ପୁଣି ବଢ଼ିଲା ବସ୍ ଭଡା
କଟକ : ପୁଣି ବଢ଼ିଲା ବସ୍ ଭଡା। ପେଟ୍ରୋଲ ଓ ଡିଜେଲ ଦର ବୃଦ୍ଧି ହେବା ପରେ ରାଜ୍ୟରେ ପୁଣି ଥରେ ବସ୍ ଭଡା ବୃଦ୍ଧି କରାଯାଇଛି । ଏ ନେଇ ରାଜ୍ୟ ଘରୋଇ ବସ୍ ମାଲିକ ସଂଘ ପକ୍ଷରୁ ସୂଚନା ।
ସାଧାରଣ ଓ ଏକ୍ସପ୍ରେସ ବସ୍ ଭଡା ଏକ ପଇସା ଲେଖାଏଁ ବଢିଛି । ସାଧାରଣ ବସ୍ ଭଡା ୭୩ ପଇସାରୁ ୭୪କୁ ବୃଦ୍ଧି କରାଯାଇଛି ।…