Odisha Link
Bridging the Missing Links in Odisha
Browsing Tag

Bhanjanagar

ମିଳିଲାନି ମହାପ୍ରୟାଣ ଗାଡ଼ି, ବାଇକରେ…

ଭଞ୍ଜନଗର: ଗଞ୍ଜାମ ଜିଲ୍ଲା ଜଗନ୍ନାଥ ପ୍ରସାଦ ଗାଁରୁ ଆସିଛି ଏକ ଦୁଃଖ ଦାୟକ ଖବର। ମେଡ଼ିକାଲରୁ ଶବକୁ ଘରକୁ ନେବା ପାଇଁ ମହାପ୍ରୟାଣ ଗାଡ଼ି ନ ମିଳିବାରୁ ଶେଷରେ ବାଇକରେ ବସାଇ ଘରକୁ ନେଲେ ପରିବାର ଲୋକେ। ପ୍ରକାଶ ଯେ, ଆଜି ସକାଳୁ ଜିରାବାଡ଼ି ଗ୍ରାମର ନୀଳ ମାଧବ ପ୍ରଧାନ ଚାହା ପିଇବା ପାଇଁ ବଜାରକୁ…

ବିଲରୁ ମହିଳାଙ୍କ ଅର୍ଦ୍ଧଦଗ୍ଧ ମୃତଦେହ…

ଭଞ୍ଜନଗର : ଗଞ୍ଜାମ ଜିଲ୍ଲା ସୋରଡା ଥାନା ଅନ୍ତର୍ଗତ ବଜ୍ରଗୁମା ଗାଁରୁ ଜଣେ ମହିଳାଙ୍କ ମୃତଦେହ ଉଦ୍ଧାର ହୋଇଛି। ବିଲରୁ ମହିଳାଙ୍କ ଅର୍ଦ୍ଧଦଗ୍ଧ ମୃତ ଦେହ ଉଦ୍ଧାର କରାଯାଇଛି। ତେବେ ମୃତକ ମହିଳାଙ୍କ ପରିଚୟ ମିଳିପାରି ନାହିଁ। ହତ୍ୟା ପରେ ନିଆଁ ଲଗାଇ ଦେଇଥିବା ସନ୍ଦେହ କରାଯାଉଛି । ଖବର ପାଇ ଘଟଣାସ୍ଥଳରେ…

ଘରୁ ଡାକି ଜାଳିଦେଲେ

ଭଞ୍ଜନଗର: ଘରୁ ଡାକି ଯୁବକଙ୍କ ଉପରେ ପେଟ୍ରୋଲ ଢାଳି ଜାଳିଦେଲେ ଦୁଇ ଦୁର୍ବୃତ୍ତ। ଏପରି ଏକ ଅଭାବନୀୟ ଘଟଣା ଘଟିଛି ଗଞ୍ଜାମ ଜିଲ୍ଲା ଭଞ୍ଜନଗର ଧୁମୁଛାଇ ଗାଁରେ। ପୂର୍ବ ଶତ୍ରୁତାରୁ ନେଇ ଏପରି ଘଟଣା ଘଟିଥିବା ପୁଲିସ ପ୍ରାଥମିକ ଅନୁସନ୍ଧାନରୁ ଜାଣିବାକୁ ପାଇଛି। ଜଳିଯାଇଥିବା ଯୁବକଙ୍କ ନାମ ସନ୍ତୋଷ ନାୟକ।…