ସାଇକେଲ ଫର ଚେଞ୍ଜ ପ୍ରତିଯୋଗିତାରେ ୨ୟ…
ଭୁବନେଶ୍ୱର: ଭୁବନେଶ୍ୱର ସ୍ମାର୍ଟ ସିଟିକୁ ମିଳିଛି ଆଉ ଏକ ପୁରସ୍କାର। କେନ୍ଦ୍ର ଗୃହ ଓ ନଗର ବ୍ୟାପାର ମନ୍ତ୍ରଣାଳୟ ପକ୍ଷରୁ ଆୟୋଜିତ ସାଇକେଲ ଫର ଚେଞ୍ଜ ପ୍ରତିଯୋଗିତାରେ ଏହି ପୁରସ୍କାର ହାତେଇଛି ସ୍ମାର୍ଟ ସିଟି ଭୁବନେଶ୍ୱର।
ଏହି ପ୍ରତିଯୋଗିତାରେ ଦେଶର ୧୦୦ଟି ସ୍ମାର୍ଟ ସିଟି ଓ ସବୁ ରାଜ୍ୟର ରାଜଧାନୀ…