କଂଗ୍ରେସ ନେତା ସର୍ଦାର ବୁଟା ସିଂହଙ୍କ…
ନୂଆଦିଲ୍ଲୀ : କଂଗ୍ରେସର ବରିଷ୍ଠ ଦଳିତ ନେତା ସର୍ଦାର ବୁଟା ସିଂହଙ୍କର ପରଲୋକ। ମୃତ୍ୟୁ ବେଳକୁ ତାଙ୍କୁ ୮୬ ବର୍ଷ ବୟସ ହୋଇଥିଲା । ବୁଟା ସିଂହ ଦିର୍ଘ ଦିନ ଧରି ଅସୁସ୍ଥ ଥିଲେ।
ତାଙ୍କ ରାଜନୈତିକ କ୍ୟାରିୟରରେ ସେ କେନ୍ଦ୍ର ଗୃହ ମନ୍ତ୍ରୀ, କୃଷି ମନ୍ତ୍ରୀ, ରେଳ ମନ୍ତ୍ରୀ ଏବଂ ଖେଳ ମନ୍ତ୍ରୀ ରହିଥିଲେ ।…