Odisha Link
Bridging the Missing Links in Odisha
Browsing Tag

BJD

ବଡ଼ ଖବର: ରାଜ୍ୟସଭା ନିର୍ବାଚନରେ ଅଶ୍ବିନୀ…

ଓଏଲ୍‌ ବ୍ୟୁରୋ: ଲାଗି ରହିଥିବା ଚର୍ଚ୍ଚାର ପଡ଼ିଛି ପୂର୍ଣ୍ଣଚ୍ଛେଦ। ପୁଣି ଓଡ଼ିଶାରୁ ଅଶ୍ୱିନୀ ବୈଷ୍ଣବ ରାଜ୍ୟସଭା ପ୍ରାର୍ଥୀ ହୋଇଛନ୍ତି। ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବଙ୍କ ନାଁ ବିଜେପି ଘୋଷଣା କରିଛି। ଆଜି ବିଜେପି ପକ୍ଷରୁ ଏନେଇ ବିଧିବଦ୍ଧଭାବେ ଘୋଷଣା କରାଯାଇଛି। ୨୦୧୯ରେ ବିଜେଡି ସମର୍ଥନରେ ରାଜ୍ୟସଭାକୁ…

ବଡ଼ ଖବର : ରାଜ୍ୟସଭା ନିର୍ବାଚନ ପାଇଁ…

ଭୁବନେଶ୍ୱର : ଆଗାମୀ ରାଜ୍ୟସଭା ନିର୍ବାଚନ ପାଇଁ ପ୍ରାର୍ଥୀ ଘୋଷଣା କଲା ବିଜୁ ଜନତା ଦଳ | 2 ରାଜ୍ୟସଭା ପ୍ରାର୍ଥୀ ଘୋଷଣା କଲା ବିଜେଡି | ଦେବାଶିଷ ସାମନ୍ତରାୟ ଓ ଶୁଭାଶିଷ ଖୁଣ୍ଟିଆ ବିଜେଡିର ରାଜ୍ୟସଭା ପ୍ରାର୍ଥୀ | ସବୁଠୁ ବଡ଼ କଥା ହେଲା  ଅନ୍ୟ ଗୋଟିଏ ଆସନ ପାଇଁ ବିଜେଡି ନାମ ଘୋଷଣା କରିନାହିଁ |

ବିଜେଡିରେ ମିଶିଲେ ସଂତୃପ୍ତ ମିଶ୍ର

ଓଏଲ୍‌ ବ୍ୟୁରୋ: ଆଜି ବିଜେଡିର କୋର୍‌ କମିଟି ବୈଠକ ହୋଇଥିଲା। ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ବୈଠକ ଚାଲିଥିଲା। ବୈଠକରେ ମନ୍ତ୍ରୀ ପ୍ରତାପ ଦେବ ଓ ଟୁକୁନି ସାହୁ ଉପସ୍ଥିତ ରହିଥିବାବେଳେ ଗୁରୁତ୍ବପୂର୍ଣ୍ଣ ନିଷ୍ପତ୍ତି ନିଆଯାଇପାରେ ବୋଲି ଚର୍ଚ୍ଚା ହେଉଥିବାବେଳେ ଏକ ବଡ ଖବର ସାମ୍ନାକୁ ଆସିଛି।…

ଶଙ୍ଖ ଭବନରେ ମିଶ୍ରଣ ପର୍ବ; ବିଜେଡିରେ…

ଓଏଲ୍‌ ବ୍ୟୁରୋ: ଆଗକୁ ସାଧାରଣ ନିର୍ବାଚନ ଥିବାବେଳେ ନେତାଙ୍କ ଦଳ ଡିଆଁ ପର୍ବ ଆରମ୍ଭ ହୋଇଯାଇଛି। ଶଙ୍ଖ ଭବନରେ ବିଜେଡି ମିଶ୍ରଣ ପର୍ବ ହୋଇଛି। ଏହି ପର୍ବରେ ବିଜେଡିରେ ବିଜେପି ଓ କଂଗ୍ରେସର ବହୁ କର୍ମୀ ସାମିଲ ହୋଇଛନ୍ତି। ମୁଖ୍ୟମନ୍ତ୍ରୀଙ୍କ ବିକାଶ କାର୍ଯ୍ୟରେ ଅନୁପ୍ରାଣିତ ହୋଇ ସାମିଲ ହୋଇଥିବା…

୨ ସପ୍ତାହ ତଳେ ବିଜେଡି ଛାଡ଼ିଥିଲେ,…

ଓଏଲ୍‌ ବ୍ୟୁରୋ: ଆସନ୍ତାକାଲି କଂଗ୍ରେସରେ ମିଶିବେ ବିଜେଡିରୁ ଇସ୍ତଫା ଦେଇଥିବା ପୂର୍ବତନ ମନ୍ତ୍ରୀ ବଳଭଦ୍ର ମାଝୀ। ଦୁଇ ସପ୍ତାହ ତଳେ ବିଜେଡିରୁ ଇସ୍ତଫା ଦେଇଥିବା ଶ୍ରୀ ମାଝୀ ଭବାନୀପାଟଣାରେ ଆୟୋଜିତ କଂଗ୍ରେସର ମିଶ୍ରଣ ପର୍ବରେ ସେ ସାମିଲ ହୋଇ ଦଳରେ ମିଶିବେ। କଂଗ୍ରେସର ବରିଷ୍ଠ ନେତାଙ୍କ ଉପସ୍ଥିତିରେ ସେ…

ଉଷୁନା ଚାଉଳ ପ୍ରସଙ୍ଗ: ଧର୍ମେନ୍ଦ୍ରଙ୍କୁ…

ଓଏଲ୍‌ ବ୍ୟୁରୋ: ଓଡ଼ିଶା ସରକାର ରାଜ୍ୟରୁ ଅଧିକ ଉଷୁନା ଚାଉଳ ଉଠାଇବାକୁ କେନ୍ଦ୍ର ନିକଟରେ ବାରମ୍ବାର ଦାବି କରି ଆସୁଥିଲେ। ଏଥିରେ ଏବେ ଅନ୍ତ ଘଟିବାକୁ ଯାଉଛି। କାରଣ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ଏନେଇ ଗତ ୧୬ତାରିଖରେ କେନ୍ଦ୍ର ଖାଦ୍ୟ ଯୋଗାଣ ମନ୍ତ୍ରୀ ପିୟୁଷ ଗୋଏଲଙ୍କ ଅବଗତ କରିବା ପରେ ସେ…

ବିଜେଡି-ବିଜେପି ବୁଝାମଣା କରିଛନ୍ତି:…

ଓଏଲ୍‌ ବ୍ୟୁରୋ: ଓଡ଼ିଶା ଗସ୍ତରେ କଂଗ୍ରେସ ପ୍ରଭାରୀ ଅଜୟ କୁମାର। ଗତକାଲି ରାଜ୍ୟ ସରକାରଙ୍କୁ ଟାର୍ଗେଟ କରିଥିବା ବେଳେ ଆଜି ବିଜୁ ଜନତା ଦଳ ଓ ଭାରତୀୟ ଜନତା ପାର୍ଟିକୁ ଟାର୍ଗେଟ କରିଛନ୍ତି। ନିର୍ବାଚନ ପାଇଁ ଓଡ଼ିଶାରେ ବିଜେଡି ଓ ବିଜେପି କରିଛନ୍ତି ବୁଝାମଣା। ବିଜେଡି ବିଜେପିକୁ ୧୫ ଲୋକସଭା ଆସନ ଦେବାକୁ…

୨୭ ବର୍ଷରେ ବିଜେଡି, କ’ଣ ରହିଛି…

ଭୁବନେଶ୍ବର: ଆଜି ୨୭ ବର୍ଷରେ ପାଦ ଥାପିଲା ବିଜୁ ଜନତା ଦଳ(ବିଜେଡି)। ଆଜି ଦଳକୁ ୨୬ ପୂରି ୨୭ ଚାଲିଳା। ଏଥିପାଇଁ ଦଳର ପ୍ରତିଷ୍ଠା ଦିବସକୁ ଧୁମଧାମରେ ପାଳନ କରିବା ପାଇଁ ଦଳୀୟ କର୍ମୀଙ୍କ ମଧ୍ୟରେ ଉତ୍ସାହ ଦେଖାଯାଇଛି। ରାଜ୍ୟସ୍ତରୀୟ ପ୍ରତିଷ୍ଠା ଦିବସ ପାଳନ ଉତ୍ସବରେ ସାମିଲ ହେବେ ବିଜୁ ଜନତା ଦଳର…

ଆଗକୁ ସାଧାରଣ ନିର୍ବାଚନ; ମାର୍ଚ୍ଚ ୫…

ଓଏଲ୍‌ ବ୍ୟୁରୋ: ପାଖେଇ ଆସୁଛି ସାଧାରଣ ନିର୍ବାଚନ। ଗଡ଼ୁଛି ଦିନ ଆଉ ବଢୁଛି ରାଜନୈତିକ ରଣନୀତି। ବିଭିନ୍ନ ରାଜନୈତିକ ଦଳ ମଧ୍ୟ ନିର୍ବାଚନକୁ ଆଖି ଆଗରେ ରଖି ଅଙ୍କକଷା ଆରମ୍ଭ କରି ସାରିଲେଣି। ଏହି ରାଜନୈତିକ ଅଙ୍କକଷା ମଧ୍ୟରେରେ ବିଜୁ ଜନତା ଦଳ ମଧ୍ୟ ନିଜର ଗୋଟି ଚାଳନା ପାଇଁ ପ୍ରସ୍ତୁତି ଆରମ୍ଭ କରିଛି।…

ବିଜେଡି କେବେ ବି ଦୁର୍ନୀତିକୁ ପ୍ରଶ୍ରୟ…

ଓଏଲ୍‌ ବ୍ୟୁରୋ: ପାଖେଇ ଆସୁଛି ନିର୍ଵାଚନ। ଏହାରି ମଧ୍ୟରେ ଅନେକ ଘଟଣା ସାମ୍ନାକୁ ଆସୁଛି। ସବୁଠୁ ଅଧିକ ଚର୍ଚାର ବିଷୟ ପାଲଟିଛି କଂଗ୍ରେସ ନେତା ଧୀରଜ ସାହୁଙ୍କ ଟଙ୍କା ଜବତ ଘଟଣା। ଏହି ଘଟଣାରେ ବିରୋଧୀଙ୍କୁ ଟାର୍ଗେଟ କଲେ ବିଜେଡି ଉପସଭାପତି ପ୍ରସନ୍ନ ଆଚାର୍ଯ୍ୟ। ସେ କହିଛନ୍ତି, ଯଦି ଅନିୟମିତତା,…