Odisha Link
Bridging the Missing Links in Odisha
Browsing Tag

BJD

ନବୀନଙ୍କୁ ପ୍ରଶଂସା କଲେ ମନମୋହନ

ଓଏଲ୍‌ ବ୍ୟୁରୋ: ସାରା ଦେଶରେ ନିର୍ବାଚନୀ ମାହୋଲ। ଓଡ଼ିଶାରେ ଏକାଥରେ ବିଧାନସଭା ଓ ଲୋକସଭା ନିର୍ବାଚନ ହେଉଥିବା ବେଳେ ସାରା ଦେଶର ନଜର ଏବେ ବିଶେଷ ଭାବେ ଓଡ଼ିଶା ଉପରେ ରହିଛି। ଓଡ଼ିଶାରେ ବିଜେଡି-ବିଜେପି ମେଣ୍ଟ ହେବା ଚର୍ଚ୍ଚାରେ ପଡ଼ିଲା ପୂର୍ଣ୍ଣଚ୍ଛେଦ। ଖୋଦ୍‌ ଓଡ଼ିଶା ବିଜେପି ସଭାପତି ମନମୋହନ ସାମଲ ମେଣ୍ଟ…

ଆରପାରିରେ ଦାମ ରାଉତ

ଓଏଲ୍‌ ବ୍ୟୁରୋ: ଆଉ ନାହାନ୍ତି ବର୍ଷିଆନ୍‌ ରାଜନେତା ଦାମୋଦର ରାଉତ। ୮୩ ବର୍ଷ ବୟସରେ ବରିଷ୍ଠ ବିଜେଡି ନେତା ଦାମୋଦର ରାଉତଙ୍କ ଦେହାନ୍ତ। ଭୁବନେଶ୍ବରର ଏକ ଘରୋଇ ମେଡିକାଲରେ ପରଲୋକ ହୋଇଛି। ଚିକିତ୍ସାଧୀନ ଅବସ୍ଥାରେ ସକାଳ ୫ଟା ୨୩ରେ ଶ୍ରୀ ରାଉତଙ୍କ ଦେହାନ୍ତ ହୋଇଥିବା ସୂଚନା ଦେଇଛନ୍ତି ପୁଅ ସମ୍ବିତ…

ପୁରୀ: ବିଜେଡିର ସାଂସଦ ପ୍ରାର୍ଥୀ ଅରୂପ!

ଓଏଲ୍‌ ବ୍ୟୁରୋ: ସାରା ଦେଶରେ ବାଜି ସାରିଲାଣି ନିର୍ବାଚନୀ ବିଗୁଲ। ସମସ୍ତ ରାଜନୈତିକ ଦଳ ଜୋରଦାର ଆରମ୍ଭ କଲେଣି ପ୍ରସ୍ତୁତି। ଓଡ଼ିଶାରେ ଏକାସଙ୍ଗେ ବିଧାନସଭା ଓ ଲୋକସଭା ନିର୍ବାଚନ ହେଉଥିବାରୁ ସମସ୍ତଙ୍କ ରହିଛି ନଜର। ରାଜ୍ୟର ୩ ପ୍ରମୁଖ ଦଳ ବିଜେଡି, ବିଜେପି ଓ କଂଗ୍ରେସ ଆରମ୍ଭ କରିଲେଣି କସରତ। ଅନ୍ୟପଟେ…

ନବୀନଙ୍କର ମେଣ୍ଟ ଲୋଡ଼ାନାହିଁ: ପାଣ୍ଡିଆନ

ଓଏଲ୍‌ ବ୍ୟୁରୋ: ସାରା ଦେଶରେ ବାଜିସାରିଲାଣି ନିର୍ବାଚନ ବିଗୁଲ। ଏପ୍ରିଲ ୧୯ ତାରିଖରୁ ଆରମ୍ଭ ହୋଇ ଜୁନ୍‌ ୧ ତାରିଖ ପର୍ଯ୍ୟନ୍ତ ୭ଟି ପର୍ଯ୍ୟାୟରେ ଅନୁଷ୍ଠିତ ହେବ ଲୋକସଭା ନିର୍ବାଚନ। ଓଡ଼ିଶାରେ ଏକା ସମୟରେ ଲୋକସଭା ଓ ବିଧାନସଭା ନିର୍ବାଚନ ହେଉଥିବାରୁ ସାରା ଦେଶରେ ନଜର ରହିଛି। ଏପରିକି ପଲ୍ଲୀରୁ ଦିଲ୍ଲୀ…

ମେଣ୍ଟ ସମ୍ପର୍କରେ ଅମିତ ଶାହଙ୍କ ବଡ଼ ବୟାନ

ଓଏଲ୍‌ ବ୍ୟୁରୋ: ଆଉ ମାତ୍ର କିଛି ଘଣ୍ଟାର ଅପେକ୍ଷା। ନିର୍ବାଚନ କମିଶନର ଘୋଷଣା କରିବା ନିର୍ବାଚନ ତାରିଖ। ହେଲେ ଏବେ ସୁଦ୍ଧା ଓଡ଼ିଶାରେ ବିଜେଡି-ବିଜେପି ମଧ୍ୟରେ ନିର୍ବାଚନୀ ମେଣ୍ଟକୁ ନେଇ ଚର୍ଚ୍ଚା ଥମୁନାହିଁ। ଏହାରିମଧ୍ୟରେ ବିଜେପିର ଚାଣକ୍ୟ ଭାବେ ପରିଚିତ ତଥା ଗୃହମନ୍ତ୍ରୀ ଅମିତ ଶାହ ମେଣ୍ଟ…

ବିଜେଡି ଛାଡ଼ି ବିଜେପିରେ ଅରନ୍ଦିମ ରାୟ,…

ଓଏଲ୍‌ ବ୍ୟୁରୋ: ବିଜୁ ଜନତା ଦଳ ଛାଡ଼ିବାର ଘଣ୍ଟାଏ ନପୂରୁଣୁ ବିଜେପିରେ ସାମିଲ ହେଲେ ଅରନ୍ଦିମ ରାୟ। ଅରିନ୍ଦମ ଆଜି ବିଜେଡିରୁ ଇସ୍ତଫା ଦେବାର କିଛି ସମୟ ପରେ ଭୁବନେଶ୍ୱର ସ୍ଥିତି ରାଜ୍ୟ ବିଜେପି ମୁଖ୍ୟାଳୟରେ ପହଞ୍ଚିଥିଲେ। ସେଠାରେ ସେ ବିଜେପି ରାଜ୍ୟ ସଭାପତି ମନମୋହନ ସାମଲଙ୍କ ଉପସ୍ଥିତିରେ ଦଳରେ ଯୋଗ…

ନବୀନ ନିବାସରୁ ଘରକୁ…

ଓଏଲ୍‌ ବ୍ୟୁରୋ: ବରିଷ୍ଠ ବିଜେଡି ନେତା ପ୍ରସନ୍ନ ଆଚାର୍ଯ୍ୟ ଗୁରୁତର ଆହତ। ଗତକାଲି ବିଳମ୍ବିତ ରାତିରେ କାର ଦୁର୍ଘଟଣାର ଶିକାର ହୋଇଛନ୍ତି ପ୍ରସନ୍ନ ଆଚାର୍ଯ୍ୟ। ସମ୍ବଲପୁର ରେଢ଼ାଖୋଲ ବେଲଡିହି ନିକଟରେ ପ୍ରସନ୍ନ ଆଚାର୍ଯ୍ୟଙ୍କ ଗାଡ଼ି ଦୁର୍ଘଟଣାଗ୍ରସ୍ତ ହୋଇଛି। ୫୫ ନମ୍ବର ଜାତୀୟ ରାଜପଥରରେ ତାଙ୍କ ଗାଡ଼ିକୁ ଏକ…

ବିଜେଡିର ଗୁରୁତ୍ୱପୂର୍ଣ୍ଣ ବୈଠକ ଶେଷ;…

ଓଏଲ୍‌ ବ୍ୟୁରୋ: ମେଣ୍ଟ ଚର୍ଚ୍ଚା ଭିତରେ ଶେଷ ହେଲା ବିଜୁ ଜନତା ଦଳର ଗୁରୁତ୍ବପୂର୍ଣ୍ଣ ବୈଠକ। ଆଜି ସନ୍ଧ୍ୟାରେ ଅନୁଷ୍ଠିତ ହୋଇଥିବା ବୈଠକ ପରେ ଗଣମାମଧ୍ୟ ସାମ୍ନାରେ ପ୍ରତିକ୍ରିୟା ରଖିଛନ୍ତି ବରିଷ୍ଠ ବିଜେଡି ନେତା ତଥା ବିଧାୟକ ଦେବୀ ପ୍ରସାଦ ମିଶ୍ର। ସେ କହିଛନ୍ତି, ଆଗାମୀ ନିର୍ବାଚନକୁ ନଜରରେ ରଖି ବୈଠକ…

ମେଣ୍ଟ ହେବନି, ଓଡ଼ିଶାରେ ବିଜେପି ଏକା…

ଓଏଲ୍‌ ବ୍ୟୁରୋ: ୨ ସପ୍ତାହ ଧରି ଲାଗି ରହିଥିବା ଚର୍ଚ୍ଚାରେ ପଡ଼ିଲା ପୂର୍ଣ୍ଣଚ୍ଛେଦ। ସାଧାରଣ ନିର୍ବାଚନ ପୂର୍ବରୁ ହେବ କି ବିଜେପି-ବିଜେଡି ମେଣ୍ଟ। ଏଭଳି ଚର୍ଚ୍ଚା ପଲ୍ଲୀରୁ ଦିଲ୍ଲୀ ପର୍ଯ୍ୟନ୍ତ ଲାଗି ରହିଥିଲା। ହେଲେ ଏଥିରେ ପୂର୍ଣ୍ଣଚ୍ଛେଦ ପକାଇଛନ୍ତି ଓଡ଼ିଶା ବିଜେପି ରାଜ୍ୟ ସଭାପତି ମନମୋହନ ସାମଲ। ସେ…

ମେଣ୍ଟ: ଦଳ ରାଜି, ନେତା ଅରାଜି

ଓଏଲ୍‌ ବ୍ୟୁରୋ: ଲୋକସଭା ନିର୍ବାଚନ ତାରିଖ ଘୋଷଣା ହୋଇନି ସତ କିନ୍ତୁ ଦେଶର ସବୁଠି ଅନୁଭୂତ ହେଲାଣି ନିର୍ବାଚନୀ ତାତି। ଏଥର ସଂସଦରେ ୪୦୦ ଆସନର ଲକ୍ଷ୍ୟ ରଖିଥିବା ଏନ୍‌ଡିଏ ଏକ ଦୃଢ଼ ମେଣ୍ଟ ସରକାର ଗଠନ କରିବାକୁ କରୁଛି ଜୋରଦାର ପ୍ରସ୍ତୁତି। ଏସବୁ ମଧ୍ୟରେ ସାରା ଦେଶରେ ବର୍ତ୍ତମାନ ଓଡ଼ିଶା ରାଜନୀତି…