୍ବଭାରତୀୟ ବ୍ୟାଙ୍କ କର୍ମଚାରୀ ସଂଘ। ଆଉଟସୋର୍ସିଂ ନିଯୁକ୍ତିକୁ ବିରୋଧ କରି ଏହି…

ବ୍ୟାଙ୍କ କର୍ମଚାରୀଙ୍କ ୨ ଦିନିଆ ଧର୍ମଘଟ

ନୂଆଦିଲ୍ଲୀ: ଆଜିଠୁ ସାରା ଦେଶରେ ୨ ଦିନିଆ ବ୍ୟାଙ୍କ ଧର୍ମଘଟ। ସରକାରଙ୍କ ବ୍ୟାଙ୍କ ଘରୋଇକରଣ ବିରୋାଧରେ ବ୍ୟାଙ୍କ ୟୁନିଅନଗୁଡ଼କ ୨ ଦିନିଆ ଧର୍ମଘଟ ଡାକରା ଦେଇଛନ୍ତି। ଗୁରୁବାର ଓ ଶୁକ୍ରବାର ୨ ଦିନ ଏଥିପାଇଁ ବ୍ୟାଙ୍କ ବନ୍ଦ ରହିବ। ଧର୍ମଘଟ ଡାକରା ଫଳରେ ଆଜି ଓ କାଲି ବ୍ୟାଙ୍କ ସେବା ପ୍ରଭାବିତ ହେବ।…

ଆଜିଠୁ ଦୁଇଦିନ ବ୍ୟାଙ୍କ୍‌ ଧର୍ମଘଟ

ଭୁବନେଶ୍ବର: ଆଜି ଠାରୁ ଦୁଇଦିନିଆ ବ୍ୟାଙ୍କ ଧର୍ମଘଟ। ବ୍ୟାଙ୍କ ଘରୋଇକରଣକୁ ବିରୋଧ କରି ୟୁନାଇଟେଡ୍ ଫୋରମ୍ ଅଫ୍ ବ୍ୟାଙ୍କ ୟୁନିୟନ୍ (ୟୁବିଏଫ୍‌ୟୁ) ଏହି ଧର୍ମଘଟ ଡାକରା ଦେଇଛି। ନଅଟି ବ୍ୟାଙ୍କ କର୍ମଚାରୀ ଓ ଅଧିକାରୀ ସଂଘ ଏହି ଧର୍ମଘଟକୁ ସମର୍ଥନ କରୁଛନ୍ତି। ବ୍ୟାଙ୍କଗୁଡ଼ିକ ଗତ ଶନିବାର ଠାରୁ ଛୁଟି…

ବ୍ୟାଙ୍କ ମିଶ୍ରଣକୁ ବିରୋଧ, ୨୭ରେ…

ନୂଆଦିଲ୍ଲୀ:  ମେଗା ବ୍ୟାଙ୍କ ମିଶ୍ରଣକୁ ବିରୋଧ। ଦେଶରେ ରାଷ୍ଟ୍ରାୟତ୍ତ ବ୍ୟାଙ୍କଗୁଡିକର ମିଶ୍ରଣ ନିମନ୍ତେ କେନ୍ଦ୍ର କ୍ୟାବିନେଟ ନେଇଥିବା ନିଷ୍ପତ୍ତିକୁ ଦେଶର ଦୁଇ ବୃହତ୍‌ ବ୍ୟାଙ୍କ ୟୁନିଅନ ଅଲ ଇଣ୍ଡିଆ ବ୍ୟାଙ୍କ ଅଫିସର୍ସ ଆସୋସିଏସନ (ଏଆଇବିଓଏ) ଏବଂ ଅଲ ଇଣ୍ଡିଆ ବ୍ୟାଙ୍କ ଏମ୍ପ୍ଲୟିଜ ଆସୋସିଏସନ ବିରୋଧ…

ଘୁଞ୍ଚିଲା ବ୍ୟାଙ୍କ ଧର୍ମଘଟ

ଭୁବନେଶ୍ବର: ଅନିର୍ଦ୍ଦିଷ୍ଟ କାଳ ପାଇଁ ଘୁଞ୍ଚିଲା ପ୍ରସ୍ତାବିତ ବ୍ୟାଙ୍କ ଧର୍ମଘଟ ଘୁଞ୍ଚିଲା। ଏନେଇ ସୂଚନା ଦେଇଛନ୍ତି ଅଲ୍‌ ଇଣ୍ଡିଆ ବ୍ୟାଙ୍କ ଅଫିସର ମହାସଂଘ ଆବାହକୁ ସମ୍ବିତ ମିଶ୍ର। ଇଣ୍ଡିଆନ୍‌ ବ୍ୟାଙ୍କ ଆସୋସିଏସନ ସହ କଥାବାର୍ତ୍ତା ଚାଲିଛି ବୋଲି କହିଲା ଏଆଇବିଓସି। ଆସନ୍ତା ୧୧ରୁ ୧୩ ଯାଏଁ ବ୍ୟାଙ୍କ…

ବ୍ୟାଙ୍କ ଧର୍ମଘଟ : ପ୍ରଭାବିତ ହେଉଛି…

ଭୁବନେଶ୍ୱର: ଗତକାଲି ଠାରୁ ଦେଶବ୍ୟାପୀ ବ୍ୟାଙ୍କ ଧର୍ମଘଟ ଅନୁଷ୍ଠିତ ହୋଇଯାଇଛି। ମଜୁରି ସଂଶୋଧନରେ ୨୦% ବୃଦ୍ଧି, ୫ ଦିନ ବ୍ୟାଙ୍କ କାର୍ଯ୍ୟ, ମୂଳ ଦରମା ସହିତ ସ୍ୱତନ୍ତ୍ର ଭତ୍ତାର ମିଶ୍ରଣ, ସ୍ୱତନ୍ତ୍ର ପେନସନ୍‍ ସ୍କିମ୍‍, ପରିବାର ପେନ୍‍ସନ୍‌ରେ ବୃଦ୍ଧି ଆଦି ୧୨ ଦଫା ଦାବି ନେଇ ବ୍ୟାଙ୍କ କର୍ମଚାରୀମାନେ…

ଦେଶବ୍ୟାପୀ ବ୍ୟାଙ୍କ କର୍ମଚାରୀଙ୍କ…

ନୂଆଦିଲ୍ଲୀ: ସମାନ କାମକୁ ସମାନ ଦରମା ଦାବିରେ ବ୍ୟାଙ୍କ କର୍ମଚାରୀଙ୍କ ଦେଶବ୍ୟାପୀ ଧର୍ମଘଟ ପାଳନ କରାଯାଉଛି। ଆଜି ଏବଂ ଆସନ୍ତାକାଲି ବନ୍ଦ ରହିବ ବ୍ୟାଙ୍କ। ଧର୍ମଘଟ ଯୋଗୁଁ ବ୍ୟାଙ୍କ ବନ୍ଦ ରହିବା କାରଣରୁ ସାଧାରଣ ଲୋକେ ନାହିଁ ନଥିବା ଅସୁବିଧାର ସମ୍ମୁଖୀନ ହୋଇଛନ୍ତି। ବ୍ୟାଙ୍କରେ କୌଣସି କାରବାର ସମ୍ଭବ…

ବ୍ୟାଙ୍କ ମିଶ୍ରଣକୁ ବିରୋଧ, ଦେଶ ବ୍ୟାପୀ…

ଭୁବନେ‌ଶ୍ବର: ବ୍ୟାଙ୍କ ଧର୍ମଘଟ ନେଇ ଚେତାବନୀ ଦେଇଛି ପବ୍ଲିକ୍‌ ସେକ୍ଟର ବ୍ୟାଙ୍କର ୪ଟି ଅଫିସର୍ସ ୟୁନିୟନ। ସରକାରଙ୍କ ବ୍ୟାଙ୍କ ମିଶ୍ରଣକୁ ବିରୋଧ କରି ପବ୍ଲିକ୍‌ ସେକ୍ଟର ବ୍ୟାଙ୍କର ୪ଟି ଅଫିସର୍ସ ୟୁନିୟନ ପକ୍ଷରୁ ଆସନ୍ତା ୨୬ ଓ ୨୭ ତାରିଖରେ ବ୍ୟାଙ୍କ ଧର୍ମଘଟ ନେଇ ଚେତାବନୀ ଦିଆଯାଇଛି। ସାରା ଦେଶରେ…