Odisha Link
Bridging the Missing Links in Odisha
Browsing Tag

Bjp Leader

ପ୍ରଚାରରେ କମ୍ପୁଛି ଝାରସୁଗୁଡା,…

ଓଏଲ୍‌ ବ୍ୟୁରୋ: ଝାରସୁଗୁଡା ଉପ-ନିର୍ବାଚନ ପାଇଁ କମ୍ପୁଛି ନିର୍ବାଚନ ମଣ୍ଡଳୀ। ନିର୍ବାଚନ ପାଇଁ ସରଗରମ ଓଡ଼ିଶା ରାଜନୀତି। ମେ’୧୦ରେ ପଡ଼ିବ ଭୋଟ। ଝାରସୁଗୁଡ଼ାବାସୀ ବାଛିବେ ତାଙ୍କ ମନପସନ୍ଦର ନେତା। ସାଧାରଣ ନିର୍ବାଚନକୁ ଆଉ ୧ ବର୍ଷରୁ କମ୍‌ ସମୟ ଥିବା ବେଳେ ଝାରସୁଗୁଡ଼ା ଉପନିର୍ବାଚନ ଜିତିବାକୁ ରାଜ୍ୟର…

ବିଜେପିକୁ ଜିତେଇବା ପାଇଁ ଲୋକ ନେତୃତ୍ୱ…

ଓଏଲ୍‌ ବ୍ୟୁରୋ: ପାଖେଇ ଆସୁଛି ଝାରସୁଗୁଡା ଉପ-ନିର୍ବାଚନ ପ୍ରକ୍ରିୟା। ମେ’୧୦ ତାରିଖରେ ଅନୁଷ୍ଠିତ ହେବ ଝାରସୁଗୁଡ଼ା ଉପନିର୍ବାଚନ। ଏଥିପାଇଁ ଜୋରଦାର ପ୍ରସ୍ତୁତି କରୁଛନ୍ତି ତିନି ରାଜନୈତିକ ଦଳ। କଂଗ୍ରେସ ପ୍ରାର୍ଥୀ ତରୁଣ ପାଣ୍ଡେ ନାମାଙ୍କନପତ୍ର ଦାଖଲ କରିସାରିଥିବେ ବେଳେ ଆଜି ବିଜେପି ପ୍ରାର୍ଥୀ ଟଙ୍କଧର…

ମତଦାନ ପୂର୍ବରୁ ବିଜେପି ନେତାଙ୍କୁ…

ଓଏଲ୍‌ ବ୍ୟୁରୋ: ଆଜି ଦେଶର ୬ଟି ରାଜ୍ୟରେ ଚାଲିଛି ଉପନିର୍ବାଚନ। ମହାରାଷ୍ଟ୍ର, ହରିୟାଣା, ବିହାର, ତେଲେଙ୍ଗାନା, ଓଡ଼ିଶା ଏବଂ ଉତ୍ତର ପ୍ରଦେଶରେ ଖାଲି ପଡ଼ିଥିବା ୭ଟି ବିଧାନସଭା ଆସନ ଉପନିର୍ବାଚନରେ ଆଜି କଡ଼ା ସୁରକ୍ଷା ବ୍ୟବସ୍ଥା ମଧ୍ୟରେ ଭୋଟ୍‌ ଗ୍ରହଣ ଚାଲିଛି। ନିକଟ ଭବିଷ୍ୟତରେ ହିମାଚଳ ପ୍ରଦେଶ ଏବଂ…

ମାହାଙ୍ଗାରେ ବିଜେପି ନେତାଙ୍କୁ ହତ୍ୟା…

କଟକ: ମହଙ୍ଗାରେ ବିଜେପି ନେତା କୁଳମଣି ବରାଳଙ୍କୁ ହତ୍ୟା କରିଥିବା ଅଭିଯୋଗ ହେଇଛି। ଏନେଇ ହତ୍ୟା ଅଭିଯୋଗ ଆଣିଲେ ପୂର୍ବତନ ବିଧାୟକ ପ୍ରକାଶ ବେହେରା। ମହାଙ୍ଗା ନୃତାଙ୍ଗରେ କୁଳମଣିଙ୍କୁ ଆକ୍ରମଣ କରିଥିଲେ ଦୁର୍ବୃତ୍ତ। ତାଙ୍କୁ ଗୁରୁତର ଅବସ୍ଥାରେ ସ୍ଥାନୀୟ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା। ସେଠାରେ…

ନିଜ ଓଜନଠୁ ଅଧିକ କିଲୋର ରୂପା ଦାନ କରି…

ଗୁଜରାଟ: ଗୁଜରାଟ ବିଜେପି ସଭାପତି ସି ଆର୍‌ ପାଟିଲ ଏବେ ଚର୍ଚ୍ଚାରେ। ନିଜ ଓଜନଠୁ ଅଧିକ କିଲୋର ରୂପା ଦାନ କରି ସେ ଏବେ ଚର୍ଚ୍ଚାରେ ରହିଛନ୍ତି। ସୁରତରେ ଜୈନ ସମାଜ ପକ୍ଷରୁ ଆୟୋଜିତ “ରଜତ ତୁଳା” କାର୍ଯ୍ୟକ୍ରମରେ ଅତିଥିଭାବେ ଯୋଗ ଦେଇ ସି ଆର୍‌ ପାଟିଲ ଏହି ରୂପା ଦାନ କରିଛନ୍ତି। “ରଜତ ତୁଳା”…

ରାଜ୍ୟସଭା ସାଂସଦ ଅଶୋକ ଗାସ୍ତିଙ୍କ ପରଲୋକ

ନୂଆଦିଲ୍ଲୀ : ରାଜ୍ୟସଭା ସାଂସଦ ତଥା ବିଜେପି ନେତା ଅଶୋକ ଗାସ୍ତିଙ୍କ ପରଲୋକ। ଅଶୋକ ଗାସ୍ତି କରୋନାରେ ଆକ୍ରାନ୍ତ ଥିଲେ। ୧୫ ଦିନ ହେଲା ତାଙ୍କୁ ବାଙ୍ଗାଲୋରର ମଣୀପାଲ ହସ୍ପିଟାଲ୍‌ରେ ଭର୍ତ୍ତି କରାଯାଇଥିଲା। ୫୫ ବର୍ଷ ବୟସରେ ତାଙ୍କର ପରଲୋକ ଘଟିଛି। ତେବେ ଗାସ୍ତିଙ୍କ ବିୟୋଗରେ ଉପରାଷ୍ଟ୍ରପତି ଭେଙ୍ଗୟା…

କପିଲ୍ ମିଶ୍ରାଙ୍କୁ ଦିଆଯିବ ୱାଇ ପ୍ଲସ୍‌…

ନୂଆଦିଲ୍ଲୀ: ଦିଲ୍ଲୀ ବିଜେପି ନେତା କପିଲ ମିଶ୍ରାଙ୍କୁ ଦିଆଯିବ ୱାଇ ପ୍ଲସ୍‌ ସୁରକ୍ଷା। ତାଙ୍କ ଜୀବନ ପ୍ରତି ବିପଦ ଥିବାରୁ ତାଙ୍କୁ ୱାଇ ପ୍ଲସ୍‌ ସୁରକ୍ଷା ଦିଆଯିବ ବୋଲି ସୂଚନା ମିଳିଛି। ଦିଲ୍ଲୀ ହିଂସାରେ ନିଜର ବିବାଦ ଭରା ବୟାନ ଓ ଲୋକଙ୍କୁ ଉସକାଇବା ଭଳି ଅଭିଯୋଗ ତାଙ୍କ ଉପରେ ଲାଗିଛି। ମାତ୍ର ଏନେଇ…

ପୂର୍ବତନ ମନ୍ତ୍ରୀ ଚିନ୍ମୟାନନ୍ଦଙ୍କୁ…

ଉତ୍ତରପ୍ରଦେଶ: ବିଜେପି ନେତା ତଥା ପୂର୍ବତନ କେନ୍ଦ୍ର ଗୃହ ରାଷ୍ଟ୍ରମନ୍ତ୍ରୀ ଚିନ୍ମୟାନନ୍ଦଙ୍କୁ ଜାମିନ୍ ମିଳିଛି। ୪ ମାସ ଜେଲରେ ରହିବା ପରେ ଚିନ୍ମୟାନନ୍ଦଙ୍କୁ ଆଜି ହାଇକୋର୍ଟ ଜାମିନ ପ୍ରଦାନ କରିଛନ୍ତି। ଗତବର୍ଷ ୧୬ ନଭେମ୍ୱରରେ କୋର୍ଟ ଏହି ମାମଲାର ଶୁଣାଣି କରି ରାୟ ସଂରକ୍ଷିତ ରଖିଥିଲେ। ନିଜ କଲେଜର…

ପୂର୍ବତନ ମୁଖ୍ୟମନ୍ତ୍ରୀ ବାବୁଲାଲଙ୍କ…

ଭୋପାଲ: ପରଲୋକରେ ବରିଷ୍ଠ ବିଜେପି ନେତା ବାବୁଲାଣ ଗୌର। ମଧ୍ୟପ୍ରଦେଶର ପୂର୍ବତନ ମୁଖ୍ୟମନ୍ତ୍ରୀ ବାବୁଲାଲଙ୍କର ଆଜି ୮୯ ବର୍ଷ ବୟସରେ ପରଲୋକ ହୋଇଯାଇଛି। ଭୋପାଲ ସ୍ଥିତ ନର୍ମଦା ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ମୃତ୍ୟୁ ଘଟିଛି। ସେ ଦୀର୍ଘ ଦିନ ଧରି ଅସୁସ୍ଥ ଥିଲେ। ଅଗଷ୍ଟ ୭ରେ ନର୍ମଦା…