ବିଜେପିର ଜନଜାଗରଣ ଶୋଭାଯାତ୍ରା
ବ୍ରହ୍ମପୁର: ନାଗରିକତା ସଂଶୋଧନ ଆଇନ (ସିଏଏ) ସମ୍ପର୍କରେ ଆଜି ବ୍ରହ୍ମପୁରରେ ବିଶାଳ ସଚେତନତା ଶୋଭାଯାତ୍ରାର ଆୟୋଜନ ହୋଇଛି। କେନ୍ଦ୍ରମନ୍ତ୍ରୀ ବାବୁଲ ସୁପ୍ରିଓ, ବିଜେପି ରାଷ୍ଟ୍ରୀୟ ଉପାଧ୍ୟକ୍ଷ ବୈଜୟନ୍ତ ପଣ୍ଡା ଏହି ଶୋଭାଯାତ୍ରାରେ ସାମିଲ ହୋଇଛନ୍ତି।\
ନାଗରିକତା ସଂଶୋଧନ ଆଇନ ସମ୍ପର୍କରେ ଲୋକଙ୍କୁ…