Odisha Link
Bridging the Missing Links in Odisha
Browsing Tag

BJP

ମୋହନ ଯାଦବ ମଧ୍ୟପ୍ରଦେଶର ନୂଆ…

ଓଏଲ୍‌ ବ୍ୟୁରୋ: ମଧ୍ୟପ୍ରଦେଶର ନୂଆ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବେ ମୋହନ ଯାଦବ। ଆଜି ବସିଥିବା ବିଧାୟକ ଦଳ ବୈଠକ ପରେ ଏଭଳି ନିଷ୍ପତ୍ତି ନିଆଯାଇଥିବା ସୂଚନା। ବିଧାୟକ ଦଳ ନେତା ଭାବେ ଶ୍ରୀ ଯାଦବ ଏବେ ରାଜ୍ୟପାଳଙ୍କୁ ଭେଟି ବିଧିବଦ୍ଧ ଭାବେ ସରକାର ଗଠନ ପାଇଁ ଦାବି ଜଣାଇବେ। ଯାଦବ ଉଜ୍ଜୟୀନ ଦକ୍ଷିଣ…

ତିନୋଟି ରାଜ୍ୟରେ ଜିତିଲା ବିଜେପି, ଏବେ…

ଓଏଲ୍‌ ବ୍ୟୁରୋ: ୨୦୨୪ ଫାଇନାଲ ନିର୍ବାଚନ ପୂର୍ବରୁ ଆସିଗଲା ସେମିଫାଇନାଲ ଫଳାଫଳ। ଆଜି ମଧ୍ୟପ୍ରଦେଶ, ରାଜସ୍ଥାନ, ତେଲେଙ୍ଗାନା ଓ ଛତିଶଡର ବିଧାନସଭା ନିର୍ବାଚନର ଫଳାଫଳ ଆସିଯାଇଛି। ମଧ୍ୟପ୍ରଦେଶ, ରାଜସ୍ଥାନ ଓ ଛତିଶଗଡ଼ରେ ଭାରତୀୟ ଜନତା ପାର୍ଟି ବିଜୟୀ ହୋଇଥିବା ବେଳେ ତେଲେଙ୍ଗାନାରେ କଂଗ୍ରେସ ସରକାର…

ବିଧାନସଭା ଫଳାଫଳ: ଛତିଶଗଡ଼ ଓ…

ଓଏଲ୍‌ ବ୍ୟୁରୋ: ୨୦୨୪ ଫାଇନାଲ ନିର୍ବାଚନ ପୂର୍ବରୁ ଆଜି ଆସିବ ସେମିଫାଇନାଲ ଫଳାଫଳ। ଆଜି ଆସିବ ମଧ୍ୟପ୍ରଦେଶ, ରାଜସ୍ଥାନ, ତେଲେଙ୍ଗାନା ଓ ଛତିଶଡର ବିଧାନସଭା ନିର୍ବାଚନର ଫଳାଫଳ। ଏଥିପାଇଁ ଆରମ୍ଭ ହୋଇଛି ଭୋଟ ଗଣତି। ସକାଳ ୮ଟାରୁ ଆରମ୍ଭ ହୋଇଛି ଗଣତି।ଏକଜିଟ୍ ପୋଲ୍ ଅନୁସାରେ ମଧ୍ୟପ୍ରଦେଶ ଓ ରାଜସ୍ଥାନରେ…

ଏଥର କାହା ହାତକୁ ଯିବ ରାଜସ୍ଥାନ? ଏକଜିଟ୍…

ଓଏଲ୍‌ ବ୍ୟୁରୋ: ୨୦୨୪ ଫାଇନାଲ ଫାଇଟ୍‌ ପୂର୍ବରୁ ସେମି ଫାଇନାଲ ମୁକାବିଲାକୁ ନେଇ ଆରମ୍ଭ ହୋଇଛି ଚର୍ଚ୍ଚ।। ୨୦୨୪ ଲୋକସଭା ନିର୍ବାଚନ ପୂର୍ବରୁ ସମସ୍ତଙ୍କ ନଜର ୫ ରାଜ୍ୟରେ ଶେଷ ହୋଇଥିବା ବିଧାନସଭା ନିର୍ବାଚନ ଫଳାଫଳ ଉପରେ। ଛତିଶଗଡ଼, ରାଜସ୍ଥାନ, ମଧ୍ୟ ପ୍ରଦେଶ, ତେଲେଙ୍ଗାନା ଓ ମିଜୋରାମ ବିଧାନସଭା…

ଛତିଶଗଡ଼ରେ କିଏ ଗଢ଼ିବ ସରକାର? ଏକଜିଟ୍…

ଓଏଲ୍‌ ବ୍ୟୁରୋ: ୨୦୨୪ ଫାଇନାଲ ଫାଇଟ୍‌ ପୂର୍ବରୁ ସେମି ଫାଇନାଲ ମୁକାବିଲାକୁ ନେଇ ଆରମ୍ଭ ହୋଇଛି ଚର୍ଚ୍ଚ।। ୨୦୨୪ ଲୋକସଭା ନିର୍ବାଚନ ପୂର୍ବରୁ ସମସ୍ତଙ୍କ ନଜର ୫ ରାଜ୍ୟରେ ଶେଷ ହୋଇଥିବା ବିଧାନସଭା ନିର୍ବାଚନ ଫଳାଫଳ ଉପରେ। ଛତିଶଗଡ଼, ରାଜସ୍ଥାନ, ମଧ୍ୟ ପ୍ରଦେଶ, ତେଲେଙ୍ଗାନା ଓ ମିଜୋରାମ ବିଧାନସଭା…

ଚର୍ଚ୍ଚାରେ ବିଜେପିର ୩୬ ଜଣିଆ ଜିଲ୍ଲା…

ଓଏଲ୍‌ ବ୍ୟୁରୋ: ୨୦୨୪ ସାଧାରଣ ନିର୍ବାଚନ ପୂର୍ବରୁ ଦଳକୁ ସଜାଡ଼ି ଲାଗିବାରେ ଲାଗିଛି ଓଡ଼ିଶା ବିଜେପି। ନିର୍ବାଚନ ପୂର୍ବରୁ ୩୬ଟି ସାଙ୍ଗଠନିକ ଜିଲ୍ଲାର ସଭାପତିଙ୍କ ନାଁ ଘୋଷଣା କରିଛି ଦଳ। ବିଜେପି ରାଜ୍ୟ ସଭାପତି ଦାୟିତ୍ୱ ନେବା ପରେ ମନମୋହନ ସାମଲଙ୍କ ଅନୁମୋଦନରେ ଏହି ଜିଲ୍ଲା ସଭାପତି ତାଲିକା ଜାରି…

ବିଧାନସଭା: ନଭେମ୍ବର ୨୧ରୁ ଶୀତକାଳୀନ…

ଓଏଲ୍‌ ବ୍ୟୁରୋ: ନଭେମ୍ବର ୨୧ ତାରିଖରୁ ଆରମ୍ଭ ହେବ ଓଡ଼ିଶା ବିଧାନସଭାର ଶୀତ ଅଧିବେଶନ। ସାଧାରଣ ନିର୍ବାଚନ ପୂର୍ବରୁ ଏହା ହେଉଛି ଶେଷ ଶୀତ ଅଧିବେଶନ। ନଭେମ୍ବର ୨୧ ତାରିଖରୁ ଶୀତ ଅଧିବେଶନ ଆରମ୍ଭ ହେଇ ଡିସେମ୍ବର ୩୦ ପର୍ଯ୍ୟନ୍ତ ଚାଲିବ । ଏନେଇ ବିଧାନସଭା ପକ୍ଷରୁ ବିଜ୍ଞପ୍ତି ପ୍ରକାଶ କରାଯାଇ…

ଶ୍ରୀମନ୍ଦିର ଚାରିଦ୍ବାର ଖୋଲିବା…

ଓଏଲ୍‌ ବ୍ୟୁରୋ: ଶ୍ରୀମନ୍ଦିର ଚାରିଦ୍ବାର ଖୋଲିବା ପ୍ରସଙ୍ଗକୁ ନେଇ ତୀବ୍ର ହୋଇଛି ରାଜ୍ୟ ରାଜନୀତି। ଏନେଇ କଂଗ୍ରେସ ପକ୍ଷରୁ ତୀବ୍ର ବିରୋଧ ହେଉଥିବାବେଳେ ବିଜେପି ମଧ୍ୟ ବିରୋଧ କରୁଛି। ଯାହାକୁ ନେଇ ଶାସକ ଦଳ ପ୍ରତିକ୍ରିୟା ରଖିଛି। ବିଜୁ ଜନତା ଦଳର ବିଧାୟକ ଅମର ଶତପଥୀ କହିଛନ୍ତି, ପରିକ୍ରମା ପ୍ରକଳ୍ପ…

ଓଡ଼ିଶା ରାଜନୀତି: ବିଜେପିର ମୁଖ୍ୟମନ୍ତ୍ରୀ…

ଓଏଲ୍‌ ବ୍ୟୁରୋ: ୨୦୨୪ ସାଧାରଣ ନିର୍ବାଚନକୁ ଆଉ ୬ ମାସ ବାକିଥିବା ବେଳେ ଏବେଠୁ ଓଡ଼ିଶା ରାଜନୈତିକ ପାଣିପାଗ ଉଷ୍ମ ହେବାରେ ଲାଗିଛି। ବିଧାନସଭା ନିର୍ବାଚନକୁ ନଜରରେ ରଖି ସମସ୍ତ ଛାମୁଆ ଦଳ ଆରମ୍ଭ କରି ସାରିଲେଣି ଅଙ୍କକଷା। ବର୍ତ୍ତମାନର ଶାସକ ଦଳ ବିଜୁ ଜନତା ଦଳ ପୁଣିଥରେ ଶାସନ ଗାଦିରେ ବସିବା ପାଇଁ…

ବିଜେପିକୁ ଯିବେ ସୌମ୍ୟ

ଓଏଲ୍‌ ବ୍ୟୁରୋ: ୨୦୨୪ ସାଧାରଣ ନିର୍ବାଚନ ପୂର୍ବରୁ ଉଠୁଛି ପଡ଼ୁଛି ଓଡ଼ିଶା ରାଜନୀତି। ଏସବୁ ମଧ୍ୟରେ ନିିକଟରେ ବିଜୁ ଜନତା ଦଳରୁ ନିଲମ୍ବିତ ହୋଇଥିବା ଖଣ୍ଡପଡ଼ା ବିଧାୟକ ସୌମ୍ୟରଞ୍ଜନ ପଟ୍ଟନାୟକଙ୍କୁ ନେଇ ଖୁବ୍‌ ଚର୍ଚ୍ଚା। ତାଙ୍କର ଆଗାମୀ ରାଜନୈତିକ ଯାତ୍ରା କ'ଣ ରହିବ ତାକୁ ନେଇ ଅନେକ କଳ୍ପନାଜଳ୍ପନା ଆରମ୍ଭ…