କଂଗ୍ରେସର ପୂର୍ବତନ ବିଧାୟକ ବିଜୟ…
ଜଗତସିଂହପୁର: କଂଗ୍ରେସର ପୂର୍ବତନ ବିଧାୟକ ବିଜୟ କୁମାର ନାୟକଙ୍କର ଆଜି ପରଲୋକ ହୋଇଛି। ଶ୍ରୀ ନାୟକ ବାର୍ଦ୍ଧକ୍ୟଜନିତ ରୋଗରେ ପୀଡ଼ିତ ଥିଲେ। ମୃତ୍ୟୁ ବେଳକୁ ତାଙ୍କୁ ୭୦ ବର୍ଷ ହୋଇଥିଲା।
ସେଥିପାଇଁ ତାଙ୍କୁ ଭୁବନେଶ୍ୱରର ଏକ ଘରୋଇ ମେଡିକାଲରେ ଭର୍ତ୍ତି କରାଯାଇଥିଲା। ତେବେ ଚିକିତ୍ସାଧୀନ ଅବସ୍ଥାରେ ଆଜି…