Odisha Link
Bridging the Missing Links in Odisha
Browsing Tag

Bhitarakanika

ଜୁଲାଇ ୩୧ ତାରିଖ ଯାଏଁ ଭିତରକନିକା ଜାତୀୟ…

ପଟ୍ଟାମୁଣ୍ଡାଇ: ଆଜିଠୁ ୩ ମାସ ବନ୍ଦ ରହିବ ଭିତରକନିକା ଜାତୀୟ ଉଦ୍ୟାନ। କୁମ୍ଭୀରମାନଙ୍କ ପ୍ରଜନନ ପାଇଁ ପର୍ଯ୍ୟଟକଙ୍କ ପାଇଁ ଭିତରକନିକା ଜାତୀୟ ଉଦ୍ୟାନ ଆଜିଠୁ ବନ୍ଦ ରହିବ। ପ୍ରଜନନ ସମୟରେ କୁମ୍ଭୀର ମାନେ ଅଧିକ ହିଂସ୍ର ହୋଇଥାନ୍ତି ତେଣୁ ଆସନ୍ତା ଜୁଲାଇ ୩୧ ତାରିଖ ପର୍ଯ୍ୟନ୍ତ ବନ୍ଦ ରହିବ ଭିତରକନିକା।…

ଆଜିଠୁ ୯ ଦିନ ବନ୍ଦ ରହିବ ଭିତରକନିକା

କେନ୍ଦ୍ରାପଡା: ଆଜିଠୁ ୯ ଦିନ ବନ୍ଦ ରହିବ ବିଶ୍ୱ ପ୍ରସିଦ୍ଧ ଭିତରକନିକା ଜାତୀୟ ଉଦ୍ୟାନ। ପ୍ରତିବର୍ଷ ଭଳି ଚଳିତବର୍ଷ ଜାନୁଆରୀ ୧୫ରୁ ୨୩ ପର୍ଯ୍ୟନ୍ତ କୁମ୍ଭୀର ଗଣନା କରାଯିବ। ଏହି ସମୟରେ ପର୍ଯ୍ୟଟକ ମାନଙ୍କ ପାଇଁ ଭିତରକନିକା ବନ୍ଦ ରହିବ ବୋଲି ବନଖଣ୍ଡ ଅଧିକାରୀ ବିକାଶରଞ୍ଜନ ଦାଶ ସୂଚନା ଦେଇଛନ୍ତି।…

ଭିତରକନିକାରେ ବିଦେଶାଗତ ପକ୍ଷୀ ସଂଖ୍ୟା…

ରାଜନଗର: ଭିତରକନିକା ଜାତୀୟ ଉଦ୍ୟାନରେ ଚଳିତବର୍ଷ ବିଦେଶାଗତ ପକ୍ଷୀଙ୍କ ସଂଖ୍ୟା ବୃଦ୍ଧି ପାଇଛି। ଗତ ୬ ତାରିଖ ଦିନ ବନ ବିଭାଗ ପକ୍ଷରୁ ହୋଇଥିବା ଗଣନାରୁ ଏହା ଜଣାପଡିଛି। ଗତବର୍ଷ ଭିତରକନିକାରେ ୧ ଲକ୍ଷ ୯ ହଜାର ୦୫୯ ପକ୍ଷୀଙ୍କ ଆମନ ହୋଇଥିବା ବେଳେ ଚଳିତବର୍ଷ ୧ ଲକ୍ଷ ୧୮ ହଜାର ୩୨୬ ପକ୍ଷୀଙ୍କ ଆଗମନ…

ବଢ଼ିଲା ଭିତରକନିକାରେ କୁମ୍ଭୀର ସଂଖ୍ୟା

ଭୁବନେଶ୍ବର: ସରିଲା ବିଶ୍ୱ ପ୍ରସିଦ୍ଧ ଭିତରକନିକା ଜାତୀୟ ଉଦ୍ୟାନରେ ଚଳିତ ବର୍ଷ କୁମ୍ଭୀର ଗଣନା। ମିଳିଥିବା ତଥ୍ୟ ଅନୁସାରେ ଗତବର୍ଷ ଅପେକ୍ଷା ଚଳିତ ବର୍ଷ ୧୫ଟି କୁମ୍ଭୀର ବଢ଼ିଛନ୍ତି। ଗତବର୍ଷ ଭିତର କନିକାରେ ୧୭୪୨ କୁମ୍ଭୀର ଥିବାବେଳେ ଚଳିତ ବର୍ଷ ଏହା ବୃଦ୍ଧି ପାଇ ୧୭୫୭ରେ ପହଞ୍ଚିଛି। କୁମ୍ଭୀର ବିଶାରଦ…