କିଏ ହେବେ ଓଡ଼ିଶାର ମୁଖ୍ୟମନ୍ତ୍ରୀ? କାଲି…
ଓଏଲ୍ ବ୍ୟୁରୋ: ଶେଷ ହୋଇଛି ଗଣତନ୍ତ୍ରର ମହାପର୍ବ। ସରକାର ଗଢିବାକୁ ମିଳି ସାରିଛି ଜନାଦେଶ। ଓଡ଼ିଶାରେ ବିଜେପି ପାଇଁ ସରକାର ଗଢିବାକୁ ବାଟ ଫିଟିଥିବା ବେଳେ କେନ୍ଦ୍ରରେ ଏନଡିଏକୁ ବହୁମତ ମିଳିଛି। କେନ୍ଦ୍ରରେ ଏନ୍ଡିଏ ନେତା ଭାବେ ନିର୍ବାଚିତ ହେଲେ ନରେନ୍ଦ୍ର ମୋଦି। ଲଗାତାର ତୃତୀୟ ଥର ଦେଶରେ ଆରମ୍ଭ ହେବ…