ପଦ୍ମ ଧରିଲେ ବରୀର ପୂର୍ବତନ ବିଧାୟିକା
ଓଏଲ୍ ବ୍ୟୁରୋ: ବିଜେଡି ଛାଡ଼ି ବିଜେପିରେ ସାମିଲ ହେଲେ ବରୀର ପୂର୍ବତନ ବିଧାୟିକା ସୁନନ୍ଦା ଦାସ। ନିଜ ସମର୍ଥକଙ୍କ ସହ ସୁନନ୍ଦା ଦାସ ବିଜେପିରେ ସାମିଲ ହୋଇଛନ୍ତି। ବିଜେପି ରାଜ୍ୟ କାର୍ଯ୍ୟାଳୟରେ ରାଜ୍ୟ ସଭାପତି ମନମୋହନ ସାମଲଙ୍କ ଉପସ୍ଥିତିରେ ବିଜେପିରେ ସାମିଲ ହୋଇଛନ୍ତି।
ସୂଚନା ଅନୁସାରେ, ୨୦୧୯ରେ…