Odisha Link
Bridging the Missing Links in Odisha
Browsing Tag

Border Dispute

୪ ରାଜ୍ୟ ସହ ରହିଛି ସୀମା ବିବାଦ:…

ଭୁବନେଶ୍ୱର: ସୀମା ବିବାଦ ନେଇ ବାଚସ୍ପତି ସୂର୍ଯ୍ୟନାରାୟଣ ପାତ୍ରଙ୍କ ଅଧ୍ୟକ୍ଷତାରେ ବିଧାନସଭା ଗୃହ କମିଟି ବୈଠକ ଅନୁଷ୍ଠିତ ହୋଇଛି। ଏହି ବୈଠକ ପରେ ବାଚସ୍ପତି ଶ୍ରୀ ପାତ୍ର କହିଛନ୍ତି ଯେ, ଆନ୍ଧ୍ର, ଛତିଶଗଡ଼, ପଶ୍ଚିମବଙ୍ଗ ଓ ଝାଡ଼ଖଣ୍ଡ ସହ ସୀମା ବିବାଦ ରହିଛି। କୁଟିଆ ଗ୍ରାମପୁଞ୍ଜର ବର୍ତ୍ତମାନ…

ଆପୋସ ବୁଝାମଣାରେ ସୀମା ଚିହ୍ନଟ କରାଯିବ:…

ଭୁବନେଶ୍ୱର: ଆନ୍ଧ୍ର-ଓଡ଼ିଶା ସୀମା ବିବାଦ ପ୍ରସଙ୍ଗରେ ଆଜି ଗୃହରେ ପ୍ରାରମ୍ଭିକ ବିବୃତି ରଖିଛନ୍ତି ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁଦାମ ମାରାଣ୍ଡି। ମନ୍ତ୍ରୀ କହିଛନ୍ତି ଆପୋସ ବୁଝାମଣାରେ ସୀମା ଚିହ୍ନଟ କରାଯିବ। ମନ୍ତ୍ରୀ ସୁଦାମ ମାର୍ଣ୍ଡି କହିଛନ୍ତି, କୋରାପୁଟ ଜିଲ୍ଲା ଓ…

ଖୁବ ଶୀଘ୍ର ସମାଧାନ ହେବ ସୀମା ବିବାଦ:…

ଭୁବନେଶ୍ୱର: ସୀମା ବିବାଦ ନେଇ ଆଜି ରାଜସ୍ୱ ମନ୍ତ୍ରୀ ସୁଦାମ ମାରାଣ୍ଡି କହିଛନ୍ତି ଯେ, ଖୁବ ଶୀଘ୍ର ଓଡ଼ିଶା-ଆନ୍ଧ୍ର ସୀମା ବିବାଦ ସମାଧାନ ହେବ। ପ୍ରଶାସନିକ ସ୍ତରରେ ଆଲୋଚନା ଜାରି ରହିଛି। ଉଭୟ ରାଜ୍ୟର ଜିଲ୍ଲାପାଳ ଓ ଅନ୍ୟ ଅଧିକାରୀଙ୍କ ଭିତରେ ଆଲୋଚନା ହେଉଛି। ଉଭୟ ରାଜ୍ୟର ସ୍ଥାନୀୟ ଲୋକମାନଙ୍କ ସହ ବସି…

ସୀମା ବିବାଦ ନେଇ ମୁଖ୍ୟମନ୍ତ୍ରୀଙ୍କୁ…

ଭୁବନେଶ୍ୱର: ଓଡ଼ିଶା ସହ ପଡୋଶୀ ରାଜ୍ୟ ଆନ୍ଧ୍ରପ୍ରଦେଶ, ପଶ୍ଚିମବଙ୍ଗ, ଛତିଶଗଡ ଓ ଝାଡଖଣ୍ଡ ସହ ରହିଥିବା ଦୀର୍ଘ ଦିନର ସୀମା ବିବାଦକୁ ସମାଧାନ କରିବା ପାଇଁ ଆବଶ୍ୟକୀୟ ପଦକ୍ଷେପ ଗ୍ରହଣ କରିବା ତଥା ଆପୋଷ ବୁଝାମଣା କରିବା ପାଇଁ କେନ୍ଦ୍ର ସରକାରଙ୍କ ସହାୟତା ନେବା ଓ ଅନ୍ୟାନ୍ୟ ପଦକ୍ଷେପ ଗ୍ରହଣ କରିବା ପାଇଁ…

ଭାରତ-ଚୀନ ସୀମା ବିବାଦକୁ ନେଇ ଆଲୋଚନା

ନୂଆଦିଲ୍ଲୀ : ଭାରତ ଓ ଚୀନ ମଧ୍ୟରେ ସୀମା ବିବାଦର ସମାଧାନ ପାଇଁ ଦୁଇଦେଶ ମଧ୍ୟରେ ଆଲୋଚନା ଆରମ୍ଭ ହୋଉଛି। ଆଜି ନୂଆଦିଲ୍ଲୀଠାରେ ଭାରତର ଜାତୀୟ ସୁରକ୍ଷା ପରାମର୍ଶଦାତା ଅଜିତ ଡୋଭାଲ ଓ ଚୀନର ବୈଦେଶିକ ମନ୍ତ୍ରୀ ଓ୍ଵାଙ୍ଗ ଇ ଏ ସଂପର୍କରେ ଆଲୋଚନା କରିଛନ୍ତି। ସୀମାରେ ଶାନ୍ତି ବଜାୟ ରଖିବାକୁ ଉଭୟ ପକ୍ଷ ରାଜି…