ସୁନ୍ଦରଗଡ଼: କଣ୍ଟେନ୍ମେଣ୍ଟ ଜୋନ୍ ଘୋଷଣା…
ଭୁବନେଶ୍ବର: ସୁନ୍ଦରଗଗଡ଼ ଜିଲ୍ଲାର ବିଶ୍ରା ବ୍ଲକରେ ୨ଜଣ କରୋନ ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏହାପରେ ବିଶ୍ରା ଅଞ୍ଚଳକୁ କଣ୍ଟେନମେଣ୍ଟ ଜୋନ୍ ଘୋଷଣା କରିଛି ଜିଲ୍ଲା ପ୍ରଶାସନ। ତର୍କତାମୂଳକ ପଦକ୍ଷେପ ସ୍ୱରୂପ ଆସିଆନା କଲୋନୀ ଓ ଏହାର ଆଖପାଖ ଅଞ୍ଚଳକୁ ସିଲ୍ କରାଯାଇଛି। ଏହି ଅଞ୍ଚଳରେ କରୋନା ଆକ୍ରାନ୍ତଙ୍କ…