Odisha Link
Bridging the Missing Links in Odisha
Browsing Tag

BSKY

ସେପ୍ଟେମ୍ବର ୧୦ ଯାଏଁ BSKY, କେବେଠୁ…

ଓଏଲ୍‌ ବ୍ୟୁରୋ: ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନା (ବିଏସ୍‌କେଓ୍ବାଇ)କୁ ନେଇ ଆସିଲା ବଡ଼ ଖବର। ସେପ୍ଟେମ୍ବର ୧୦ ତାରିଖ ପରେ ରାଜ୍ୟରେ ଲାଗୁହେବ ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନା। ସେ ପର୍ଯ୍ୟନ୍ତ ପୂର୍ବଭଳି ବିଏସ୍‌କେଓ୍ବାଇ ଜାରି ରହିବ ବୋଲି କହିଛନ୍ତି ସ୍ବାସ୍ଥ୍ୟ ମନ୍ତ୍ରୀ ମୁକେଶ ମହାଲିଙ୍ଗ। ମୁକେଶ…

ବଦଳିଲା BSKY ଯୋଜନାର ନାଁ, ଏଣିକି…

ଓଏଲ୍‌ ବ୍ୟୁରୋ: ଆଜି ବିଧାନସଭାରେ ୨୦୨୪-୨୫ ବର୍ଷ ପାଇଁ ପୂର୍ଣ୍ଣାଙ୍ଗ ବଜେଟ ଉପସ୍ଥାପନା କରୁଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ। ରାଜ୍ୟ ସରକାରଙ୍କ ଅର୍ଥମନ୍ତ୍ରୀ ଭାବେ ମୋହନ ମାଝୀ ଖୋଦ ବଜେଟ ଉପସ୍ଥାପନା କରୁଛନ୍ତି। ୨୦୨୪-୨୦୨୫ ଆର୍ଥିକ ବର୍ଷ ପାଇଁ ମୋହନ ସରକାର ୨.୬୫ ଲକ୍ଷ କୋଟିର ବଜେଟ ବିଧାନସଭାରେ…

ବିଏସ୍‌କେଓ୍ବାଇ କାର୍ଡ କାର୍ଯ୍ୟକାରିତାକୁ…

ଓଏଲ୍‌ ବ୍ୟୁରୋ: ୨୪ ବର୍ଷ ପରେ ଓଡ଼ିଶାରେ ସରକାର ବଦଳିଛି। ତେବେ ନବୀନ ସରକାର କାର୍ଯ୍ୟକାରୀ କରିଥିବା ଯୋଜନା ଗୁଡ଼ିକ ପୂର୍ବପରି କାର୍ଯ୍ୟକାରୀ ହେବ ନା ନାଇଁ ତାକୁ ନେଇ ସମସ୍ତ ଓଡ଼ିଶାବାସୀଙ୍କ ମନରେ ପ୍ରଶ୍ନ ଉଠିଛି। ଏସବୁ ମଧ୍ୟରେ ରାଜ୍ୟରେ ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନାକୁ ନେଇ ଦ୍ବନ୍ଦ୍ବ ସୃଷ୍ଟି…

ରାଜ୍ୟରେ ବନ୍ଦ ହେବ BSKY, ଲାଗୁ ହେବ…

ଓଏଲ୍‌ ବ୍ୟୁରୋ: ବଦଳିଛି ଓଡ଼ିଶା ରାଜନୀତିର ଦୃଶ୍ୟପଟ୍ଟ। ୨୪ ବର୍ଷ ଧରି ମୁଖ୍ୟମନ୍ତ୍ରୀ ଭାବେ ରହିବା ସହିତ ଓଡ଼ିଶା ରାଜନୀତିର ଅପ୍ରତିଦ୍ବନ୍ଦୀ ନେତା ନବୀନ ପଟ୍ଟନାୟକ ଆଜି ଇସ୍ତଫା ଦେଇଛନ୍ତି। ଅନ୍ୟପଟେ ଓଡ଼ିଶାରେ ପ୍ରଥମ ଥର ପାଇଁ ସରକାର ଗଠନ କରିବାକୁ ଯାଉଛି ଭାରତୀୟ ଜନତା ପାର୍ଟି। ରାଜ୍ୟ ବିଜେପି ସଭାପତି…

BSKY ବନ୍ଦ କରିବାକୁ ବିରୋଧୀ ଚକ୍ରାନ୍ତ…

ଓଏଲ୍‌ ବ୍ୟୁରୋ: ନବୀନ ନିବାସରୁ ଯୋଡ଼ି ଶଙ୍ଖ। ହିଞ୍ଜିଳିରୁ ନିର୍ବାଚନୀ ବିଗୁଲ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ବଜାଇବା ପରେ ସାରା ରାଜ୍ୟରେ ଜୋରଦାର ପ୍ରଚାର କରୁଛି ବିଜୁ ଜନତା ଦଳ। ଏହିକ୍ରମରେ ଆଜି ବିଜେଡି ନେତା କାର୍ତ୍ତିକ ପାଣ୍ଡିଆନ କୋରାପୁଟ ଜିଲ୍ଲା ଗସ୍ତ କରି ଦଳୀୟ ପ୍ରାର୍ଥୀଙ୍କ ପାଇଁ…

ବିଏସ୍‌କେଓ୍ବାଇ ନବୀନ କାର୍ଡର ଶୁଭାରମ୍ଭ,…

ଓଏଲ୍‌ ବ୍ୟୁରୋ: ୨୦୨୪ ସାଧାରଣ ନିର୍ବାଚନ ପୂର୍ବରୁ ବଡ଼ ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଆଜିଠୁ ଓଡ଼ିଶାରେ ଆରମ୍ଭ ହେଲା ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋାଜନା ନବୀନ କାର୍ଡ। ଏହାର ଶୁଭାରମ୍ଭ କରିଛନ୍ତି ମୁଖ୍ୟମନ୍ତ୍ରୀ। ଏହି କାର୍ଡ ଜରିଆରେ ରାଜ୍ୟର ୯୦ ପ୍ରତିଶତ ଲୋକ ଉପକୃତ ହେବେ ।…

ବିଜୁ ସ୍ବାସ୍ଥ୍ୟ କାର୍ଡ ସାଜିଥିଲା ଠକେଇର…

ଓଏଲ୍‌ ବ୍ୟୁରୋ : ଚିକିତ୍ସା କ୍ଷେତ୍ରରେ ଉନ୍ନତି ଆଣିବା ସହ ମାଗଣା ସ୍ୱାସ୍ଥ୍ୟ ସେବା ଯୋଗାଇବା ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ କାର୍ଡ ସ୍ମାର୍ଟ କାର୍ଡ ବଣ୍ଟନ କରିଥିଲେ। ବର୍ତ୍ତମାନ କିନ୍ତୁ ସ୍ମାର୍ଟ କାର୍ଡକୁ ନେଇ ଦୁର୍ବ୍ୟବହାର କରାଯାଉଥିବା ଖବର ସାମ୍ନାକୁ ଆସିଛି।…

BSKY ହିତାଧିକାରୀଙ୍କୁ ୧ ହଜାର ଟଙ୍କାର…

ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନା ହିତାଧିକାରୀ ମାନଙ୍କୁ ଜୀବିକା ପାଇଁ ଏକ ହଜାର ଟଙ୍କା ଲେଖାଏ ଆର୍ଥିକ ସହାୟତା ପ୍ରଦାନ କରିଛନ୍ତି। କୋଭିଡ ସମୟରେ ଗରିବ ଲୋକଙ୍କ ଆର୍ଥିକ ଦୂରାବସ୍ଥାକୁ ଲାଘବ କରିବା ପାଇଁ ମୁଖ୍ୟମନ୍ତ୍ରୀ ଏହି ସହାୟତା ଦେଇଛନ୍ତି। ବିଜୁ…

କେନ୍ଦ୍ରାପଡ଼ା: ଆଜିଠୁ ବିଜୁ ସ୍ୱାସ୍ଥ୍ୟ…

କେନ୍ଦ୍ରାପଡ଼ା: ବିଜୁ ସ୍ବାସ୍ଥ୍ୟବୀମା କାର୍ଡ ଯୋଜନାରେ ଆଜି ସାମିଲ ହେବ କେନ୍ଦ୍ରାପଡ଼ା ଜିଲ୍ଲା। କେବଳ ସେତିକି ନୁହେଁ ୧୫୨୬ କୋଟିରୁ ଅଧକ ଟଙ୍କାର ବିଭିନ୍ନ ପ୍ରକଳ୍ପର ଉଦଘାଟନ ଓ ଶିଳାନ୍ୟାସ କରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଆଜି ଭିଡିଓ କନଫରେନ୍ସ ମାଧ୍ୟମରେ ମୁଖ୍ୟମନ୍ତ୍ରୀ ସ୍ମାର୍ଟ କାର୍ଡ…

ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ସ୍ମାର୍ଟ…

ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଭିଡିଓ କନ୍‌ଫରେନ୍‌ସିଂ ଜରିଆରେ ନୟାଗଡ ଓ ଜଗତସିଂହପୁର ଜିଲ୍ଲାରେ ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନା ଅଧୀନରେ ସ୍ମାର୍ଟ ହେଲ୍‌ଥ କାର୍ଡ ବଣ୍ଟନର ଶୁଭାରମ୍ଭ କରିଛନ୍ତି। ନୟାଗଡର ୭.୭୦ ଲକ୍ଷ ଲୋକ ଏହି ସୁବିଧା ପାଇବା ବେଳେ ଜଗତସିଂହପୁରର ପ୍ରାୟ ୯ ଲକ୍ଷ ଲୋକ…