ପରଲୋକରେ ବିଜେପିର ବରିଷ୍ଠ ନେତା ସମୀର…
ଓଏଲ୍ ବ୍ୟୁରୋ: ରାଜ୍ୟ ରାଜନୀତି ପାଇଁ ଅଶୁଭ ଖବର। ଆଉ ନାହାନ୍ତି ପୂର୍ବତନ ମନ୍ତ୍ରୀ ତଥା ବରିଷ୍ଠ ବିଜେପି ନେତା ସମୀର ଦେ। କଟକର ଏକ ଘରୋଇ ଡାକ୍ତରଖାନାରେ ଚିକିତ୍ସିତ ଅବସ୍ଥାରେ ତାଙ୍କର ଦେହାନ୍ତ ହୋଇଛି। ୬୭ ବର୍ଷ ବୟସରେ ପୂର୍ବତନ ମନ୍ତ୍ରୀ ତଥା ବରିଷ୍ଠ ବିଜେପି ନେତା ସମୀର ଦେ ପ୍ରାଣତ୍ୟାଗ…