Odisha Link
Bridging the Missing Links in Odisha
Browsing Tag

Bus

ବଢ଼ିଲା ବସ୍‌ ଭଡ଼ା

ଓଏଲ୍‌ ବ୍ୟୁରୋ: ବିଗତ ୧୦ ଦିନ ମଧ୍ୟରେ ଦେଶରେ ୯ ଥର ବୃଦ୍ଧି ପାଇଲାଣି ତୈଳ ଦର। ବାରମ୍ବାର ତୈଳ ଦର ବୃଦ୍ଧି ହେଉଥିବାରୁ ରାଜ୍ୟରେ ବସ୍‌ ଭଡ଼ା ବୃଦ୍ଧି ପାଇଛି। ଏନେଇ ଘରୋଇ ବସ୍‌ ମାଲିକ ସଂଘର ସାଧାରଣ ସମ୍ପାଦକ ସୂଚନା ଦେଇଛନ୍ତି। ଚନା ଅନୁଯାୟୀ, ଅର୍ଡିନାରୀ ବସ୍‌ ଭଡ଼ା କିମି ପିଛା ୯୦ ପଇସାକୁ ବୃଦ୍ଧି…

୧୦୮ ଆମ୍ବୁଲାନ୍ସ-ଯାତ୍ରୀବାହୀ ବସ୍‌…

ଓଏଲ୍‌ ବ୍ୟୁରୋ: ମୁହାଁମୁହିଁ ଧକ୍କା ହେଲା ଯାତ୍ରୀବାହୀ ବସ୍‌ ଓ ୧୦୮ ଆମ୍ବୁଲାନ୍ସ। ଗଞ୍ଜାମ ଜିଲ୍ଲା ସୋରଡ଼ା ଥାନା ଅନ୍ତର୍ଗତ କରଡାବାଡି ଟୋଲ ଗେଟ ନିକଟରେ ଘଟିଛି ଏହି ଦୁର୍ଘଟଣା। ଦୁର୍ଘଟଣାରେ ୫ ଜଣ ଆହତ ହୋଇଥିବା ବେଳେ ଅଳ୍ପକେ ବର୍ତ୍ତି ଯାଇଛନ୍ତି। ସାଇକ୍ରୀଷ୍ଣା ନାମକ ଏକ ଯାତ୍ରୀବାହି ବସ ସୋରଡ଼ାରୁ…

ବସ୍ ଓଲଟି ୧୨ ଆହତ

ଭଞ୍ଜନଗର: ଭାରସାମ୍ୟ ହରାଇ ଓଲଟିଲା ଘରୋଇ ବସ୍। ଦୁର୍ଘଟଣା ଫଳରେ ୧୨ ଜଣ ଆହତ ହୋଇଛନ୍ତି। ଗଞ୍ଜାମ ଜିଲ୍ଲା ଭଞ୍ଜନଗର ଲାଠିପଡାଠାରେ ଭାରସାମ୍ୟ ହରାଇ ଓଲଟିଛି ବସ୍। ସୂଚନାଯୋଗ୍ୟ, ଗଞ୍ଜାମ ଜିଲ୍ଲା ଭଞ୍ଜନଗର ଲାଠିପଡାଠାରେ ‘ନୀଳକଣ୍ଠ’ ନାମକ ବସଟି ଭାରସାମ୍ୟ ହରାଇ ଓଲଟିପଡିଛି। ବସ୍ ଓଲଟିବା ଯୋଗୁଁ ୧୨ ଜଣ…

ରାଜ୍ୟରେ ସୋମବାରୁ ସ୍ୱାଭାବିକ ହେବ ବସ୍…

ଭୁବନେଶ୍ୱର: ରାଜ୍ୟରେ ସୋମବାର ଠାରୁ ସ୍ୱାଭାବିକ ହେବ ବସ୍ ଚଳାଚଳ। ଏନେଇ ଘରୋଇ ବସ୍ ମାଲିକ ସଂଘ ସଂପାଦକ ଦେବେନ୍ଦ୍ର ସାହୁ ସୂଚନା ଦେଇଛନ୍ତି। ପରିବହନ ମନ୍ତ୍ରୀଙ୍କ ସହ ଆଲୋଚନା ପରେ ସଂପାଦକ ସୂଚନା ଦେଇଛନ୍ତି। ଘରୋଇ ବସ୍ ମାଲିକ ସଂଘ ସହ ସରକାରଙ୍କ ଆଲୋଚନା ସଫଳ ହୋଇଛି। ସଂଘର ଦାବି ଉପରେ ସରକାର ଶୀଘ୍ର…

ଆଜିଠୁ ୪୩ଟି ରୁଟରେ ଗଡ଼ିଲା OSRTC ବସ୍

ଭୁବନେଶ୍ୱର: ରାଜ୍ୟରେ ଆଜିଠୁ ଗଡ଼ିଲା ସରକାରୀ ବସ୍। ୪୩ଟି ରୁଟରେ ଚାଲିବ OSRTC ବସ୍। ଏଥିପାଇଁ ରାଜ୍ୟ ସଡ଼କ ପରିବହନ ନିଗମ ତରଫରୁ ନିଷ୍ପତ୍ତି ନିଆଯାଇଛି। ଏହି ବସ୍ ଗୁଡ଼ିକ ରାଷ୍ଟ୍ରାୟତ ନିଗମର ୧୬ଟି ଡିପୋରୁ ଯାତାୟତ କରିବ। ବସରେ ଯାତ୍ରା ସମୟରେ ମାସ୍କ ପିନ୍ଧିବା ବାଧ୍ୟତାମୂଳକ କରାଯାଇଛି। କାଟେଗୋରୀ…

ବସ ଚଳାଚଳ ପାଇଁ ଆସିବ ଗାଇଡଲାଇନ: ପରିବହନ…

ଭୁବନେଶ୍ୱର: କରୋନା ସଂକ୍ରମଣ କମୁ ଥିବାରୁ ଗତକାଲି ସରକାରଙ୍କ ପକ୍ଷରୁ ଦ୍ୱିତୀୟ ପର୍ଯ୍ୟାୟ ଅନଲକ କରାଯାଇଛି। ଏହି ସମୟରେ ସରକାର ଜୀବନ ଓ ଜୀବିକାକୁ ଗୁରୁତ୍ୱ ଦେଉଛନ୍ତି। ଏହି ପରିପ୍ରେକ୍ଷୀରେ ଗତକାଲି କ୍ୟାଟେଗୋରୀ ‘ଏ’ରେ ଥିବା ୨୦ଟି ଜିଲ୍ଲାଗୁଡ଼ିକରେ ବସ ଚଳାଚଳ ନେଇ ଅନୁମତି ପ୍ରଦାନ କରାଯାଇଛି। ତେବେ…

ଘରୋଇ ବସ୍ ରୋଡ ଟ୍ୟାକ୍ସ ଛାଡ କଲେ ରାଜ୍ୟ…

ଭୁବନେଶ୍ୱର: ରାଜ୍ୟ ଘରୋଇ ବସ୍ ମାଲିକମାନଙ୍କ ପାଇଁ ଖୁସି ଖବର। ଏପ୍ରିଲ ଓ ମେ’ ମାସର ରୋଡ ଟ୍ୟାକ୍ସ ଛାଡ କରିଛନ୍ତି ରାଜ୍ୟ ସରକାର। ଲକଡାଉନ୍ ଓ ସଟଡାଉନ୍‌ରେ ବ୍ୟବସାୟୀମାନେ ପ୍ରଭାବିତ ହୋଇଥିବାରୁ ଏହି ନିଷ୍ପତ୍ତି ନିଆଯାଇଛି। ରାଜ୍ୟରେ କରୋନା ଯୋଗୁଁ ଆର୍ଥିକ କ୍ଷେତ୍ରରେ ବେଶ ପ୍ରଭାବ ପଡିଛି। ଅନେକ…

ଘାଟି ଉଠୁ ଉଠୁ ଓଲଟି ପଡ଼ିଲା ବସ୍, ୭…

ରାୟଗଡ଼ା: ସକାଳୁ ସକାଳୁ ଅଘଟଣ। ଘାଟି ଉଠୁଥିବା ବେଳେ ଓଲଟି ପଡ଼ିଲା ଯାତ୍ରୀବାହୀ ବସ୍। ଯାହାରିଫଳରେ ୭ଜଣ ଯାତ୍ରୀ ଗୁରୁତର ହୋଇଛନ୍ତି। ଏଭଳି ଏକ ଦୁର୍ଘଟଣା ରାୟଗଡ଼ା ଜିଲ୍ଲା ମୁକୁନ୍ଦପୁର ଘାଟିରେ ଘଟିଛି। ମିଳିଥିବା ସୂଚନା ମୁତାବିକ, ବସ୍‌ଟି ଜୟପୁରରୁ ଯାତ୍ରୀଙ୍କୁ ନେଇ ଅନୁଗୁଳ ଅଭିମୁଖେ ଯାଉଥିଲା। ତେବେ…

ଆଜିଠୁ ଆନ୍ତଃରାଜ୍ୟ ବସ୍‌ ଚଳାଚଳ ବନ୍ଦ

ଭୁବନେଶ୍ବର: ରାଜ୍ୟରେ ଅଣାୟତ୍ତ ହେଉଛି କରୋନା ସଂକ୍ରମଣ। ମହାମାରୀକୁ ପ୍ରତିହତ କରିବା ପାଇଁ ରାଜ୍ୟ ସରକାର ନେଉଛନ୍ତି ବିଭିନ୍ନ ପଦକ୍ଷେପ। କରୋନା ସଂକ୍ରମଣକୁ ମାତ୍‌ ଦେବା ପାଇଁ ଆଜିଠୁ ଆନ୍ତଃରାଜ୍ୟ ବସ୍‌ ଚଳାଚଳ ବନ୍ଦ। ରାଜ୍ୟରେ ବଢ଼ୁଥିବା ସଂକ୍ରମଣକୁ ଦୃଷ୍ଟିରେ ରଖି ଏଭଳି ନିଷ୍ପତ୍ତି ନେଇଛନ୍ତି ରାଜ୍ୟ…

କରୋନା: ଅନ୍ତଃରାଜ୍ୟ ବସ୍‌ ସେବା ବନ୍ଦ

ଭୁବନେଶ୍ବର: କରୋନା ମୁକାବିଲା ନେଇ ଆଜି ମୁଖ୍ୟ ଶାସନ ସଚିବ ବଡ ଘୋଷଣା କରିଛନ୍ତି। ଆସନ୍ତା କାଲିଠାରୁ ସବୁ ଅନ୍ତରାଜ୍ୟ ବସ୍‌ ଚଳାଚଳ ବନ୍ଦ ରହିବ। ରାଜ୍ୟ ଭିତରେ କେବଳ ବସ ଚାଲିପାରିବ। ବସ୍‌ ଗୁଡ଼ିକ କେବଳ ସିଟିଂରେ ନେଇପାରିବେ। ଏନେଇ ସୂଚନା ଦେଇଛନ୍ତି ମୁଖ୍ୟ ଶାସନ ସଚିବ ସୁରେଶ ମହାପାତ୍ର। ମୁଖ୍ୟ ଶାସନ…