ବର୍ଷା ଅନୁଭବ ମାମଲା ଉପରେ…
ନୂଆଦିଲ୍ଲୀ: ଅଭିନେତ୍ରୀ ବର୍ଷା ପ୍ରିୟଦର୍ଶିନୀ ଓ ଅଭିନେତା ତଥା ସାଂସଦ ଅନୁଭବ ମହାନ୍ତି ବିବାଦ ମାମଲାରେ ବର୍ଷାଙ୍କ ଆବେଦନ ଉପରେ ଆଜି ସୁପ୍ରିମକୋର୍ଟ ଶୁଣାଣୀ କରିଛନ୍ତି। ଶୁଣାଣୀ କରି ସୁପ୍ରିମକୋର୍ଟ ଅନୁଭବଙ୍କ ପକ୍ଷରୁ ପଟିଆଲା ହାଉସକୋର୍ଟରେ ଦାଖଲ ହୋଇଥିବା ମାମଲା ଉପରେ ସ୍ଥଗିତାଦେଶ ଦେଇଛନ୍ତି।…