Odisha Link
Bridging the Missing Links in Odisha
Browsing Tag

BJD

ଅରିନ୍ଦମ, ସିଦ୍ଧାନ୍ତଙ୍କ ପରେ ବିଜେଡି…

ଓଏଲ୍‌ ବ୍ୟୁରୋ: ପ୍ରିୟଦର୍ଶୀ ମିଶ୍ରଙ୍କ ପରେ ବିଜେଡି ଛାଡ଼ିଲେ ଆଉ ଜଣେ ଷ୍ଟାର ନେତା। ବିଜେଡି ଛାଡ଼ଇଲେ କରୋଇର ପୂର୍ବତନ ବିଧାୟକ ତଥା ଅଭିନେତା ଆକାଶ ଦାସ ନାୟକ। ସେ ଆଜି ଦଳର ପ୍ରାଥମିକ ସଦସ୍ୟତାରୁ ଇସ୍ତଫା ଦେଇଛନ୍ତି। ବିଜେଡି ସଭାପତି ନବୀନ ପଟ୍ଟନାୟକଙ୍କ ପାଖକୁ ସେ ତାଙ୍କ ଇସ୍ତଫାପତ୍ର ପଠାଇ…

ବିଜେଡି ଛାଡ଼ିଲେ ପ୍ରିୟଦର୍ଶୀ ମିଶ୍ର

ଓଏଲ୍‌ ବ୍ୟୁରୋ: ପାଖେଇ ଆସୁଛି ନିର୍ବାଚନ ତାରିଖ। ନିର୍ବାଚନ ଯେତେ ପାଖଉଛି ବିଭିନ୍ନ ଦଳର ଅସନ୍ତୁଷ୍ଟ କର୍ମୀ ଜଣଙ୍କ ପରେ ଜଣେ ଦଳ ଛାଡ଼ିବାରେ ଲାଗିଛନ୍ତି। ଆଜି ପୂର୍ବତନ ବିଧାୟକ ପ୍ରିୟଦର୍ଶୀ ମିଶ୍ର ବିଜେଡିରୁ ଇସ୍ତଫା ଦେଇଛନ୍ତି। ସେ ଆଜି ଦଳର ପ୍ରାଥମିକ ସଦସ୍ୟତାରୁ ଇସ୍ତଫା ଦେଇଛନ୍ତି। ବିଜେଡି ସଭାପତି…

ବିଜେଡିକୁ ଫେରିବେ ସୌମ୍ୟରଂଜନ!

ଭୁବନେଶ୍ବର: ବିଜୁ ଜନତା ଦଳରୁ ବହିଷ୍କୃତ ହେବାର ୬ ମାସ ପରେ ବରିଷ୍ଠ ରାଜନେତା ତଥା ଖଣ୍ଡପଡ଼ା ବିଧାୟକ ସୌମ୍ୟରଂଜନ ପଟ୍ଟନାୟକ ପୁଣି ଦଳକୁ ଫେରିବାର ଆଶା ଉଦୟ ହୋଇଛି। ଦଳୀୟ ସମୀକରଣ ଠିକ ରହିଲେ ସେ କିମ୍ବା ତାଙ୍କର କନ୍ୟା ତଥା ସମ୍ବାଦର ସଂପାଦକ ତନୟା ପଟ୍ଟନାୟକ ବିଜେଡିରୁ ପ୍ରାର୍ଥୀ ହୋଇପାରନ୍ତି ବୋଲି…

ବିଜେଡିରେ ମିଶିଲେ ସୁରେନ୍ଦ୍ର ସିଂ

ଓଏଲ୍‌ ବ୍ୟୁରୋ: ସାରା ଦେଶରେ ନିର୍ବାଚନୀ ବିଗୁଲ ବାଜି ସାରିଛି। ୨୦୨୪ ନିର୍ବାଚନୀ ବିଗୁଲ ବାଜିବା ପରେ ସମସ୍ତ ରାଜନୈତିକ ଦଳ ଆରମ୍ଭ କରିଛନ୍ତି ସ୍ବତନ୍ତ୍ର ରଣନୀତି। ପ୍ରକାଶ ପାଇଛି ବିଜେଡିର ପ୍ରଥମ ପ୍ରାର୍ଥୀ ତାଲିକା। ବିଧାନସଭା ସହ ଲୋକସଭା ପାଇଁ ପ୍ରାର୍ଥୀଙ୍କ ତାଲିକା ଘୋଷଣା କରିଛନ୍ତି ବିଜେଡି…

କଟକ: ବିଜେଡିର ସାଂସଦ ପ୍ରାର୍ଥୀ ସଂତୃପ୍ତ…

ଓଏଲ୍‌ ବ୍ୟୁରୋ: ସାରା ଦେଶରେ ବାଜି ସାରିଲାଣି ନିର୍ବାଚନୀ ବିଗୁଲ। ସମସ୍ତ ରାଜନୈତିକ ଦଳ ଜୋରଦାର ଆରମ୍ଭ କଲେଣି ପ୍ରସ୍ତୁତି। ଓଡ଼ିଶାରେ ଏକାସଙ୍ଗେ ବିଧାନସଭା ଓ ଲୋକସଭା ନିର୍ବାଚନ ହେଉଥିବାରୁ ସମସ୍ତଙ୍କ ରହିଛି ନଜର। ୨୦୨୪ ନିର୍ବାଚନୀ ବିଗୁଲ ବାଜିବା ପରେ ସମସ୍ତ ରାଜନୈତିକ ଦଳ ଆରମ୍ଭ କରିଛନ୍ତି…

୨ୟ ପର୍ଯ୍ୟାୟ ଲୋକସଭା ପ୍ରାର୍ଥୀ ତାଲିକା…

ଓଏଲ୍‌ ବ୍ୟୁରୋ: ବାଜିଲା ନିର୍ବାଚନୀ ବିଗୁଲ୍। ୨୦୨୪ ନିର୍ବାଚନୀ ବିଗୁଲ ବାଜିବା ପରେ ସମସ୍ତ ରାଜନୈତିକ ଦଳ ଆରମ୍ଭ କରିଛନ୍ତି ସ୍ବତନ୍ତ୍ର ରଣନୀତି। ପ୍ରକାଶ ପାଇଛି ବିଜେଡିର ପ୍ରଥମ ପ୍ରାର୍ଥୀ ତାଲିକା। ବିଧାନସଭା ସହ ଲୋକସଭା ପାଇଁ ପ୍ରାର୍ଥୀଙ୍କ ତାଲିକା ଘୋଷଣା କରିଛନ୍ତି ବିଜେଡି ସୁପ୍ରିମୋ ନବୀନ…

ନୟାଗଡ଼: ଧରାଶାୟୀ ଅରୁଣ ସୂତ୍ର

ନୟାଗଡ଼: ବିଗତ ୨୪ ବର୍ଷର ରାଜନୈତିକ ଇତିହାସରେ ପ୍ରଥମ ଥର ପାଇଁ ନୟାଗଡ଼ ଜିଲ୍ଲାରେ ଏକ ନୂଆ ସମୀକରଣ ଦେଖିବାକୁ ମିଳିଛି। ବିଜୁ ଜନତା ଦଳର ତୁଙ୍ଗ ନେତା ତଥା ନୟାଗଡ଼ ବିଧାୟକ ଅରୁଣ କୁମାର ସାହୁଙ୍କ ଚିରାଚରିତ ସୂତ୍ର ପ୍ରଥମ ଥର ପାଇଁ ଦଳ ଦ୍ବାରା ଅଗ୍ରାହ୍ୟ ହୋଇଛି। ଜିଲ୍ଲାର ନୟାଗଡ଼ ସମେତ ଦଶପଲ୍ଲା ଓ ରଣପୁର…

ବିଜେଡି ଏକାକୀ ଲଢ଼ିବ, ତିନି ଚତୁର୍ଥାଂଶରୁ…

ଓଏଲ୍‌ ବ୍ୟୁରୋ: ସାରା ଦେଶରେ ନିର୍ବାଚନୀ ମାହୋଲ। ଓଡ଼ିଶାରେ ଏକାଥରେ ବିଧାନସଭା ଓ ଲୋକସଭା ନିର୍ବାଚନ ହେଉଥିବା ବେଳେ ସାରା ଦେଶର ନଜର ଏବେ ବିଶେଷ ଭାବେ ଓଡ଼ିଶା ଉପରେ ରହିଛି। ଓଡ଼ିଶାରେ ବିଜେଡି-ବିଜେପି ମେଣ୍ଟ ହେବା ଚର୍ଚ୍ଚାରେ ପଡ଼ିଲା ପୂର୍ଣ୍ଣଚ୍ଛେଦ। ମଧ୍ୟାହ୍ନରେ ଓଡ଼ିଶା ବିଜେପି ସଭାପତି ମନମୋହନ ସାମଲ…

ବିଜେଡି ଛାଡ଼ିବା ପରେ ଏପରି କହିଲେ…

ଓଏଲ୍‌ ବ୍ୟୁରୋ: ଗତକାଲି ଜଣେ ପୁଲିସ୍ ଏସ୍‌ଆଇଙ୍କୁ ଦୁର୍ବ୍ୟବହାର ଅଭିଯୋଗରେ ୧୩ ବର୍ଷ ପରେ ଭର୍ତ୍ତୃହରି ମହତାବଙ୍କ ନାଁରେ ଚାର୍ଜଫ୍ରେମ୍‌ ହୋଇଥିଲା। ଏହାର ଦିନକ ପରେ ବିଜୁ ଜନତା ଦଳରୁ ଇସ୍ତଫା ଦେଇଛନ୍ତି କଟକ ସାଂସଦ ଭର୍ତ୍ତୃହରି ମହତାବ। ଆଜି ଏକ ସାମ୍ବାଦିକ ସମ୍ମିଳନୀ କରି ସେ ସୂଚନା ଦେଇଛନ୍ତି। ସେ…

ନବୀନଙ୍କୁ ପ୍ରଶଂସା କଲେ ମନମୋହନ

ଓଏଲ୍‌ ବ୍ୟୁରୋ: ସାରା ଦେଶରେ ନିର୍ବାଚନୀ ମାହୋଲ। ଓଡ଼ିଶାରେ ଏକାଥରେ ବିଧାନସଭା ଓ ଲୋକସଭା ନିର୍ବାଚନ ହେଉଥିବା ବେଳେ ସାରା ଦେଶର ନଜର ଏବେ ବିଶେଷ ଭାବେ ଓଡ଼ିଶା ଉପରେ ରହିଛି। ଓଡ଼ିଶାରେ ବିଜେଡି-ବିଜେପି ମେଣ୍ଟ ହେବା ଚର୍ଚ୍ଚାରେ ପଡ଼ିଲା ପୂର୍ଣ୍ଣଚ୍ଛେଦ। ଖୋଦ୍‌ ଓଡ଼ିଶା ବିଜେପି ସଭାପତି ମନମୋହନ ସାମଲ ମେଣ୍ଟ…