Odisha Link
Bridging the Missing Links in Odisha
Browsing Tag

BCCI

WPL ୨୦୨୩: ମାର୍ଚ୍ଚ ୪ରୁ ଆରମ୍ଭ, କେବେ…

ଓଏଲ୍‌ ବ୍ୟୁରୋ: ଭାରତୀୟ କ୍ରିକେଟ ବୋର୍ଡ ଜାରି କଲା ମହିଳା ପ୍ରିମିୟର ଲିଗ୍‌ (ଡ୍ଲୁପିଏଲ)ର ଖେଳସୂଚୀ। ନିଲାମୀ ପ୍ରକ୍ରିୟା ଶେଷ ହେବାର ୨୪ ଘଣ୍ଟା ନପୁରୁଣୁ ବିସିସିଆଇ ଜାରି କରିଛି ମହିଳା ପ୍ରିମିୟର ଲିଗ୍‌ ୨୦୨୩ର କ୍ରୀଡ଼ାସୂଚୀ। ଏହି ଟୁର୍ଣ୍ଣାମେଣ୍ଟରେ ମୁମ୍ବାଇ ଇଣ୍ଡିଆନ୍ସ, ଗୁଜରାଟ ଜିଆଣ୍ଟସ୍, ୟୁପି…

ଶୃଙ୍ଖଳା ମୂଳପୋଛ କଲା ଭାରତ, ଦିନିକିଆରେ…

ଓଏଲ୍‌ ବ୍ୟୁରୋ: ନ୍ୟୁଜିଲାଣ୍ଡ ବିପକ୍ଷ ଦିନିକିଆ ସିରିଜର ଶେଷ ମ୍ୟାଚକୁ ଜିତିବା ସହିତ ଶୃଙ୍ଖଳା ମୂଳପୋଛ କଲା ଭାରତ। ୩ଟି ଯାକ ମ୍ୟାଚରେ ନ୍ୟୁଜିଲାଣ୍ଡକୁ ହରାଇ ସିରିଜ କ୍ଲିନ୍‌ ସୁଇପ୍‌ କରିଛି ଭାରତ। ଶେଷ ଦିନିକିଆରେ ୩୮୬ ରନର ବିଶାଳ ଲକ୍ଷ୍ୟକୁ ପିଛା କରି ଭ୍ରମଣକାରୀ ନ୍ୟୁଜିଲାଣ୍ଡ ଦଳ ନିର୍ଦ୍ଧାରିତ…

ବିସିସିଆଇ ଚୟନ କମିଟିରେ ଓଡ଼ିଆ ପୁଅ…

ଓଏଲ୍‌ ବ୍ୟୁରୋ: ଭାରତୀୟ କ୍ରିକେଟ ବୋର୍ଡରେ ଓଡ଼ିଆ ପୁଅ ଶିବସୁନ୍ଦର ଦାସଙ୍କୁ ମିଳିଲା ଗୁରୁ ଦାୟିତ୍ବ। ଟିମ୍‌ ଇଣ୍ଡିଆର ପୂର୍ବତନ ଖେଳାଳି ଶିବସୁନ୍ଦର ଦାସ ବିସିସିଆଇ ସିନିୟର ଚୟନ କିମିଟିର ଚୟନକର୍ତ୍ତା ନିଯୁକ୍ତ ହୋଇଛନ୍ତି। ଯାହା ଓଡ଼ିଶା ପାଇଁ ଗର୍ବର ବିଷୟ। କ୍ରିକେଟ ଆଡଭାଇଜରି କମିଟି ଆଜି ବିସିସିଆଇ…

ଶହେତମ ଟେଷ୍ଟରେ କ୍ଲିନ୍‌ ବୋଲ୍ଡ ବିରାଟ,…

ଓଏଲ୍‌ ବ୍ୟୁରୋ: ନୂଆ ମାଇଲ ଖୁଣ୍ଟ ଛୁଇଁଲେ ରନ୍‌ ମେସିନ୍‌ ବିରାଟ କୋହଲି। ଶ୍ରୀଲଙ୍କା ବିପକ୍ଷରେ ନିଜର ୧୦୦ ତମ ଟେଷ୍ଟ ଖେଳିଛନ୍ତି ବିରାଟ କୋହଲି। ହେଲେ ଦର୍ଶକଙ୍କୁ ନିରାଶ ହେବାକୂ ପଡ଼ିଛି। କାରଣ ନିଜର ଶହେତମ ଟେଷ୍ଟରେ ବଡ଼ ସ୍କୋର କରିବାରେ ବିଫଳ ହୋଇଛନ୍ତି ବିରାଟ। ନିଜର ଶହେତମ ଟେଷ୍ଟ୍ ଖେଳୁଥିବା…

ଚିନ୍ତାରେ ବିସିସିଆଇ: ଖେଳାଳି ପଜିଟିଭ…

ଓଏଲ୍‌ ବ୍ୟୁରୋ: ଭାରତ-ଓ୍ବେଷ୍ଟଇଣ୍ଡିଜ ସିରିଜ ଉପରେ କରୋାନାର କଳା ବାଦଲ। ରବିବାରଠୁ ଆରମ୍ଭ ହେବାକୁ ଯାଉଛି ଭାରତ ଓ ଓ୍ବେଷ୍ଟଇଣ୍ଡିଜ ଦିନିକିଆ ସିରିଜ। ଏହାପୂର୍ବରୁ ଟିମ୍‌ ଇଣ୍ଡିଆର ୫ ଖେଳାଳି ଓ ୨ ସପୋର୍ଟିଂ ଷ୍ଟାଫ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଯାହାଫଳରେ ଦିନିକିଆ ସିରିଜ ଉପରେ କରୋନାର କଳା…

କୋହଲିଙ୍କ ବିରାଟ ନିଷ୍ପତ୍ତି ପରେ…

ନୂଆଦିଲ୍ଲୀ: ଦକ୍ଷିଣ ଆଫ୍ରିକା ବିପକ୍ଷ ଟେଷ୍ଟ ସିରିଜ ହାରିବା ପରେ ସମସ୍ତଙ୍କୁ ଚକିତ କଲାଭଳି ଘୋଷଣା କରିଛନ୍ତି ବିରାଟ କୋହଲି। ଭାରତୀୟ ଟେଷ୍ଟ ଦଳର ଅଧିନାୟକ ପଦରୁ ସେ ଇସ୍ତଫା ଦେଇଥିବା ନେଇ ସେ ଟ୍ବିଟ୍‌ କରି ଘୋଷଣା କରିଛନ୍ତି। ଏହାପୂର୍ବରୁ ବିରାଟ ଟି-୨୦ ଅଧିନାୟକ ପଦ ଛାଡ଼ିଥିଲେ। ପରେ ତାଙ୍କୁ…

ବକ୍ସିଂ ଡେ ବିଜୟ ସହ ବର୍ଷ ଶେଷ କଲା…

ସେଞ୍ଚୁରିଆନ୍‌: ଦମଦାର ବିଜୟ ସହ ୨୦୨୧ ବର୍ଷକୁ ବିଦାୟ ଦେଇଛି ଟିମ୍‌ ଇଣ୍ଡିଆ। ପୁଣିଥରେ ବିଦେଶ ମାଟିରେ କମାଲ କଲା ଟିମ୍‌ ଇଣ୍ଡିଆ। ବକ୍ସିଂ ଡେ' ଟେଷ୍ଟରେ ସାଉଥଆଫ୍ରିକାକୁ ୧୩୩ ରନରେ ମାତ୍‌ ଦେଇ ବିଜୟ ହାସଲ କରିଛି ବିରାଟ ବାହିନୀ। ଏହି ବିଜୟ ସହ ଟିମ ଇଣ୍ଡିଆ ୩ ମ୍ୟାଚ୍‌ ବିିଶିଷ୍ଟ ଟେଷ୍ଟ ସିରିଜରେ…

ଟିମ୍‌ ଇଣ୍ଡିଆକୁ ଝଟକା: ଟେଷ୍ଟ ସିରିଜରୁ…

ନୂଆଦିଲ୍ଲୀ: ଦକ୍ଷିଣ ଆଫ୍ରିକା ଗସ୍ତ ପୂର୍ବରୁ ଟିମ୍‌ ଇଣ୍ଡିଆକୁ ବଡ଼ ଝଟକା। ଦକ୍ଷିଣ ଆଫ୍ରିକା ଗସ୍ତ ୨ ଦିନ ପୂର୍ବରୁ ଭାରତୀୟ ଦଳକୁ ଜୋରଦାର ଝଟକା। ଦକ୍ଷିଣ ଆଫ୍ରିକା ବିପକ୍ଷ ଟେଷ୍ଟ ସିରିଜରୁ ଉପ-ଅଧିନାୟକ ରୋହିତ ଶର୍ମା ବାଦ ପଡ଼ିଛନ୍ତି। ଆହତ କାରଣରୁ ଟେଷ୍ଟ ସିରିଜରୁ ବାଦ ପଡ଼ିଛନ୍ତି ରୋହିତ। ତାଙ୍କ ବଦଳ…

ଟିମ୍‌ ଇଣ୍ଡିଆ କିଭଳି ଜିତିବ ବିଶ୍ବକପ୍‌…

ନୂଆଦିଲ୍ଲୀ: ଟିମ୍‌ ଇଣ୍ଡିଆର ଦକ୍ଷିଣ ଆଫ୍ରିକା ଗସ୍ତ ଐତିହାସିକ ହେବାକୁ ଯାଉଛି। କାରଣ ଟି-୨୦ ଅଧିନାୟକ ହେବା ପରେ ରୋହିତ ଶର୍ମାଙ୍କୁ ଏବେ ଦିନିକିଆ ଦଳର ଅଧିନାୟକ ପଦ ମଧ୍ୟ ମିଳିଛି। ଦକ୍ଷିଣ ଆଫ୍ରିକା ଗସ୍ତ ରୋହିତଙ୍କ ପାଇଁ ବଡ଼ ଚ୍ୟ୍ୟାଲେଞ୍ଜ ହେବ ନିଶ୍ଚିତ। କାରଣ ଫୁଲ ଟାଇମ୍‌ ଅଧିନାୟକ ହେବା ପରେ…

କ୍ୟାପଟେନ୍ ବିବାଦ ପ୍ରସଙ୍ଗ: ବଡ଼ ବୟାନ…

ନୂଆଦିଲ୍ଲୀ: ଚର୍ଚ୍ଚାରେ ଟିମ୍‌ ଇଣ୍ଡିଆରେ କ୍ୟାପଟେନ୍ସି ପ୍ରସଙ୍ଗ। ଭାରତୀୟ କ୍ରିକେଟ ଦଳର ସୀମିତ ଓଭରର ନୂଆ ଅଧିନାୟକ ଭାବେ ରୋହିତ ଶର୍ମାଙ୍କୁ ମିଳିଛି ଦାୟିତ୍ବ। ବିରାଟ କୋହଲିଙ୍କୁ ଦିନିକିଆ ଅଧିନାୟକ ପଦରୁ ହଟାଯାଇ ରୋହିତଙ୍କୁ ଅଧିନାୟକ ଦାୟିତ୍ବ ମିଳିବା ପରେ ସାମାଜିକ ଗଣମାଧ୍ୟମରେ ବିତର୍କ ଜାରି…