ଦରଦାମ ବୃଦ୍ଧିକୁ ନେଇ ଚିନ୍ତାରେ ଜନତା,…
ଓଏଲ୍ ବ୍ୟୁରୋ: ଆକାଶଛୁଆଁ ହେଲାଣି ଅତ୍ୟାବଶ୍ୟକ ସାମଗ୍ରୀ ଦର। ଲୋକଙ୍କୁ ବାଧୁଛି ଦରଦାମ ବୃଦ୍ଧି। ହୁ ହୁ ହୋଇ ବଢିଚାଲିଛି ଦୈନନ୍ଦିନ ବ୍ୟବହାର ହେଉଥିବା ଅତ୍ୟାବଶ୍ୟକ ସାମଗ୍ରୀର ଦାମ। ଡାଲି, ଚାଉଳ, ପରିବା ଏପରିକି ଆଳୁ ପିଆଜ ଭଳି ନିହାତି ଆବଶ୍ୟକ ଖାଉଟି ସାମଗ୍ରୀ ଦର ବୃଦ୍ଧିକୁ ନେଇ ଅତିଷ୍ଠ ହେଲେଣି…